ମନ୍ଦିର ପୋଖରୀରେ ମରି ପଡ଼ିଛନ୍ତି ଅସଂଖ୍ୟ ମାଛ

ତାମିଲନାଡୁର ମଦୁରାଇରେ ଅବସ୍ଥିତ ଥିରୁପାନକୁଣ୍ଡ୍ରମ୍‌ ମୁରୁଗନ ମନ୍ଦିର ପୋଖରୀରେ ଅନେକଗୁଡିଏ ମାଛ ମରି ପଡ଼ିଥିବା ଦେଖିବାକୁ ମିଳିଛି। ହେଲେ ଏକାସାଙ୍ଗରେ ଏତେଗୁଡିଏ ମାଛ କିପରି ମଲେ ତାର…

ତିର୍ତ୍ତୋଲ ବ୍ଲକ ଲାଗି କଂଗ୍ରେସ ପ୍ରଚାର କମିଟି ଚୂଡ଼ାନ୍ତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନକୁ ନେଇ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି…

ରାଜଧାନୀରେ ଚୋରା ବନ୍ଧୁକ କାରବାର

ଭୁବନେଶ୍ୱର,୨୬।୯୯(ବ୍ୟୁରୋ): ରାଜଧାନୀରେ ଚାଲିଛି ବନ୍ଧୁକ କାରବାର। ଛତିଶଗଡ଼ ଓ ବିହାରରୁ ଚୋରାରେ ବନ୍ଧୁକ ଆସି ଏଠାରେ ବିକ୍ରି ହେଉଛି। ଏହି ବନ୍ଧୁକରେ ଅପରାଧୀମାନେ ବଡ଼ ବଡ଼ ଅପରାଧ…

କରୋନା ଆକ୍ରାନ୍ତ ଓ୍ବାର୍ଡ ଅଫିସରଙ୍କ ମୃତ୍ୟୁ

ଭୁବନେଶ୍ୱର,୨୬।୯ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ରେ କାର୍ଯ୍ୟରତ ଓ୍ବାର୍ଡ ଅଫିସରଙ୍କ ମୃତ୍ୟୁ ହୋଇଛି। ସେ ୪୫ ନମ୍ବର ୱାର୍ଡରେ ୱାର୍ଡ ଅଫିସର ଭାବେ କାର୍ଯ୍ୟ କରୁଥିଲେ। ଗତ…

ଭୁବନେଶ୍ୱରରେ ବଢ଼ିଲା ୬୦ ଆଇସିୟୁ ଶଯ୍ୟା

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଭୁବନେଶ୍ୱରରେ ଆଉଏକ ନୂଆ କୋଭିଡ୍‌ ହସ୍ପିଟାଲ ହୋଇଛି। ମଞ୍ଚେଶ୍ୱରସ୍ଥିତ ‘ବ୍ଲ୍ୟୁ ହୁଇଲ୍‌ ହସ୍ପିଟାଲ’କୁ କୋଭିଡ୍‌ ହସ୍ପିଟାଲ କରାଯାଇଛି। ଏଥିରେ ୪୦ ଆଇସିୟୁ ଶଯ୍ୟା ଥିବାବେଳେ…

ପୃଥିବୀ ମୁହାଁ ୬୦ ବର୍ଷ ତଳେ ନିଖୋଜ ହୋଇଥିବା ରକେଟ

ଓ୍ବାଶିଂଟନ, ୨୬।୯: ଗତ ୬୦ ବର୍ଷ ତଳେ ୧୯୬୦ରେ ମହାକାଶରେ ନିଖୋଜ ହୋଇଯାଇଥିବା ଏକ ରକେଟ ଏବେ ପୃଥିବୀ ମୁହାଁ ହୋଇଛି। ଏନେଇ ନାସା ପକ୍ଷରୁ ସୂଚନା…

ତିର୍ତ୍ତୋଲ-ପୋଷଳ ମହାନଦୀ ସେତୁ ନିମର୍ମାଣ ହେବ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ତିର୍ତ୍ତୋଲ ଉପନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ତିର୍ତ୍ତୋଲବାସୀଙ୍କୁ ଏକ ଭେଟି ଦେଇଛନ୍ତି। ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ-ପୋଷଳ ଶଙ୍ଖେଶ୍ୱର ରାସ୍ତାର ମହାନଦୀ ଉପରେ ଏକ ଉଚ୍ଚ ସେତୁ…

ଆମ୍ବୁଲାନ୍ସ-ବାଇକ୍‌ ଧକ୍କା: ମା’,ବାପା, ଝିଅ ମୃତ

ଧର୍ମଶାଳା, ୨୬।୯ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଆମ୍ବୁଲାନ୍ସ-ବାଇକ୍‌ ମୁହାଁମୁହିଁ ହେବା…

ଲକ୍‌ଡାଉନ ପରେ ବଢ଼ିଛି ବିଦ୍ୟୁତ୍‌ ରାଜସ୍ବ

ଭୁବନେଶ୍ୱର ୨୬।୯(ବ୍ୟୁରୋ): ଲକ୍‌ଡାଉନ୍‌ ପରେ ବିଦ୍ୟୁତ୍‌ ରାଜସ୍ବ ସଂଗ୍ରହ ବୃଦ୍ଧି ପାଇଛି। ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶୁକ୍ରବାର ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରି ଏହା କହିଛନ୍ତି। ଲକ୍‌ଡାଉନ୍‌…

ବିଜୁ ଛାତ୍ର ଜନତା ଦଳ ରାଜ୍ୟ, ଜିଲା ସଭାପତି ନିଯୁକ୍ତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବିଜୁ ଯୁବ ଜନତା ଦଳ ପରେ ବିଜୁ ଛାତ୍ର ଜନତା ଦଳର ପୁନର୍ଗଠନ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜୁ ଛାତ୍ର…