୫୧୮୮ ଅମାନିଆ ଗଣିଲେ ତଣ୍ଡ, ୨୧ ଦୋକାନ ସିଲ୍‌

ଭୁବନେଶ୍ୱର,୧୮।୯ (ବ୍ୟୁରୋ): ଦ୍ୱୈତନଗରୀରେ କରୋନା ବେକାବୁ ପରିସ୍ଥିତିକୁ ଚାଲିଯାଉଥିବାରୁ ମୁଖ୍ୟମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତେଣୁ କୋଭିଡ୍‌ ନିୟମ ଓ କଟକଣାକୁ କଡାକଡି ପାଳନ କରିବାକୁ ଡିଜିପି…

କରୋନାରେ ନବନିର୍ବାଚିତ ଏମ୍‌ପିଙ୍କ ପରଲୋକ

ନୂଆଦିଲ୍ଲୀ,୧୮।୯: ରାଜ୍ୟ ସଭାର ନବନିର୍ବଚିତ ସଦସ୍ୟ ଅଶୋକ ଗସ୍ତିଙ୍କ କରୋନାରେ ଦେହାନ୍ତ ଘଟିଛି। ମୃତ୍ୟୁବେଳକୁ ତାଙ୍କର ବୟସ ୫୫ ବର୍ଷ ଥିଲା। ସେପ୍ଟେମ୍ବର ୨ରେ କରୋନା ଆକ୍ରାନ୍ତ…

୪ଫୁଟ ଉଚ୍ଚ ମୂର୍ତ୍ତି ନିର୍ମାଣ ପାଇଁ ୯୩ ପ୍ରତିଶତ ପୂଜା କମିଟି ରାଜି

କଟକ ଅଫିସ୍‌,୧୮ା୯: ଦଶହରା ପାଇଁ ଦେବୀଙ୍କ ମୃଣ୍ମୟ ମୂର୍ତ୍ତି ଉଚ୍ଚତାକୁ ନେଇ ହାଇକୋର୍ଟରେ ହୋଇଥିବା ମାମଲାକୁ ଆଧାର କରି ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀ ଗୁରୁବାର…

ପ୍ରୋଷ୍ଟେଟ୍‌ ସମସ୍ୟାରେ ପୀଡ଼ିତ ୬୫% ପୁରୁଷ: ଲୁଚାଇଲେ ହୋଇପାରେ ଘାତକ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଭାରତୀୟଙ୍କ ମଧ୍ୟରେ ବୃଦ୍ଧିପାଉଛି ବିନାଇନ୍‌ ପ୍ରୋଷ୍ଟାଟିକ୍‌ ହାଇପର୍‌ପ୍ଲାସିଆ(ବିପିଏଚ୍‌) ଜନିତ ସମସ୍ୟା। ମୂତ୍ରାଶୟର ବାହ୍ୟପଥରେ ବାଧା ସୃଷ୍ଟି କରୁଥିବା ବିପିଏଚ୍‌ ପ୍ରୋଷ୍ଟେଟ୍‌ ଏକ ବୟସ ସମ୍ବନ୍ଧିତ ରୋଗ…

ତେଲଙ୍ଗାନା ଏନ୍‌ଟିପିସି ନେଲା ଓଡ଼ିଶା କୋଇଲା ଖଣି

ଭୁବନେଶ୍ୱର,୧୮ା୯(ବ୍ୟୁରୋ): କେନ୍ଦ୍ର ସରକାର ଓଡିଶାର ମନ୍ଦାକିନୀ-ବି କୋଇଲା ଖଣିକୁ ତେଲଙ୍ଗାନାର ଏନ୍‌ଟିପିସିକୁ ପ୍ରଦାନ କରିଛନ୍ତି। ତେଲଙ୍ଗାନାର ରାମଗୁଣ୍ଡମ୍‌ ଠାରେ ଥିବା ଏନ୍‌ଟିପିସିର ୪ ହଜାର ମେଗାଓ୍ବାଟ୍‌ ବିଦ୍ୟୁତ୍‌…

ସଂସଦରେ ପର୍ନ ଦେଖୁଥିବାବେଳେ ଧରାପଡିଲେ ଏମ୍‌ପି

ବ୍ୟାଙ୍କ୍‌କ,୧୮।୯: ଥାଇଲାଣ୍ଡର ସଂସଦରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଗୁରୁବାର ଏଠାରେ ବଜେଟ ଉପସ୍ଥାପନ କରାଯାଇଥିଲା। ଏହି ସମୟ ମଧ୍ୟରେ ଜଣେ ଏମ୍‌ପି ମୋବାଇଲରେ ପର୍ନ ଫଟୋ…

ଟିଭିଏସ୍‌କୁ ଲକ୍ଷେ ମାସ୍କ ଦେଲା ଦକ୍ଷିଣ କୋରିଆ

ନୂଆଦିଲ୍ଲୀ : ଦକ୍ଷିଣ କୋରିଆର ଅଙ୍ଗୁକ ଜେନ ସେଣ୍ଟର ପକ୍ଷରୁ ଟିଭିଏସ୍‌ ମୋଟର କମ୍ପାନୀକୁ ୧ଲକ୍ଷ ମାସ୍କ ପ୍ରଦାନ କରାଯାଇଛି। ଏହି ମାସ୍କ ଭାରତରେ ମାଗଣା ବଣ୍ଟନ…

ହର୍‌ସିମରତ୍‌ଙ୍କ ସ୍ଥାନ ନେଲେ ତୋମାର

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ପରାମର୍ଶ କରିବା ପରେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ କ୍ୟାବିନେଟ୍‌ ମନ୍ତ୍ରୀ ହରସିମରତ୍‌ କୌରଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ଫଳରେ…

ଓ୍ବାଲ୍‌ମାର୍ଟ ପକ୍ଷରୁ କ୍ଷୁଦ୍ରଚାଷୀଙ୍କୁ ସହାୟତା

ନୂଆଦିଲ୍ଲୀ: ଭାରତ କୋଭିଡ୍‌ ମହାମାରୀ କାରଣରୁ ଅନେକ ସମସ୍ୟା ସାମ୍ନା କରୁଛି। ଏହି ମହାମାରୀ ସମୟରେ ଦେଶର କ୍ଷୁଦ୍ରଚାଷୀମାନଙ୍କର ବିକାଶ ଲାଗି ଓ୍ବାଲ୍‌ମାର୍ଟ ଫାଉଣ୍ଡେଶନ ପକ୍ଷରୁ ୨ଟି…

ଜମାକାରୀଙ୍କ ସୁରକ୍ଷା ଲାଗି ଆର୍‌ବିଆଇ ଅଧୀନରେ ସମବାୟ ବ୍ୟାଙ୍କ:ସୀତାରାମନ

ନୂଆଦିଲ୍ଲୀ : ସମବାୟ ବ୍ୟାଙ୍କ ଜମାକାରୀଙ୍କ ସ୍ବାର୍ଥକୁ ସରକାର ପ୍ରାଥମିକତା ଦେଉଛନ୍ତି। ଏହାକୁ ଧ୍ୟାନରେ ରଖି ସମବାୟ ବ୍ୟାଙ୍କଗୁଡିକର ପରିଚାଳନାକୁ ରିଜର୍ଭ ବ୍ୟାଙ୍କ ପରିସରକୁ ଅଣାଯାଉଥିବା ବ୍ୟାଙ୍କିଙ୍ଗ୍‌…