୧୨ ବର୍ଷ ପୂର୍ବରୁ ଅପହରଣ ଓ ହତ୍ୟାର ଶିକାର ହୋଇଥିବା ଯୁବତୀ ଜୀବନ୍ତ ଫେରିଲେ!

ଜାଲୌନ,୧୭ ।୯: ଉତ୍ତର ପ୍ରଦେଶର ଜାଲୌନରେ ୧୨ ବର୍ଷ ପୂର୍ବେ ଜଣେ ଯୁବତୀଙ୍କୁ ଅପହରଣ କରାଯାଇ ହତ୍ୟା କରାଯାଇଥିବା ଖବର ଆସିଥିଲା ଚର୍ଚ୍ଚାକୁ । ଏବେ କିନ୍ତୁ…

ନିଜର ଅନ୍‌ସ୍କ୍ରିନ୍‌ ମାତାପିତାଙ୍କୁ ହୃଦୟ ଦେଇ ବସିଥିଲେ ଏସବୁ କଳାକାର: କେହି ମା’ଙ୍କୁ କରିଛନ୍ତି ବିବାହ ତ କେହି ଶାଶୁଙ୍କୁ କରିଛନ୍ତି ଡେଟ୍‌

ବମ୍ବେ: ପରଦା ଉପର ଜୀବନ ଆଉ ବ୍ୟକ୍ତିଗତ ଜୀବନ ମଧ୍ୟରେ ବେଶ୍‌ ତଫାତ। ସେଥିପାଇଁ ତ ପରଦା ଉପରେ ମା’ପୁଅ ସମ୍ପର୍କ ଦେଖାଇ ଆସିଥିବା କିଛି କଳାକାର…

କରୋନା ସଙ୍କଟରେ ଦେଶକୁ ଫେରିଛନ୍ତି ୧୪ ଲକ୍ଷରୁ ଅଧିକ ଭାରତୀୟ

ନୂଆଦିଲ୍ଲୀ, ୧୭।୯: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବା ସମୟରେ ୧୪ ଲକ୍ଷରୁ ଅଧିକ ଭାରତୀୟ ସ୍ବଦେଶ ଫେରିଛନ୍ତି। ଗୁରୁବାର ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି.ମୂରଲୀଧରନ ଏସମ୍ପର୍କରେ…

ଜେଲ୍‌ କଲୋନୀ ଡିଆଇଜିଙ୍କ ଘରୁ ନାଗ ଉଦ୍ଧାର

ଚୌଦ୍ୱାର,୧୭ା୯(ଡି.ଏନ୍‌.ଏ.): ଚୌଦ୍ୱାର ସର୍କଲ ଜେଲ କଲୋନୀ ଡିଆଇଜି କ୍ୱାର୍ଟର୍ସ ପରିସରରୁ ଏକ ୪ ଫୁଟ ଲମ୍ବର ନାଗସାପ ବୁଧବାର ରାତିରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ ରାତିରେ…

ବିଡିଓଙ୍କୁ ୭ ଦଫା ଦାବିପତ୍ର ପ୍ରଦାନ କଲେ ୫୦୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଚିତ୍ରକୋଣ୍ଡା,୧୭ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳର ୭ଟି ପଞ୍ଚାୟତ ଦୋରାଗୁଡ଼ା, ନୂଆଗୁଡ଼ା, ଗୁଣ୍ଠାଓ୍ବାର୍ଡl, କପାତୁଟି, କୁରୁମାନୁର, ପାପୁଲୁର ଓ ଟନେଲକ୍ୟାମ୍ପ ପଞ୍ଚାୟତର ୫୦୦ରୁ…

ଗୋଟିଏ ଭୁଲ ନିଷ୍ପତ୍ତି ଯୋଗୁ ବରବାଦ ହୋଇଥିଲା କ୍ୟାରିୟର, ଏବେ ବିଗ୍‌ବସ୍‌ରେ ନଜର ଆସିବେ ‘ଗୋପି ବହୁ’

ବମ୍ବେ: ପୁଣିଥରେ ଟେଲି ପରଦାକୁ ଫେରୁଛନ୍ତି ଲୋକପ୍ରିୟ ଅଭିନେତ୍ରୀ ଜିୟା ମାନେକ। ଷ୍ଟାରପ୍ଲସରେ ପ୍ରସାରିତ ‘ସାଥ ନିଭାନା ସାଥିୟା’ରେ ମୁଖ୍ୟ ଅଭିନେତ୍ରୀ ଭାବେ ସେ ନଜର ଆସୁଥିଲେ।…

ଏହି ଦେଶରେ ନାହିଁ ଛାଡ଼ପତ୍ର ଆଇନ !

ମାନିଲା, ୧୭।୯: ଦାମ୍ପତ୍ୟ ଜୀବନରେ ବେଳେବେଳେ କେତେକ ସମସ୍ୟା ଯୋଗୁ ସ୍ତ୍ରୀ-ସ୍ବାମୀ ଅଲଗା ରହିବାକୁ ବାଧ୍ୟ ହୋଇଥାନ୍ତି। ବୈବାହିକ ଜୀବନରେ ଏହାଦ୍ୱାରା ପ୍ରଭାବ ପଡ଼ିଥାଏ। ଆଇନ ବ୍ୟବସ୍ଥାରେ…

ବରଗଡ଼ ପୋଲିସକୁ ବଡ଼ ସଫଳତା: ଧରାପଡ଼ିଲେ ଲୁଟେରା ଗ୍ୟାଙ୍ଗ

ବରଗଡ଼ ଅଫିସ,୧୭ା୯: ବରଗଡ଼ ସହର ସମେତ ଜିଲାର ବିଭିନ୍ନ ସ୍ଥାନରେ ଗତ କିଛିଦିନ ହେଲା ଚୋରି, ଲୁଟ୍‌ କରି ଆତଙ୍କ ସୃଷ୍ଟି କରିଥିବା ଏକ ଗ୍ୟାଙ୍ଗକୁ ପୋଲିସ…

କରୋନାକୁ ହରାଇଲେ ୧୦୦ ବର୍ଷୀୟା ବୃଦ୍ଧା, ନର୍ସ ପାଳିଲେ ମହୋତ୍ସବ

ଗୁଆହାଟି,୧୭ା୯:  କୁହାଯାଏ ରଖେ ହରି ତ ମାରେ କିଏ। ଠିକ୍‌ ସେହିପରି ଏକ ଘଟଣା ଦେଖିବାକୁ ମିଳିଛି ଗୁଆହାଟିରେ। ଏଠାକାର ଜଣେ ଶହେ ବର୍ଷୀୟା ବୃଦ୍ଧା କରୋନାକୁ…

ନେପାଳ-ବାଂଲାଦେଶକୁ କନ୍ଦାଉଛି ପିଆଜ: କିଲୋ ୧୫୦ ଟପିଲା

ଢାକା/ କାଠମାଣ୍ଡୁ, ୧୭।୯: ଭାରତରେ ପିଆଜ ଦାମରେ ନିୟନ୍ତ୍ରଣ ଆଣିବା ଲାଗି କେନ୍ଦ୍ର ସରକାର ଏହାର ରପ୍ତାନୀ ବନ୍ଦ କରିଛନ୍ତି। ଏହାର ପ୍ରଭାବ ଭାରତର ପଡ଼ୋଶୀ ନେପାଳ…