ନାମକରଣ ପରେ ୪୦ ଦିନର ଶିଶୁ କନ୍ୟାକୁ ନଦୀକୁ ଫିଙ୍ଗିଲା ବାପା

ଥିରୁଭାନନ୍ତପୁରମ, ୨୫।୯: କେରଳର ଥିରୁବଲମ୍‌ର ପଚଲ୍ଲୁର ଅଞ୍ଚଳରେ ଏକ ଚକିତ କଲା ଭଳି ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନାମକରଣ ସଂସ୍କାରର କିଛି ଘଣ୍ଟା…

କାହିଁକି ଧୋନୀଙ୍କୁ ନମସ୍କାର କରିଲେ ଯଶସ୍ୱୀ

ଆଜିର ଏପିସୋଡରେ ଦେଖିବା ଆଇପିଏଲ୍ ସିଜନ-୧୩ରେ ଆଜି ଚେନ୍ନାଇ ସୁପରକିଙ୍ଗସକୁ ଭେଟିବ ଦିଲ୍ଲୀ କ୍ୟାପିଟାଲ୍ସ । କେଉଁ କାରଣ ପାଇଁ ଧୋନୀଙ୍କ ବ୍ୟାଟିଂ ଅର୍ଡରକୁ ନେଇ ପ୍ରଶ୍ନ…

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୫।୯ (ବ୍ୟୁରୋ): ଓଡ଼ିଶାରେ ଶୁକ୍ରବାର ୪ ହଜାର ୩୮୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଗୋଟିଏ ଦିନରେ ରାଜ୍ୟରେ ଏତେ ସଂଖ୍ୟକ କରୋନା…

ଟସ୍‌ ଜିତି ପ୍ରଥମେ ଦିଲ୍ଲୀକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲେ ଧୋନୀ

ଦୁବାଇ, ୨୫।୯: ଆଇପିଏଲ୍‌-୧୩ତମ ସଂସ୍କରଣର ଏକ ମୁକାବିଲାରେ ଶୁକ୍ରବାର ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌…

ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କରୋନା

ଭୁବନେଶ୍ୱର, ୨୫।୯ (ବ୍ୟୁରୋ): ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନା ଆକ୍ରାନ୍ତ ହୋଇଛନ୍ତି। କ୍ରୀଡ଼ାମନ୍ତ୍ରୀ ନିଜେ ଶୁକ୍ରବାର ଟୁଇଟ୍‌ ଯୋଗେ ଏହି…

ଟି୨୦ରେ ୪ ଦେଶରେ ଶତକ ମାରିବାରେ ରାହୁଲ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ

ଦୁବାଇ, ୨୫।୯: ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ମ୍ୟାଚ୍‌ରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ୯୭ ରନର ବୃହତ୍‌ ବ୍ୟବଧାନରେ ବିଜୟ ହାସଲ କରିଥିଲା।…

ରାଜଧାନୀରେ ଚିହ୍ନଟ ହେଲେ ୩୨୬ ନୂଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୫ ।୯: ରାଜଧାନୀ ଭୁବନେଶ୍ୱରରେ ବେଳକୁ ବେଳ ଅଣାୟତ ହୋଇଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଏଠାରେ ୩୨୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ…

ପୁଣିଥରେ ରାମ-ଲଖନଙ୍କୁ ନେଇ ଫିଲ୍ମ ତିଆରି କରିବେ ସୁଭାଷ

ମୁମ୍ବାଇ: ଦୀର୍ଘ ୩୧ ବର୍ଷ ପରେ ପୁଣିଥରେ ରାଭ-ଲଖନ ଯୋଡିଙ୍କୁ ନେଇ ଫିଲ୍ମ ନିର୍ମାଣ କରିବାକୁ ଯାଉଛନ୍ତି ବଲିଉଡ୍‌ର ଜଣାଶୁଣା ନିର୍ଦ୍ଦେଶକ ସୁଭାଷ ଘାଇ । ୩୧…

ସଲମାନଙ୍କୁ ସୁପରଷ୍ଟାର କରିଥିଲା ବାଲାସୁବ୍ରମଣ୍ୟଙ୍କ ଗୀତ

ମୁମ୍ବାଇ: ନିଜର ମଖମଲି ସ୍ୱରରେ ଶ୍ରୋତାଙ୍କ ହୃଦୟରେ ଘର କରିଥିବା ଗାୟକ ଏସ୍‌ପି ବାଲାସୁବ୍ରମଣ୍ୟମଙ୍କର ଶୁକ୍ରବାର ୭୪ ବର୍ଷ ବୟସରେ ପରଲୋକ ହୋଇଛି । ସେ ଅଗଷ୍ଟ…

ତ୍ରିଶତକରୁ ୨ଟି ଛକା ଦୂରରେ ଧୋନୀ

ଦୁବାଇ, ୨୫।୯: ଚଳିତ ଆଇପିଏଲ୍‌ର ୭ମ ମୁକାବିଲାରେ ଶୁକ୍ରବାର ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପର ସାମ୍ନାସାମ୍ନି ହେବେ। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌…