ବାରାଣସୀରେ ‘ଦେବ ଦୀପାବଳି’ ମନାଇବେ ମୋଦି: ଗଙ୍ଗା ଘାଟରେ ଜଳାଯିବ ୧୧ଲକ୍ଷ ଦୀପ

ବାରାଣସୀ,୩୦।୧୧: ଅଯୋଧ୍ୟାରେ ଦୀପାବଳି ପାଳନ କରାଯିବା ପରେ ଏବେ ଉତ୍ତରପ୍ରଦେଶ ସରକାର ବାରାଣସୀରେ ‘ଦେବ ଦୀପାବଳି’ର ଭବ୍ୟ ଆୟୋଜନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ପାରଳାଖେମୁଣ୍ଡି/ଆର୍‌.ଉଦୟଗିରି,୩୦ା୧୧(ଡି.ଏନ୍‌.ଏ.)-ଗଜପତି ଜିଲା ଅଡ଼ବା ଥାନା ବିରିକୋଟ ଗ୍ରାମ ନିକଟରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ଜୀବନ…

ବଡ ଘୋଷଣା କରିପାରନ୍ତି ରଜନୀକାନ୍ତ

ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରର ପ୍ରସିଦ୍ଧ ଅଭିନେତା ରଜନୀକାନ୍ତ ଅଭିନୟ ଛାଡି ରାଜନୀତିରେ ଯୋଗଦେବେ। ସୋମବାର ତାଙ୍କ କାର୍ଯ୍ୟାଳୟ ଅଧିକାରୀଙ୍କ ସହ ଏକ ବୈଠକ କରି ରାଜନୀତିରେ ପ୍ରବେଶ…

ମୋଦିଙ୍କ ଆଗମନ ପାଇଁ ସଜେଇ ହୋଇଛି ବାରାଣସୀ ଘାଟ

ନୂଆଦିଲ୍ଲୀ,୩୦ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ତାଙ୍କ ନିର୍ବାଚନ ମଣ୍ଡଳୀ ବାରାଣସୀ ଗସ୍ତ କରିବେ । ଦ୍ୱିପ୍ରହର ସମୟରେ ମୋଦି ବାରାଣସୀ ଗସ୍ତ କରିବା ବେଳେ…

ଲଭ୍‌ ଜିହାଦ ନିରୋଧୀ ଆଇନରେ ପ୍ରଥମ ମାମଲା

ଲକ୍ଷ୍ନୌ, ୩୦।୧୧: ଉତ୍ତରପ୍ରଦେଶର ନୂଆ ଧର୍ମାନ୍ତରୀକରଣ ନିରାକରଣ ଆଇନ (ଲଭ୍‌ ଜିହାଦ ନିରୋଧୀ ଆଇନ)ରେ ରାଜ୍ୟ ପୋଲିସ ଶନିବାର ପ୍ରଥମ ମାମଲା ରୁଜୁ କରିଛି। ରାଜ୍ୟପାଳ ଆନନ୍ଦୀବେନ୍‌…

ପ୍ରଧାନମନ୍ତ୍ରୀଙ୍କୁ ସୁରକ୍ଷା ଦେବ ଆଣ୍ଟିଡ୍ରୋନ୍‌ ସିଷ୍ଟମ୍‌

ନୂଆଦିଲ୍ଲୀ, ୩୦।୧୧(ପି.ଟି.): ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆର୍‌ଡିଓ) ଶତ୍ରୁପକ୍ଷର ଡ୍ରୋନ୍‌କୁ ଧ୍ୱଂସ କରିବା ପାଇଁ ଏକ ଆଣ୍ଟିଡ୍ରୋନ୍‌ ପ୍ରଯୁକ୍ତିର ବିକାଶ କରିଛି। ସଶସ୍ତ୍ର ବାହିନୀ…

ଅଷ୍ଟ୍ରେଲିଆକୁ ବଡ ଝଟ୍‌କା

ସିଡନୀ,୩୦।୧୧: ଭାରତ ବିପକ୍ଷ ସୀମିତ ଓଭର ସିରିଜର ଅବଶିଷ୍ଟ ମ୍ୟାଚରୁ ଅଷ୍ଟ୍ରେଲିଆର ବିସ୍ଫୋରକ ଓପନର୍‌ ଡେଭିଡ ୱାର୍ନର ବାଦ୍‌ ପଡିଛନ୍ତି। ରବିବାର ସିଡନୀରେ ଚାଲିଥିବା ଦ୍ୱିତୀୟ ଦିନିକିଆରେ…

୪୦ କୃଷକଙ୍କୁ ହତ୍ୟା

ମାଇଡୁଗୁରି, ୩୦।୧୧: ନାଇଜେରିଆର ବର୍ନୋ ରାଜ୍ୟରେ ଇସ୍‌ଲାମୀୟ ଆତଙ୍କବାଦୀ ସଂଗଠନ ବୋକୋ ହାରାମ ସଦସ୍ୟଙ୍କ ଆକ୍ରମଣରେ ୪୦ ଜଣ କୃଷକ ପ୍ରାଣ ହରାଇଛନ୍ତି। ସେମାନେ ଧାନ ବିଲରେ…

ଘରକୁ ଫେରୁଛନ୍ତି ଜିଲା ବାହାର ଶ୍ରମିକ

ବରଗଡ଼ ଅଫିସ,୩୦ା୧୧:ମହାମାରୀ କରୋନା ସଭିଁଙ୍କ ରୋଜଗାର ଛଡ଼ାଇ ନେଇଛି। ଏଥିରେ ଶ୍ରମଜୀବୀ ଶ୍ରେଣୀର ଲୋକେ ଅଧିକ ପ୍ରଭାବିତ ହୋଇଛନ୍ତି। କରୋନା ସଂକ୍ରମଣ ଆରମ୍ଭ ହେବାଠାରୁ ଶ୍ରମିକଙ୍କ ଦୁର୍ଦ୍ଦଶା…

୧ ନିୟୁତ ଡଲାର ଦେବ ଏସ୍‌ଏଫ୍‌ଜେ

ନୂଆଦିଲ୍ଲୀ, ୩୦।୧୧(ଆଇଏଏନ୍‌ଏସ୍‌): ହଜାର ହଜାର କୃଷକ ଦିଲ୍ଲୀର ତିନୋଟି ଆନ୍ତଃରାଜ୍ୟ ସୀମାରେ ଆନ୍ଦୋଳନ ଚଳାଇଥିବାବେଳେ ବେଆଇନ ପୃଥକବାଦୀ ସଂଗଠନ ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ଗୋଳିଆ ପାଣିରୁ…