ଝୋଲାଛାପ୍‌ ୱେବ୍‌ ସିରିଜ୍‌ରେ ଗ୍ରାମୀଣ ସ୍ବାସ୍ଥ୍ୟସେବାର ନିଛକ ଚିତ୍ର

ବଲାଙ୍ଗୀର ଅଫିସ, ୨୦ା୧୧ ବଲାଙ୍ଗୀର ଜନ୍ମିତ ବଲିଡଡ୍‌ ଚଳଚ୍ଚିତ୍ର ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଗୁରୁବାର ସ୍ଥାନୀୟ ସାମ୍ବାଦିକ ଭବନରେ ଏକ ଖବରଦାତା ସମ୍ମିଳନୀରେ ମୁକ୍ତିଲାଭ କରିବାକୁ ଥିବା…

ପିଓକେରେ ଭାରତର ଷ୍ଟ୍ରାଇକ ଖବରକୁ ଖଣ୍ଡନ କଲା ସେନା

ନୂଆଦିଲ୍ଲୀ,୧୯ା୧୧-ଭାରତୀୟ ସେନା ଗୁରୁବାର ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)ରେ ‘ପିନ୍‌ପଏଣ୍ଟ ଷ୍ଟ୍ରାଇକ୍‌’ କରିଛି ବୋଲି କେତେକ ଜାତୀୟ ଗଣମାଧ୍ୟମରେ ମିଛ ରିପୋର୍ଟ ପ୍ରକାଶ ପାଇଛି। ନିୟନ୍ତ୍ରଣରେଖା (ଏଲ୍‌ଓସି) ସେପଟେ…

ହେଲମେଟ୍‌ ନ ପିନ୍ଧି ଗାଡି ଚଳାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)-ଟ୍ରାଫିକ ନିୟମ କଡାକଡି ସତ୍ତ୍ୱେ ରାଜ୍ୟରେ ବଢି ଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ। ଏଥିରୁ ଅଧିକାଂଶ ମୃତ୍ୟୁ ବାଇକ ଆରୋହୀଙ୍କର ଘଟୁଛି। ସେଥିମଧ୍ୟରୁ ଅଧିକାଂଶ ହେଲମେଟ୍‌ ପିନ୍ଧିନଥିବାରୁ…

କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡାଙ୍କୁ କରୋନା

ନୂଆଦିଲ୍ଲୀ,୧୯।୧୧-କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ଗୁରୁବାର ଗୌଡା ନିଜେ ଟୁଇଟ କରି ସୂଚନା…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୦୧୯ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୧୦୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୪୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୦୨, ଖୋର୍ଦ୍ଧାରୁ ୯୫, ଅନୁଗୋଳରୁ…

ପିଓକେରେ ଆକ୍ରମଣ କଲା ଭାରତ

ନୂଆଦିଲ୍ଲୀ,୧୯।୧୧-ଭାରତୀୟ ସେନା ଗୁରୁବାର ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)ରେ ‘ପିନ୍‌ପଏଣ୍ଟ ଷ୍ଟ୍ରାଇକ୍‌’ କରିଛି। ନିୟନ୍ତ୍ରଣରେଖା (ଏଲ୍‌ଓସି) ସେପଟେ ଥିବା ଆତଙ୍କବାଦୀମାନଙ୍କୁ ପାକିସ୍ତାନୀ ସେନା ଭାରତକୁ ଅନୁପ୍ରବେଶ କରାଇବା ପାଇଁ…

ଜଳିଗଲା ଲକ୍ଷାଧିକ ଟଙ୍କା ମୂଲ୍ୟର ପିଭିସି ପାଇପ

ରାଉରକେଲା ଅଫିସ,୧୯ା୧୧-ରାଉରକେଲା ଉଦିତନଗର ପରେଡ ପଡିଆରେ ଗୁରୁବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କା ମୂଲ୍ୟର ପିଭିସି ପାଇପ ଜଳିପୋଡି ପାଉଁଶ ହୋଇଯାଇଛି। ଓଡ଼ିଶା ଅଗ୍ନିଶମ ଓ ଆର୍‌ଏସ୍‌ପିର…

ହାତୀ ଆକ୍ରମଣରେ ଚାଲିଗଲା ୨ ଜଣଙ୍କ ଜୀବନ

ରାଉରକେଲା ଅଫିସ,୧୯ା୧୧-ସୁନ୍ଦରଗଡ ଜିଲା ଲାଠିକଟା ବ୍ଲକ ଅଞ୍ଚଳରେ ଗୁରୁବାର ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗାନ୍ଧରୁ ଓରାମ(୭୫) ଓ କାର୍ତ୍ତିକ ଭୂମିଜ(୬୫)। ସକାଳୁ…

ଅଭିନେତା ନିଖିଲ ଦ୍ୱିବେଦୀ କରୋନାରେ ଆକ୍ରାନ୍ତ

ମୁମ୍ବାଇ,୧୯।୧୧-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଅଭିନେତା ତଥା ପ୍ରଯୋଜକ ନିଖିଲ ଦ୍ୱିବେଦୀ। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ ଆଇସୋଲେଶନରେ ରହିଛନ୍ତି। ତେବେ…