ଶୀତ ଅଧିବେଶନ ଲାଗି ଆଜିଠୁ କରୋନା ପରୀକ୍ଷା

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଏହା ପୂର୍ବରୁ ଗତଥର ମୌସୁମୀ ଅଧିବେଶନ ଭଳି…

ହୋମ୍‌ ଷ୍ଟେ’କୁ ପ୍ରୋତ୍ସାହନ ଦେବେ ସରକାର

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ପର୍ଯ୍ୟଟନର ବିକାଶ ଲାଗି ପରିବେଶ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ହୋମ୍‌ ଷ୍ଟେ’ ବ୍ୟବସ୍ଥା ହେବ। ଏହାକୁ ରାଜ୍ୟ ସରକାର ପ୍ରୋତ୍ସାହନ ଦେବେ। ସୋମବାର ଲୋକସେବା ଭବନରେ ମୁଖ୍ୟ…

୨୩ ପ୍ରତିପକ୍ଷଙ୍କୁ ନୋଟିସ

କଟକ/ପୁରୀ ଅଫିସ୍‌,୧୭।୧୧: ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ସମସ୍ତ ୨୩ ପ୍ରତିପକ୍ଷଙ୍କୁ ହାଇକୋର୍ଟ ସୋମବାର ନୋଟିସ ଜାରି କରିଛନ୍ତି। ବିବାଦୀୟ ଜମି କିଣିଥିବା ୬ଜଣ…

ଚାଇନାକୁ ବଡ ଝଟ୍‌କା

ନୂଆଦିଲ୍ଲୀ,୧୭।୧୧: କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ଆତ୍ମନିର୍ଭରଶୀଳ କରିବା ପାଇଁ ‘ଭୋକାଲ ଫର୍‌ ଲୋକାଲ’ ପାଇଁ ନିବେଦନ କରିଥିଲେ। ବିଶେଷ କରି ଦୀପାବଳି…

ପାଇକାରୀ ମୁଦ୍ରାସ୍ଫୀତି ୧.୪୮%

ନୂଆଦିଲ୍ଲୀ: ଲଗାତର ତୃତୀୟ ମାସ ଲାଗି ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧି ପାଇ ଅକ୍ଟୋବରରେ ଏହା ୧.୪୮% ସ୍ତରରେ ରହିଛି। ଏହା ସେପ୍ଟେମ୍ବରରେ ୧.୩୨% ରହିଥିଲା । ଅକ୍ଟୋବର…

ବନ୍ଦ ହେଲା ବିପିସିଏଲ୍‌ ପ୍ରାରମ୍ଭିକ ବିଡ୍‌

ନୂଆଦିଲ୍ଲୀ: ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌(ବିପିସିଏଲ୍‌)ର ଘରୋଇକରଣ ଲାଗି ପ୍ରାରମ୍ଭିକ ବିଡ୍‌ ସୋମବାର ବନ୍ଦ ହୋଇଛି। ବ୍ରିଟେନର ବିପି, ଫ୍ରାନ୍ସର ଟୋଟାଲ, ସାଉଦି ଆରବର ଆରାମ୍‌କୋ ଏବଂ…

‘ଭୋକାଲ ଫର୍‌ ଲୋକାଲ’ ଲାଗି ମୋଦିଙ୍କ ଆହ୍ବାନ

ନୂଆଦିଲ୍ଲୀ: ସ୍ଥାନୀୟ ଅର୍ଥ ବ୍ୟବସ୍ଥାର ବିକାଶ ଲାଗି ଯୋଗଦାନ ରଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଜଣାଇଛନ୍ତି। ଦିଓ୍ବାଲିରେ ଲୋକମାନେ ସ୍ଥାନୀୟ ସାମଗ୍ରୀକୁ ବ୍ୟବହାର କରିଥିବାରୁ…

ନୂଆ ପ୍ୟାକେଜରେ ବିତ୍ତୀୟ ପ୍ରଭାବ ଅସ୍ପଷ୍ଟ

ନୂଆଦିଲ୍ଲୀ,୧୬।୧୧: କରୋନା ଯୋଗୁ ଭାରତୀୟ ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ଟେକ୍ନିକାଲ ମାନ୍ଦାବସ୍ଥା ଦେଇ ଗତି କରୁଛି। ବଜାରର ସ୍ଥିତିକୁ ସୁଧାରିବା ଲାଗି ସରକାର ପୂର୍ବରୁ ୨ ଆର୍ଥତ୍କ…

୨୬%ରୁ କମ୍‌ ରହିବ ଡିଜିଟାଲ ମିଡିଆରେ ବିଦେଶୀ ନିବେଶ

ନୂଆଦିଲ୍ଲୀ: ଡିଜିଟାଲ ମିଡିଆକୁ ନିୟନ୍ତ୍ରଣ କରିବା ଲାଗି ସରକାର ପ୍ରଥମ ପଦକ୍ଷେପ ନେଇଛନ୍ତି। ଯେଉଁ ଡିଜିଟାଲ ମିଡିଆ କମ୍ପାନୀଗୁଡ଼ିକରେ ବିଦେଶୀ ନିବେଶ ୨୬%ରୁ ଅଧିକ ରହିଛି ସେହି…

ଭାରତରେ ୭୫ କୋଟି ଇଣ୍ଟରନେଟ୍‌ ଉପଭୋକ୍ତା

ନୂଆଦିଲ୍ଲୀ: ଭାରତରେ ଇଣ୍ଟରନେଟ୍‌ ଉପଭୋକ୍ତାଙ୍କ ସଂଖ୍ୟା ୭୫ କୋଟି ଛୁଇଁଛି। ୧୯୯୫ରେ ପ୍ରଥମ ଥର ଲାଗି ଇଣ୍ଟରନେଟ ସେବା ଦେଶରେ ଆରମ୍ଭ କରାଯାଇଥିଲା। ସେବାର ଆରମ୍ଭକୁ ଏହା…