ହିମାଚଳପ୍ରଦେଶରେ ନିଜ ପିଲାଙ୍କ ସହ ଛୁଟି କାଟୁଛନ୍ତି ଏହି ଲୋକପ୍ରିୟ ଅଭିନେତ୍ରୀ

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ରବୀନା ଟଣ୍ଡନ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ବର୍ତ୍ତମାନ ରବୀନା ନିଜ ଇନଷ୍ଟାଗ୍ରାମରେ କିଛି ଫଟୋ ଶେୟାର କରିଛନ୍ତି। ଫଟୋରେ ହିମାଚଳପ୍ରଦେଶର…

ସୁଧ ଛାଡ଼ ପିଟିଶନର ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମୋରାଟୋରିୟମ ବେଳେ ସୁଧ ଛାଡ଼ କରିବା ନେଇ ଅନେକ ପିଟିଶନ ସୁପ୍ରିମକୋର୍ଟରେ ପଡି ରହିଛି। ଚଳିତ ମାସ ୧୯ ତାରିଖଠାରୁ ଏହି ପିଟିଶନ ଉପରେ ସୁପ୍ରିମକୋର୍ଟ…

ଏଲନ୍‌ ମସ୍କ ବିଶ୍ୱର ତୃତୀୟ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ: ସ୍ପେସ୍‌ ଏକ୍ସ ଏବଂ ଟେସ୍‌ଲାର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ତୃତୀୟ ଧନୀ ବ୍ୟକ୍ତି ସ୍ଥାନ ହାସଲ କରିଛନ୍ତି। ତାଙ୍କର ମୋଟ ସମ୍ପତ୍ତି ୧୧୦ ବିଲିୟନ…

ଭାରତ ବିପକ୍ଷ ଇଂଲଣ୍ଡର ଘରୋଇ ଟେଷ୍ଟ ସିରିଜରେ ଦର୍ଶକ ସାମିଲ ହେବେ

ଲଣ୍ଡନ,୧୯।୧୧(ପି.ଟି.): ୨୦୨୧ରେ ଏକ ୫ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପାଇଁ ଭାରତ ଇଂଲଣ୍ଡ ଗସ୍ତ କରିବ। ଏହି ଗସ୍ତରେ ଦର୍ଶକ ସାମିଲ ହେବାର ଯଥେଷ୍ଟ ସମ୍ଭାବାନା…

ଇଣ୍ଟେଲର ପାଓ୍ବାର ମ୍ୟାନେଜମେଣ୍ଟ ଚିପ୍‌ କାରବାର କିଣିଲା ମିଡିଆଟେକ୍‌

ନୂଆଦିଲ୍ଲୀ: ଇଣ୍ଟେଲର ପାଓ୍ବାର ମ୍ୟାନେଜମେଣ୍ଟ ଚିପ୍‌ କାରବାରକୁ ତାଇଓ୍ବାନ ଭିତ୍ତିକ କମ୍ପାନୀ ମିଡିଆଟେକ୍‌ କ୍ରୟ କରିଛି। ମିଡିଆଟେକ୍‌ର ସହଯୋଗୀ କମ୍ପାନୀ ରିଚ୍‌ଟେକ୍‌ ଦ୍ୱାରା ଏହି କାରବାର ହୋଇଛି।…

୧୬ ବର୍ଷ ପରେ ପାକିସ୍ତାନ ଗସ୍ତ କରିବ ଇଂଲଣ୍ଡ

କରାଚୀ,୧୯।୧୧(ପି.ଟି.): ଦୀର୍ଘ ୧୬ ବର୍ଷ ପରେ ଇଂଲଣ୍ଡ କ୍ରିକେଟ ଦଳ ପାକିସ୍ତାନ ଗସ୍ତ କରିବ। ଦୁଇ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ ଖେଳିବାକୁ ଉଭୟ ଦେଶର କ୍ରିକେଟ ବୋର୍ଡ…

୧୧ କିଲୋ ଓଜନ କମାଇଲେ କମେଡି କିଙ୍ଗ କପିଲ

ନିଜର ଫିଟନେସକୁ ନେଇ ଖୁବ୍‌ ସଚେତନ ଲୋକପ୍ରିୟ କମେଡି କିଙ୍ଗ କପିଲ ଶର୍ମା । ବର୍ତ୍ତମାନ କପିଲ ପାଖାପାଖି ୧୧ କିଲୋ ଓଜନ କମାଇଛନ୍ତି। ଲକଡାଉନ ସମୟରେ…

ସ୍ବାସ୍ଥ୍ୟ କର୍ମୀ, ଗର୍ଭବତୀ ମହିଳା, ବରିଷ୍ଠ ନାଗରିକଙ୍କୁ ପ୍ରଥମେ ମିଳିବ ଟୀକା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ)-କରୋନା ମୁକାବିଲା ପାଇଁ ବିଭିନ୍ନ ଟୀକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ନିକଟରେ ଟୀକାମିଳିବାର ଆଶା ଉଜ୍ୱଳ ହୋଇଛି। ଟୀକା ପ୍ରଦାନ ସମୟରେ ସ୍ବାସ୍ଥ୍ୟ କର୍ମୀ…

ଡ୍ରଗ୍ସ ଲିଙ୍କ୍‌ରେ ବିଏମ୍‌ସି କର୍ମଚାରୀ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ) : ରାଜଧାନୀରେ ବେଧଡ଼କ ଭାବେ ଚାଲିଥିବା ଡ୍ରଗ୍ସ କାରବାରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କର୍ମଚାରୀ। ଲିଙ୍ଗରାଜ ଥାନା ପୋଲିସ ପୁରୁଣା ଭୁବନେଶ୍ୱରିରେ ଚଢ଼ାଉ କରି…