ଥମୁନି ହାତୀ ମୃତ୍ୟୁ: ଘୁମୁସର ବନଖଣ୍ଡରେ ହାତୀର ଜୀବନ ଗଲା

ଭଞ୍ଜନଗର,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜ ଦୁର୍ଗାପ୍ରସାଦ ଜଙ୍ଗଲରେ ଏକ ହାତୀର ଶୁକ୍ରବାର ପ୍ରତ୍ୟୁଷରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଖବରପାଇ…

ମଠ ଅସ୍ତିତ୍ୱ ରକ୍ଷା ପାଇଁ ମିଳିତ ପ୍ରୟାସ ଲୋଡ଼ା

ପୁରୀ ଅଫିସ,୪ା୧୨: ପୁରୀର ପ୍ରାଚୀନ ମଠ ଶ୍ରୀଶଙ୍କରାନନ୍ଦ ମଠ ଦୀର୍ଘବର୍ଷ ଧରି ଅବହେଳିତ ଅବସ୍ଥାରେ ରହିଛି। ଏହି ମଠର ଅସ୍ତିତ୍ୱ ଓ ଆଦର୍ଶ ରକ୍ଷା ପାଇଁ ମିଳିମିଶି…

ଜିଏଚଏମସି ନିର୍ବାଚନ ଫଳାଫଳ: ଭାଜପା ଆଗରେ

ହାଇଦ୍ରାବାଦ,୪।୧୨:ଗ୍ରେଟର ହାଇଦ୍ରାବାଦ ମ୍ୟୁନିସିପାଲିଟି କର୍ପୋରେସନ (ଜିଏଚଏମସି) ନିର୍ବାଚନ ଫଳାଫଳ ଆଜି ପ୍ରକାଶ ପାଇବ। ଏବେ ଗଣନା ଚାଲିଛି। ଜିଏଚଏମସିର ୧୫୦ଟି ଆସନ ପାଇଁ ୧,୨୨୨ ପ୍ରାର୍ଥୀ ମୈଦାନରେ…

ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ: ପରିବେଶ ପ୍ରଭାବ ସମ୍ପର୍କରେ ଅନୁଧ୍ୟାନ ହେବ

କେନ୍ଦ୍ରାପଡା ଅଫିସ/ରାଜକନିକା/ଆଳି,୪ା୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ବରୁଣାଡିହାଠାରେ ଖରସ୍ରୋତା ନଦୀରେ ମେଗା ପାନୀୟ ଜଳ ପ୍ରକଳ୍ପରୁ ଭଦ୍ରକ ଜିଲାକୁ ପାନୀୟ ଜଳ ଯୋଗାଣ ନେଇ ବିବାଦ…

ଆସନ୍ତା ଜୁଲାଇରେ କ୍ଷତିପୂରଣ ମିଳିବା ସମ୍ଭାବନା

ରସୁଲପୁର,୪ା୧୨(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଞ୍ଚଳରେ ଗତ ଅଗଷ୍ଟ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଧାନଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ମିଳିବ ସହାୟତା। ଏନେଇ ବ୍ଲକ ଅଞ୍ଚଳରେ କ୍ଷେତ୍ର…

ପ୍ରଭାବଶାଳୀଙ୍କ ହାତରେ ଭୂମିହୀନ ପଟ୍ଟା

ମହାକାଳପଡା,୪ା୧୨(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଅନୁସୂଚିତ ଜାତି ଓ ଜନଜାତି ଭୂମିହୀନ ପରିବାରକୁ ବସୁନ୍ଧରା ଯୋଜନାରେ ସରକାରୀ ଜମି, ବାସଗୃହ ଯୋଗାଇ ଦେବାକୁ ସ୍ବତନ୍ତ୍ର…

ଅନ୍ନ ଛୁଇଁଲେନି, ଚା ପିଇଲେନି

ନୂଆଦିଲ୍ଲୀ,୪ା୧୨: (ପି.ଟି./ଆଇଏଏନ୍‌ଏସ୍‌): ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀ ନେତାମାନେ ଗୁରୁବାର କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିଛନ୍ତି। ଚତୁର୍ଥ ପର୍ଯ୍ୟାୟ ଆଲୋଚନା ବେଳେ ସେମାନେ…

ମାଡିଆସୁଛି ‘ବୁରେଭି’

ଚେନ୍ନାଇ/ଥିରୁଅନନ୍ତପୁରମ,୪।୧୨: ବଙ୍ଗୋପସାଗରରୁ ଉଠିଥିବା ସାମୁଦ୍ରିକ ଝଡ଼ ‘ବୁରେଭି’ ବୁରେଭି ଦୁର୍ବଳ ହୋଇ ଏକ ନିମ୍ନ ଚାପରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଡିସେମ୍ବର…

ପଡିଆରେ ମ୍ୟାଚ୍‌ ଖେଳୁଥିବାବେଳେ ପ୍ରବଳ କାନ୍ଦିଲେ ଏହି ଖେଳାଳି

ହାମିଲଟନ,୪।୧୨: ନ୍ୟୁଜିଲ୍ୟାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଗୁରୁବାର ଠାରୁ ହାମିଲଟନରେ ଆରମ୍ଭ ହୋଇଛି। ମ୍ୟାଚ ପୂର୍ବରୁ ପଡ଼ିଆରେ ଭାବପ୍ରବଣ ମୁହୂର୍ତ୍ତ ରହିଥିଲା। ହଠାତ…

ଲକ୍ଷ୍ୟଠାରୁ ଦୂରରେ ରୁଷା

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଉଚ୍ଚଶିକ୍ଷାରେ ବିକାଶ ଲାଗି ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ(ରୁଷା)ରୁ ପ୍ରଚୁର ଅର୍ଥ ଆସୁଛି। ପ୍ରତି ଆର୍ଥିକବର୍ଷରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଉଭୟ କେନ୍ଦ୍ର ଓ…