ଆଜିଠୁ ଟ୍ରକ୍‌ ଚଳାଚଳ ବନ୍ଦ ଡାକରା

ଭୁବନେଶ୍ୱର, ୨୩ା୧୧ (ବ୍ୟୁରୋ):ନିର୍ମାଣ କାର୍ଯ୍ୟ ଲାଗି ବାଲି, ଗୋଡ଼ି, ମୋରମ, ପଥର ଇତ୍ୟାଦି ନିର୍ମାଣ ସ୍ଥଳ ପର୍ଯ୍ୟନ୍ତ ପହଞ୍ଚାଇବାରେ ମାଲ ପରିବହନ ଶିଳ୍ପର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।…

ସିବିଏସ୍‌ଇ ଦ୍ୱାଦଶ ପ୍ରାକ୍ଟିକାଲ ପରୀକ୍ଷା ସମ୍ଭାବ୍ୟ ତାରିଖ ଘୋଷଣା

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ):ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦ୍ୱାଦଶ ଶ୍ରେଣୀ ପ୍ରାକ୍ଟିକାଲ ପରୀକ୍ଷା ପାଇଁ ସମ୍ଭାବ୍ୟ ତାରିଖ ଘୋଷଣା କରିଛି। ଏ ନେଇ ରବିବାର ପ୍ରକାଶିତ…

ସ୍କୁଲ୍‌ ବନ୍ଦ ପ୍ରସଙ୍ଗରେ ନୂଆ ଯୁକ୍ତି:‘ମିଶ୍ରଣ ନିଷ୍ପତ୍ତି କେନ୍ଦ୍ରର’

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ କୌଣସି ସ୍କୁଲ ବନ୍ଦ କରାଯାଉନାହିଁ। ଏହାକୁ ନିକଟସ୍ଥ ସ୍କୁଲ ସହ ମିଶ୍ରଣ କରାଯାଉଛି। ଏହି ମିଶ୍ରଣ ନିଷ୍ପତ୍ତି ରାଜ୍ୟ ସରକାରଙ୍କ ନୁହେଁ, ବରଂ କେନ୍ଦ୍ର ସରକାରଙ୍କ…

୧୫ରୁ କମ୍‌ ପିଲା ଥିଲେ ମିଶ୍ରଣ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ) :ବିଧାନସଭାରେ ଲଗାତର ୩ଦିନ ସ୍କୁଲ ବନ୍ଦ ଏବଂ ମିଶ୍ରଣ ପ୍ରସଙ୍ଗରେ ହୋହାଲ୍ଲା ପରେ ରବିବାର ରାଜ୍ୟ ସରକାର ତାଙ୍କର ନିଷ୍ପତ୍ତି ବଦଳାଇଛନ୍ତି। ୨୫ନୁହେଁ ଏଣିକି ୧୫ରୁ…

ଜିଏସ୍‌ଟି ପଞ୍ଜୀକରଣ କଡ଼ାକଡ଼ି କରିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ: ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ପଞ୍ଜୀକରଣ ଧାରାକୁ କଡ଼ାକଡ଼ି କରିବାକୁ ଜିଏସ୍‌ଟି ପରିଷଦର ଆଇନ ସଂକ୍ରାନ୍ତ କମିଟି ପ୍ରସ୍ତାବ ଦେଇଛି। ଜାଲ୍‌ ଇନଭଏସ୍‌ ଦ୍ୱାରା ଠକେଇ…

ଆରପାରିରେ ରାଜ୍ୟପାଳଙ୍କ ଧର୍ମପତ୍ନୀ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ତ୍ରୀ ସୁଶୀଳା ଦେବୀଙ୍କ ପରଲୋକ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ରାଜ୍ୟପାଳ ଏବଂ…

ସିଡ୍‌ନୀ ସିକ୍ସର୍ସକୁ ୨୫ହଜାର ଡଲାର ଜରିମାନା

ସିଡ୍‌ନୀ, ୨୩ା୧୧ (ପି.ଟି.)-କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ରବିବାର ମହିଳା ବିଗ୍‌ ବାଶ୍‌‌ ଟିମ୍‌ ସିଡ୍‌ନୀ ସିକ୍ସର୍ସକୁ ୨୫,୦୦୦ ଆମେରିକୀୟ ଡଲାର ଜରିମାନା କରିଛି। ଏହି ଟିମ୍‌ ଟୁର୍ନାମେଣ୍ଟ…

୫୦ ହଜାର କୋଟି ନିବେଶ କଲେଣି ବିଦେଶୀ ନିବେଶକ

ନୂଆଦିଲ୍ଲୀ: କରୋନା ଟିକା ସଫଳ ହେଉଥିବା ଖବର ଭାରତୀୟ ପୁଞ୍ଜି ବଜାର ଉପରେ ଭଲ ପ୍ରଭାବ ପକାଇଛି। ଫଳରେ ନଭେମ୍ବର ମାସ ଅଦ୍ୟାବଧି ଦେଶର ପୁଞ୍ଜି ବଜାରରେ…

ଅଷ୍ଟ୍ରେଲିଆନ ଓପନ ତାରିଖ ଦୁଇ ସପ୍ତାହରେ ସ୍ପଷ୍ଟ ହେବ

ମେଲବୋର୍ନ, ୨୩ା୧୧ (ଏପି)-ଆସନ୍ତାବର୍ଷ ମେଲବୋର୍ନରେ ଅଷ୍ଟ୍ରଲିଆନ ଓପନ କେବେ ହେବ ତାହା ଦୁଇ ସପ୍ତାହ ମଧ୍ୟରେ ସ୍ପଷ୍ଟ ହୋଇଯିବ। ଟେନିସ ଅଷ୍ଟ୍ରେଲିଆର ମୁଖ୍ୟ କାର୍ଯ୍ୟନିର୍ବାହୀ କ୍ରେଗ୍‌ ଟିଲେ…

ଏହି ରୋଗ ଆଶଙ୍କା ଦୂର କରେ ସାଇକେଲ ଚାଳନା

ଆଜିକାଲି ଗାଡ଼ିମୋଟର ସଂଖ୍ୟା ବୃଦ୍ଧି ପାଉଥିବାରୁ ଲୋକେ ସାଇକେଲ ଚଳାଇବା ଏକପ୍ରକାର ଭୁଲିଗଲେଣି। ମାତ୍ର ସାଇକେଲ ଚାଳନା ସ୍ବାସ୍ଥ୍ୟ ପକ୍ଷେ ଅତ୍ୟନ୍ତ ଲାଭଦାୟକ ବୋଲି ଏକ ଗବେଷଣାରୁ…