କୃଷକଙ୍କୁ ନେଇ ଖଟ୍ଟାର-ଅମରିନ୍ଦର ମୁହାଁମୁହିଁ

ନୂଆଦିଲ୍ଲୀ, ୨୯।୧୧: କେନ୍ଦ୍ରର ନୂଆ କୃଷି ଆଇନ ବିରୋଧରେ କୃଷକମାନଙ୍କ ‘ଦିଲ୍ଲୀ ଚଲୋ’ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚତ୍ଛି। ଆନ୍ଦୋଳନକୁ ନେଇ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟାର…

ରାଉରକେଲାର ୬ ୟୁପିଏଚ୍‌ସିକୁ ଆଇଏସ୍‌ଓ ପ୍ରମାଣପତ୍ର, ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଚଳିତ ବର୍ଷ ସୁନ୍ଦରଗଡ଼ ଜିଲାର ରାଉରକେଲା ମହାନଗର ନିଗମର ୬ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ୟୁପିଏଚ୍‌ସି)କୁ ଆଇଏସ୍‌ଓ ପ୍ରମାଣପତ୍ର ମିଳିଛି। ସେହି ୟୁପିଏଚ୍‌ସିଗୁଡ଼ିକ ହେଲା…

ଆସନ ଭାଗବଣ୍ଟାକୁ ନେଇ ରାହୁଲଙ୍କ ଆଲୋଚନା

କୋଲକାତା, ୨୯ା୧୧: ୨୦୨୧ ଏପ୍ରିଲ-ମେ’ରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ଏବେଠାରୁ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଛି। ଟିଏମ୍‌ସି ଓ ଭାଜପାକୁ କଡ଼ା…

ଏସ୍‌ଆଇଟିର ଖୋଳତାଡ଼: ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ସମ୍ପତ୍ତିର ଗୁମର ଖୋଲିବ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ…

ହିମାଳୟରେ ଚାଇନାର ଏସ୍‌ସିଏସ୍‌ କୌଶଳ

ନୂଆଦିଲ୍ଲୀ, ୨୯।୧୧: ଦକ୍ଷିଣ ଚାଇନା ସାଗର (ଏସ୍‌ସିଏସ୍‌)କୁ ନିଜର ବୋଲି ଦାବି କରି ସେଠାରେ ଆଧିପତ୍ୟ ଜାହିର କରୁଥିବା ବେଜିଂ ଏବେ ହିମାଳୟ ଅଞ୍ଚଳରେ ଅନୁରୂପ କୌଶଳ…

ପରୀ ହତ୍ୟା ମାମଲା: ତଦନ୍ତ କରିବ ଏସ୍‌ଆଇଟି

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀ ହତ୍ୟା ମାମଲାର ତଦନ୍ତ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌(ଏସ୍‌ଆଇଟି) ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଦ୍ୱାରା କରାଯିବ। ହାଇକୋର୍ଟଙ୍କ…

ବର୍ବରତାର ସମସ୍ତ ସୀମା ପାର କଲା ବୋକୋ ହରମ 

ଅବୁଜା,୨୯ ।୧୧: ନାଇଜେରିଆରେ ବୋକୋ ହରମ ଧାନ କ୍ଷେତରେ କାମ କରୁଥିବା ପାଖାପାଖି ୪୩ ଜଣ ମଜୁରିଆଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛି । ଏହାସହ…

କୃଷକ ଆନ୍ଦୋଳନକୁ ନେଇ ଅମିତ ଶାହାଙ୍କ ହସ୍ତକ୍ଷେପକୁ ସ୍ୱାଗତ କଲେ ଅମରିନ୍ଦର

ଚଣ୍ଡିଗଡ଼,୨୯ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୃଷକ ଆନ୍ଦୋଳନ ଉପରେ ହସ୍ତକ୍ଷେପ କରିଥିବାରୁ ଏହାକୁ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି । ସେ…

ଫେବୃୟାରୀ ୨୮ ଯାଏ ଇପିଏଫ୍‌ ସମୟସୀମା ବୃଦ୍ଧି

ଭୁବନେଶ୍ୱର,୨୯ା୧୧: କରୋନା ମହାମାରୀ କାରଣରୁ ଦେଶରେ ଦେଖାଦେଇଥିବା ମାନ୍ଦାବସ୍ଥା ଓ ସଂକ୍ରମଣର ଭୟାବହତାକୁ ଆଖି ଆଗରେ ରଖି ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ଏହି ନିଷ୍ପତ୍ତି…

ଆଦାନୀର ଅଷ୍ଟ୍ରେଲିଆ ପ୍ରକଳ୍ପକୁ ଋଣ ନ ଦେବା ଲାଗି ଏସ୍‌ବିଆଇକୁ ଚେତାବନୀ

ଭୁବନେଶ୍ୱର,୨୯ା୧୧: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)କୁ ଚେତାବନୀ ଦେଇଛି ଆସେଟ୍‌ ମ୍ୟାନେଜମେଣ୍ଟ କମ୍ପାନୀ ‘ଆମୁଣ୍ଡି’। ଏହି ସଂସ୍ଥାର କହିବା କଥା ଯେ, ଅଷ୍ଟ୍ରେଲିଆରେ ଥିବା ଆଦାନୀର କୋଇଲା ଖଣିକୁ…