ପୁରୀ ଅଫିସ,୩୦ା୧୧: ଦୀର୍ଘ ସାଢ଼େ ୬ମାସ ପରେ ପୁରୀ ସହରର ଦୈନିକ କରୋନା ପଜିଟିଭ ସଂଖ୍ୟା ଶୂନ ରହିଛି। ରବିବାର ପୁରୀ ଜିଲାରୁ ୧୫ଜଣ ନୂଆ ଆକ୍ରାନ୍ତ…
ଯୋଡ଼ା,୩୦।୧୧(ଡି.ଏନ୍.ଏ.) ଚଳିତବର୍ଷ ମାର୍ଚ୍ଚରେ ଶେଷ ହୋଇଥିବା ରାଜ୍ୟର ବିଭିନ୍ନ ଖଣିମଣ୍ଡଳର ୧୭ଟି ଲୁହାପଥର ଖଣି ପାଇଁ ୨୦୧୯ ଶେଷ ଭାଗରେ ନିଲାମ ଡକାଯାଇଥିଲା। ସେଥିମଧ୍ୟରୁ ଯୋଡ଼ା ଖଣିମଣ୍ଡଳରେ…
ଖୋର୍ଦ୍ଧା ଅଫିସ,୩୦ା୧୧:ପବିତ୍ର କାର୍ତ୍ତିକ ମାସକୁ ଧର୍ମ ମାସ ବୋଲି କୁହାଯାଏ। ଓଡ଼ିଆ ପରମ୍ପରା ଅନୁଯାୟୀ ପଞ୍ଚକ ଶେଷଦିନ କାର୍ତ୍ତିକ ପୂର୍ଣ୍ଣମୀରେ ସମୁଦ୍ର ଓ ପୁଷ୍କରିଣୀରେ ଡଙ୍ଗା ଭସାଯିବା…
ପୁରୀ ଅଫିସ,୩୦ା୧୧:ପବିତ୍ର ବୈକୁଣ୍ଠ ଚତୁର୍ଦ୍ଦଶୀ ଅବସରରେ ରବିବାର ଶ୍ରୀମନ୍ଦିର ସିଂହଦ୍ୱାର ଅଞ୍ଚଳ ଭକ୍ତି ସଙ୍ଗୀତରେ ଭିଜିଥିଲା। ପ୍ରବୀଣ ଓ ନବୀନ କଣ୍ଠଶିଳ୍ପୀଙ୍କ ଭାବଭକ୍ତିର ସଙ୍ଗୀତରେ ବିଭୋର ହୋଇଥିଲେ…
ପୁରୀ ଅଫିସ,୩୦ା୧୧:ରତ୍ନଭଣ୍ଡାର ଚାବି ହଜିବାକୁ ନେଇ ଏକଦା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଥିଲା। ରାଜ୍ୟ ସରକାରଙ୍କୁ ଘେରିଥିଲେ ବିରୋଧୀ। ଦାବି ଜୋରଦାର ହେବାରୁ ସରକାର ତଦନ୍ତ କମିଶନ…
ପୁରୀ ଅଫିସ,୩୦ା୧୧:କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ରବିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି। ସୋମବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ରତ୍ନସିଂହାସନରେ ମହାପ୍ରଭୁଙ୍କ ଅତ୍ୟନ୍ତ ମନୋରମ…
ଭୁବନେଶ୍ୱର,୩୦ା୧୧:ପେଟ୍ରୋଲ ଏବଂ ଡିଜେଲ ଦର ଥମୁନାହିଁ। ଗତ ୧୦ ଦିନ ମଧ୍ୟରେ ତେଲ ଦର ୯ ଥର ବୃଦ୍ଧି ପାଇଛି। ଏହାକୁ ନେଇ ଖାଉଟିଙ୍କ ମଧ୍ୟରେ ଗଭୀର…
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ଓଡ଼ିଶା ଲଳିତ କଳା ଏକାଡେମୀର ସର୍ବୋଚ୍ଚ ତଥା ମର୍ଯ୍ୟାଦାଜନକ ସମ୍ମାନ ‘ଧର୍ମପଦ ପୁରସ୍କାର’ ୫ବର୍ଷ ପାଇଁ ୫ଜଣଙ୍କୁ ପ୍ରଦାନ କରାଯାଇଛି। ସେହିଭଳି ୨୫ଜଣ ବୟୋଜ୍ୟେଷ୍ଠ ଶିଳ୍ପୀଙ୍କୁ ‘ଶିଳ୍ପୀ…
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବିଧାନସଭା ଶୀତକାଳୀନ ଅଧିବେଶନରେ ରବିବାର ବ୍ୟୟମଞ୍ଜୁରୀ ବିଲ୍ ଗୃହୀତ ହୋଇଛି। ପୂର୍ବାହ୍ନ ଅଧିବେଶନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ୨୦୨୦-୨୧ ବର୍ଷ ପାଇଁ…
ଭୁବନେଶ୍ୱର: ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟସୂଚୀ ସେପ୍ଟେମ୍ବରରେ ୧୧୮.୧ ପଏଣ୍ଟ ଥିଲା। ଏହା ଅକ୍ଟୋବରରେ ୧୧୯.୫ ପଏଣ୍ଟକୁ ବଢିଛି। ତାଳଚେର, ଅନୁଗୋଳରେ…