ବିଗ୍‌ ବସ୍‌ରୁ ଓହରିଲେ କବିତା କୌଶିକ

ମୁମ୍ବାଇ,୨ା୧୨- ଚଳିତ ବିଗ୍‌ ବସ୍‌ରୁ ଓହରି ଯାଇଛନ୍ତି ଓ୍ବାଇଲ୍ଡ କାର୍ଡ ମାଧ୍ୟମରେ ଏଣ୍ଟ୍ରି କରିଥିବା କବିତା କୌଶିକ। ସେ ମଙ୍ଗଳବାର ଏଭଳି ନିଷ୍ପତ୍ତି ନେଇଥିବା ବେଳେ ଏହି…

ଭିଜିଲାନ୍ସ ଜାଲରେ କୋଟିପତି ମହିଳା କିରାଣି  

ଜଗତ୍‌ସିଂହପୁର ଅଫିସ, ୨ା୧୨-ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଗତ୍‌ସିଂହପୁର ଜିଲା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ (ଜିପିଓ) ସେକ୍ସନ୍‌ ଅଫିସର ସଞ୍ଜୁକ୍ତା ଦାସ। ଭିଜିଲାନ୍ସ ଟିମ୍‌ ବୁଧବାର ତାଙ୍କ ଜଗତ୍‌ସିଂହପୁର ସାତପୁରାସ୍ଥିତ…

ଗଛରେ ପିଟିହେଲା ବାଇକ୍‌: ଚାଲିଗଲା ୨ ଜୀବନ

ତିହିଡ଼ି,୨ା୧୨(ସ୍ବ.ପ୍ର.)-ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗରାଜପୁର ଗ୍ରାମର ପ୍ରସନ୍ନ ମଲିକ(୧୯) ଓ ନାୟକାଣିଡିହୀ ଥାନା ଅନ୍ତର୍ଗତ ଭଞ୍ଜସାହିର ଧର୍ମପଦ ମଲିକ(୧୯)ଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି।…

ଷ୍ଟାଚ୍ୟୁ ଅଫ୍‌ ୟୁନିଟି ଟିକେଟ୍‌ ବିକ୍ରି ଅର୍ଥରୁ ୫ କୋଟି ଟଙ୍କାର ଠକେଇ

ଅହମ୍ମଦାବାଦ,୨ା୧୨- ଷ୍ଟାଚ୍ୟୁ ଅଫ୍‌ ୟୁନିଟି ଟିକେଟ୍‌ ବିକ୍ରି ଅର୍ଥରୁ ୫ କୋଟି ଟଙ୍କାର ଠକେଇ ହୋଇଛି। ଏ ନେଇ ତଦନ୍ତ ଆରମ୍ଭ କରିଛି ସ୍ଥାନୀୟ ପୋଲିସ। ୨୦୧୮…

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୬୦ କରୋନା ଆକ୍ରାନ୍ତ: ମୟୂରଭଞ୍ଜ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨।୧୨(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୬୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜ ଜିଲାରୁ ସର୍ବାଧିକ ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୫୫, ଖୋର୍ଦ୍ଧାରୁ ୫୪,…

ଟି୨୦ ସିରିଜରେ ଇଂଲଣ୍ଡର କ୍ଲିନ୍‌ ସୁଇପ୍‌

କେପ୍‌ଟାଉନ,୨।୧୨: ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌କୁ ୯ ଉଇକେଟରେ ଅତି ସହଜରେ ଜିତି ନେଇଛି ଦକ୍ଷିଣ…

ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ମଦ୍ୟପାନ କରି ଚାଲିଗଲା ୭ ଜୀବନ, ୧୦୦ରୁ ଊର୍ଦ୍ଧ୍ୱ ଗୁରୁତର

କାମ୍ବୋଡିଆ,୨।୧୨- କାମ୍ବୋଡିଆର କାମ୍ପୋଙ୍ଗ ଚେନାଙ୍ଗ ପ୍ରଦେଶରେ ଥିବା ଏକ ଗ୍ରାମରେ ବିଷାକ୍ତ ମଦ ପିଇ ୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ସେହିପରି ୧୩୦ରୁ ଊର୍ଦ୍ଧ୍ୱ ଲୋକ…

ଘରେ ରହି କରନ୍ତୁ ସୁଗାର ଟେଷ୍ଟ l Health Tips | Dharitri Live

ଗୋଟିଏ ସ୍ୱୟଂ ସମ୍ପୂର୍ଣ୍ଣ ମଣିଷ ପାଇଁ ଉତ୍ତମ ସ୍ୱାସ୍ଥ୍ୟ ଟିଏ ଅପରିହାର୍ଯ୍ୟ। ହେଲେ ଆଜିର ଏହି ବ୍ୟସ୍ତ ବହୁଳ ସମୟ ମଧ୍ୟରେ ଆଜି ନିଜ ସ୍ୱାସ୍ଥ୍ୟ ପ୍ରତି…

ନୂଆ କୃଷି ଆଇନକୁ ରଦ୍ଦ ନ କଲେ ଦିଲ୍ଲୀକୁ ବାଟ ଛାଡ଼ିବୁ ନାହିଁ , ଚେତାବନୀ ଦେଲା କୃଷକ ସଂଘ

ନୂଆଦିଲ୍ଲୀ,୨ା୧୨- କୃଷି ଆଇନକୁ ବିରୋଧ କରୁଥିବା ଅନ୍ନଦାତାମାନେ କେନ୍ଦ୍ର ସରକାରଙ୍କୁ ବୁଧବାର ଦେଇଛନ୍ତି ଚେତାବନୀ। ସରକାର ବିଶେଷ ବୈଠକ ଡକାଇ ଏହି ବିବାଦୀୟ ଆଇନକୁ ରଦ୍ଦ କରନ୍ତୁ।…

ଭୋକ ସହି ନ ପାରି ଗଛରେ ଚଢିଗଲେ ଛେଳି ପଲ : ଆଉ ତା ପରେ ଘଟିଲା ଏମିତି

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଦଳେ ଛେଳି ମଧ୍ୟାହ୍ନଭୋଜନ ପାଇଁ ଗଛର ଶୀର୍ଷରେ ଚଢିଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି,…