ମାତା-ପିତାଙ୍କଠାରୁ ଅଲଗା ହୋଇଥିବା ୬୨୮ ଶିଶୁ ଆମେରିକା ସୀମାରେ: ଆଖିରେ ପରିବାରକୁ ଫେରିବା ସ୍ବପ୍ନ

ଓ୍ବାଶିଂଟନ,୩।୧୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକାଳ ଆରମ୍ଭରେ କେତେକ ଶିଶୁ ସେମାନଙ୍କ ମାତା-ପିତା ଏବଂ ପରିବାରଠାରୁ ଅଲଗା ହୋଇଯାଇଥିଲେ। ଆମେରିକାରେ ଅନୁପ୍ରବେଶ କରୁଥିବା ସମୟରେ କରାଯାଇଥିବା କାର୍ଯ୍ୟାନୁଷ୍ଠାନରେ…

ଜନଜାତିଙ୍କ ଅର୍ଥନୈତିକ ବିକାଶ କରୁଛି ‘ମିଶନ ଜୀବିକା’

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କର ‘ମୋ ସରକାର’ ଓ ‘୫-ଟି’ କାର୍ଯ୍ୟକ୍ରମ ଅଧୀନରେ ଗତବର୍ଷ ଅକ୍ଟୋବର ମାସରେ ‘ମିଶନ ଜୀବିକା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପ୍ରତିବର୍ଷ ଏହି କାର୍ଯ୍ୟକ୍ରମରେ…

ମାଛ ନିଲାମରେ କେଳେଙ୍କାରୀ: ଗହୀରମଥା ବନପାଳ ନିଲମ୍ବିତ

ରାଜନଗର,୩ା୧୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସମୁଦ୍ର ମାଦଳିମାଉଥ ନିକଟ ନିଷିଦ୍ଧାଞ୍ଚଳରେ ପଶି ମାଛ ମାରୁଥିବାବେଳେ ନଭେମ୍ବର ୨୯ରେ ବନ ବିଭାଗର ପାଟ୍ରୋଲିଂ ଟିମ୍‌ ଲକ୍ଷ୍ମୀ ତାରିଣୀ-୩ ନାମକ…

ରାଜ୍ୟରେ ପୁଣି ୪୩୪ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ…

ସୁରକ୍ଷିତ କରୋନା ଟିକା ବିତରଣ: ସତର୍କ ସୂଚନା ଜାରି କଲା ଇଣ୍ଟରପୋଲ

ଲାୟୋନ,୩।୧୨: ପୃଥିବୀର ବିଭିନ୍ନ ଅଞ୍ଚଳରେ ସୁରକ୍ଷିତ ଭାବେ କରୋନା ଟିକା ବିତରଣ କରାଇବା ଲାଗି ଇଣ୍ଟରପୋଲ୍‌ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଫ୍ରାନ୍ସ୍‌ର ଲାୟୋନ ସ୍ଥିତ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାଁରେ ସମସ୍ତ ଜମିବାଡି କରିଦେବାକୁ ଚାହୁଁଛନ୍ତି ଏହି ମହିଳା

ଲକ୍ଷ୍ନୌ,୩।୧୨: ଉତ୍ତରପ୍ରଦେଶର ମୌନପୁରୀ ତହସିଲରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ବୃଦ୍ଧ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ନିଜର ସମସ୍ତ ଜମି…

ମୁହଁ ଖୋଲିଲା ଚାଇନା: ନେପାଳ ସହିତ ସମ୍ପର୍କ କାହା ବିରୋଧରେ ନୁହେଁ କ୍ଷଡ଼ଯନ୍ତ୍ର

ବେଜିଂ,୩।୧୨: ନେପାଳ ସହିତ ସମ୍ପର୍କ ନେଇ ଚାଇନା ମୁହଁ ଖୋଲିଛି। ଚାଇନା କହିଛି ଯେ, ଏହି ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଦ୍ୱାରା ଅନ୍ୟ କାହା ବିରୋଧରେ ଷଡ଼ଯନ୍ତ୍ର କରାଯାଉ…

ବାତ୍ୟା ‘ବୁରେଭି’କୁ ନେଇ ତାମିଲନାଡୁ, କେରଳରେ ହାଇ ଆଲର୍ଟ : ଡିସେମ୍ବର ୪ରେ ଛୁଇଁପାରେ ସ୍ଥଳଭାଗ

ନୂଆଦିଲ୍ଲୀ,୩ ।୧୨: ଏବେ ସ୍ଥଳଭାଗ ମୁହାଁ ଆଉ ଏକ ବାତ୍ୟା ‘ବୁରେଭି’ । ଏହା କେରଳ ଓ ତାମିଲନାଡୁରେ ତାଣ୍ଡବ ରଚିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ…

ଅନ୍ନଦାତାଙ୍କ ରୋଷ: ଏନ୍‌ଏଚ୍‌-୯ ଅବରୋଧ, ସରକାରଙ୍କ ପାଖରେ ୩ ବିକଳ୍ପ

ନୂଆଦିଲ୍ଲୀ,୩।୧୨: କୃଷି ଆଇନ ନେଇ ଅନ୍ନଦାତାଙ୍କ ଆନ୍ଦୋଳନ ତୀବ୍ରତର ହେବାରେ ଲାଗିଛି। ପଞ୍ଜାବ ଏବଂ ହରିୟାଣାର ଚାଷୀ ଦିଲ୍ଲୀ ମୁହାଁ ହୋଇଥିବାବେଳେ ସେମାନଙ୍କୁ ଦିଲ୍ଲୀରେ ପ୍ରବେଶ ନ…

ବିବାହ ପୂର୍ବରୁ ମା’ ହୋଇଯାଇଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କୋଙ୍କଣା ସେନ ଶର୍ମା ଆଜି ତାଙ୍କର ୪୧ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନୟ ଜରିଆରେ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା…