ଶ୍ରମିକଙ୍କୁ ବାଟଖର୍ଚ୍ଚ ଦେବେ ନିଯୁକ୍ତିଦାତା

ନୂଆଦିଲ୍ଲୀ, ୨୨ା୧୧: ପ୍ରବାସୀ ଶ୍ରମିକଙ୍କ କଲ୍ୟାଣ ଓ ପରିବାର ପ୍ରତି ସେମାନଙ୍କ କର୍ତ୍ତବ୍ୟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଶ୍ରମ ନିୟମାବଳୀରେ କେତେକ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି।…

ଆଇନ ଊର୍ଦ୍ଧ୍ୱରେ ଆଜୀବନ ରାଷ୍ଟ୍ରପତି

ମସ୍କୋ,୨୨ା୧୧:୬୮ ବର୍ଷୀୟ ରୁଷୀୟ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୨୦୦୦ ମସିହାରୁ କ୍ଷମତାର ଶୀର୍ଷରେ ରହିଛନ୍ତି। କେତେବେଳେ ପ୍ରଧାନମନ୍ତ୍ରୀ ତ ପୁଣି କେବେ ରାଷ୍ଟ୍ରପତି ପଦ ଅଳଙ୍କୃତ କରି…

ଲଡୁଗାଁରେ ଖରିଫ ମଣ୍ଡି ଉଦ୍‌ଘାଟିତ

କୋକସରା,୨୨।୧୧(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁରେ ମଣ୍ଡି ଶୁଭାରମ୍ଭ ହୋଇଛି । ଲଡୁଗାଁ ନିୟନ୍ତ୍ରଣ ବଜାର କମିଟି ପ୍ରାଙ୍ଗଣରେ ଚାଷୀ କମିଟି ସଦସ୍ୟ, ପ୍ୟାକ୍ସ କର୍ମଚାରୀ,…

୩୦% ବଢ଼ିଛିି ଖାଇବା ତେଲ ଦର

ନୂଆଦିଲ୍ଲୀ,୨୨।୧୧: ଉତ୍ପାଦନକାରୀ ରାଷ୍ଟ୍ରରେ ଶ୍ରମଶକ୍ତିର ଅଭାବ ଓ ଆମଦାନୀ କାରଣରୁ ଭାରତରେ କ୍ରମାଗତ ଭାବେ ଖାଇବା ତେଲର ଦର ବୃଦ୍ଧି ପାଇବାରେ ଲାଗିଛି। କରୋନା ମହାମାରୀ ଯୋଗୁ…

ଜି-୨୦ ସମିଟ୍‌: ନୂଆ ବିଶ୍ୱ ସୂଚକାଙ୍କ ପ୍ରସ୍ତାବ ଦେଲେ ମୋଦି

ନୂଆଦିଲ୍ଲୀ, ୨୨।୧୧: ସାଉଦି ଆରବ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୫ତମ ଜି୨୦ ସମିଟ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗଦେଇଛନ୍ତି। ‘ସମସ୍ତଙ୍କ ପାଇଁ ଏକବିଂଶ…

ଟେମରାଠାରେ ପଞ୍ଚାୟତସ୍ତରୀୟ କଳାକାର ସମ୍ମିଳନୀ

କୋକସରା,୨୨।୧୧ (ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରାଠାରେ ପଞ୍ଚାୟତସ୍ତରୀୟ କଳାକାର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆବାହକ ଶମ୍ଭୁ ଶଙ୍କର ମାଝି ଓ ନିବେଦକ ରାଜେନ୍ଦ୍ର ନାଏକଙ୍କ ନେତୃତ୍ୱରେ…

ଦିଲ୍ଲୀ ହାଫ୍‌ ମାରାଥନ: କୋସ୍‌ଗେଇ, ୟେଶାନେ ଭାଗନେବେ

ନୂଆଦିଲ୍ଲୀ, ୨୨ା୧୧ (ପି.ଟି.)-ଏୟାରଟେଲ ଦିଲ୍ଲୀ ହାଫ୍‌ ମାରାଥନରେ ବିଶ୍ୱରେକର୍ଡ କରିଥିବା ବ୍ରିଗିଡ୍‌ କୋସ୍‌ଗେଇ ଏବଂ ଆବାବେଲ୍‌ ୟେଶାନେ ଅଂଶଗ୍ରହଣ କରିବେ। ଶନିବାର ଆୟୋଜକଙ୍କ ତରଫରୁ ଏ ବିଷୟରେ…

ସବୁ ଟଙ୍କା ନ ଦେଲେ ସୁବ୍ରତଙ୍କ ଅଡ଼ୁଆ ବଢ଼ିବ

ମୁମ୍ବାଇ,୨୨।୧୧: ସାହାରା ମୁଖ୍ୟ ସୁବ୍ରତ ରୟଙ୍କ ପାଇଁ ପୁଣିଥରେ ଅଡୁଆ ବଢିପାରେ ବୋଲି ସୂଚନା ମିଳିଛି। ସୁରକ୍ଷା ଏବଂ ବିନିମୟ ବୋର୍ଡ ପକ୍ଷରୁ ସୁପ୍ରିମକୋର୍ଟରେ ତାଙ୍କ ବିରୋଧରେ…

ଆଇପିଏଲ୍‌ ପ୍ରଦର୍ଶନ ଯୋଗୁ ଚାପ ହଟିଛି: ଶାମି

ସିଡ୍‌ନୀ, ୨୨ା୧୧ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଭଲ ପ୍ରଦର୍ଶନ କରିଥିବାରୁ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ପାଇଁ ସେ ଚାପରେ ନ ଥିବା କହିଛନ୍ତି…

ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ଆୟୋଜନ କରିବାକୁ ପାକିସ୍ତାନ ପ୍ରସ୍ତୁତ

ଇସ୍‌ଲାମାବାଦ୍‌,୨୨।୧୧(ଏପି): ପାଖାପାଖି ଏକ ଦଶନ୍ଧି ପରେ ପାକିସ୍ତାନରେ କ୍ରିକେଟ ମ୍ୟାଚ୍‌ ତଥା ସିରିଜ ଆୟୋଜନ ନେଇ ରାସ୍ତା ଖୋଲିଛି। ୨୦୦୯ରେ ଆତଙ୍କବାଦୀ ଘଟଣା ପରେ କ୍ରିକେଟ ଖେଳୁଥିବା…