ରାଜ୍ୟରେ ପୁଣି ଚିହ୍ନଟ ହେଲେ ୭୩୦ କରୋନା ପଜିଟିଭ; ୩୧୬୦୦୧ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୭୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୦୦୧ରେ ପହଞ୍ଚିଛି। ଏ…

ବଳାତ୍କାରୀଙ୍କୁ କରାଯିବ ନପୁଂସକ: କଡ଼ା ଆଇନକୁ ମଞ୍ଜୁରୀ  !

ଇସଲାମାବାଦ୍‌,୨୫।୧୧: ଏବେ ବଳାତ୍କାରୀଙ୍କୁ କଡ଼ା ଦଣ୍ଡ ମିଳିବ। ସେମାନଙ୍କୁ ନପୁଂସକ କରି ଦିଆଯିବ। ଏନେଇ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ନୂଆ ଆଇନକୁ ମଞ୍ଜୁରୀ ଦେଇଛନ୍ତି।…

ଭିଜିଲାନ୍ସ ଜାଲରେ ଓଡ଼ିଶା ବନୀକରଣ ଅତିରିକ୍ତ ପିସିସିଏଫ୍‌

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଅତିରିକ୍ତ ପିସିସିଏଫ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ବନୀକରଣ ଅତିରିକ୍ତ ପିସିସିଏପ୍‌ ଅଭୟକାନ୍ତ ପାଠକଙ୍କ ଘରେ ଭିଜାଲାନ୍ସ…

ରାଜ୍ୟରେ ଦ୍ୱିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ ପ୍ରସ୍ତାବ: କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଓଡ଼ିଶାରେ ଦ୍ୱିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କଚ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ସୁନ୍ଦରଗଡ଼ ଜିଲାରେ ଏମ୍‌ସ…

ଲଭ୍‌ ଜେହାଦ: ଯୋଗୀ ସରକାର ଜାରି କଲେ କଡ଼ା ଅଧ୍ୟାଦେଶ

ଲକ୍ଷ୍ନୌ,୨୫।୧୧: ଲଭ୍‌ ଜେହାଦ୍‌ ନେଇ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର କଡ଼ା ଆଧ୍ୟାଦେଶ ଜାରି କରିଛନ୍ତି। ଏହାକୁ ଅନୁମୋଦନ ଲାଗି ଆଇନ ମନ୍ତ୍ରଣାଳୟ ପାଖକୁ…

ପ୍ରେମିକାଙ୍କ ଡ୍ୟାନ୍ସ ଭିଡିଓ ଦେଖି ଏମିତି ପ୍ରତିକ୍ରିୟା ଦେଲେ ପୃଥ୍ବୀ ଶ’

ଭାରତୀୟ ଦଳର ଯୁବ ବ୍ୟାଟ୍ସ ବ୍ୟାଟ୍ସମ୍ୟାନ୍‌ ପୃଥ୍ବୀ ଶ’ ଏବେ ଅଷ୍ଟ୍ରେଲିଆ ଗସ୍ତରେ ଅଛନ୍ତି। ସେଠାରେ ସେ ଅଭ୍ୟାସ ଆରମ୍ଭ କରିଛନ୍ତି। ମାତ୍ର ୧୮ ବର୍ଷୀୟ ଚମତ୍କାର…

ସାଢେ ୪ ମାସରେ ୨୨ଥର କରୋନା ଟେଷ୍ଟ କରିସାରିଲେଣି ସୌରଭ ଗାଙ୍ଗୁଲି

କୋଲକତା,୨୫।୧୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ଭାରତର ପୂର୍ବତନ ଅଧନାୟକ ସୌରଭ ଗାଙ୍ଗୁଲି ମଧ୍ୟ ଥରେ କି ଦୁଇଥର ନୁହେଁ, ପାଖାପାଖି ୨୨ଥର ନିଜର…

କେବେ ଦିଆଯିବ କରୋନା ଟିକା: ଲୋକଙ୍କ ପାଖକୁ ଏସ୍‌ଏମ୍‌ଏସ୍‌ ପଠାଇବେ ସରକାର

ନୂଆଦିଲ୍ଲୀ,୨୫।୧୧: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ପିଫାଇଜର, ମୋଡେର୍ନା, ଆଷ୍ଟ୍ରାଜେନିକା ଏବଂ ସ୍ପୁଟନିକ୍‌-ଭି ଆଦି ୪ଟି କରୋନା ପ୍ରତିଷେଧକ ଟିକାର କ୍ଲିନିକାଲ…

ହିମ ପାହାଡ଼ ତରଳିଲେ ଭୟଙ୍କର ସଙ୍କଟ

ଓ୍ବାଶିଂଟନ: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ଏବେ ବୈଜ୍ଞାନିକମାନେ ଅନ୍ୟ ଏକ ବିପଦ ମାଡ଼ି ଆସୁଥିବା ସମ୍ପର୍କରେ ଚେତାବନୀ ଦେଇଛନ୍ତି। ଉତ୍ତରମେରୁରେ ହିମ ପାହାଡ଼…

ଇଲେକ୍‌ଟ୍ରିକ୍‌ ମସ୍‌ରୁମ୍‌

ପୁଷ୍ଟିକର ଖାଦ୍ୟ ତାଲିକାରେ ଛତୁ ବା ମସ୍‌ରୁମ୍‌ର ସ୍ଥାନ ସ୍ବତନ୍ତ୍ର। ଭୋଜିଭାତ, ପାର୍ଟି, ଫଙ୍କସନ୍‌ରେ ଖାଇବା ଥାଳିରେ ପ୍ରଥମେ ଖୋଜା ପଡ଼ିଥାଏ ସ୍ବାଦିଷ୍ଠ ଛତୁ ବ୍ୟଞ୍ଜନ। ତେବେ…