ଟ୍ରମ୍ପ୍‌ ମାନିଲେ, ବାଇଡେନ୍‌ ନିର୍ବାଚନ ଜିତିଛନ୍ତି

ଓ୍ବାଶିଂଟନ୍‌, ୧୬।୧୧: ନଭେମ୍ବର ୩ରେ ଅନୁଷ୍ଠିତ ଆମେରିକା ନିର୍ବାଚନରେ ତାଙ୍କ ଡେମୋକ୍ରାଟିକ୍‌ ପ୍ରତିଦ୍ୱନ୍ଦ୍ୱୀ ଜୋ ବାଇଡେନ୍‌ ଜିତିଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଥମ ଥର ଲାଗି ସର୍ବସାଧାରଣରେ…

ଭାକ୍ସିନ ନ ଆସୁଣୁ ଭିଡ଼

ନୂଆଦିଲ୍ଲୀ,୧୬ା୧୧: ମହାମାରୀ କରୋନାରୁ ମୁକ୍ତି ପାଇଁ ଟିକାକୁ ସାରା ବିଶ୍ୱ ଅପେକ୍ଷା କରିଥିବାବେଳେ ଏହା ଉପରେ ଏବେଠାରୁ ଅଧିକାର ଜମାଇ ବସିଲେଣି ଧନୀ ରାଷ୍ଟ୍ର। ଫଳରେ ସ୍ବଳ୍ପ…

ପରିବେଶକୁ ଫ୍ଲାଏ ଆଶ୍‌ ବିପଦ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ଫ୍ଲାଏ ଆଶ୍‌ (ଉଡ଼ନ୍ତା ପାଉଁଶ) ୧୦୦ ପ୍ରତିଶତ ଉପଯୋଗ ହୋଇ ପାରୁନାହିଁ। ଅନେକ ସମୟରେ ପାଉଁଶ ପୋଖରୀ ଭାଙ୍ଗି ଚାଷଜମିରେ ମାଡି ଯାଉଛି। ପରିବେଶ…

ଝିଅକୁ ବାଜି ଲଗାଇ ବଳାତ୍କାରୀଙ୍କୁ ଧରିଲେ

ଇସ୍‌ଲାମାବାଦ,୧୬ା୧୧: ପାକିସ୍ତାନରୁ ଅଧିକାଂଶ ସମୟରେ ନକାରାମତ୍କ ଖବର ଆସିଥାଏ। ପଡ଼ୋଶୀ ଦେଶର ଆତଙ୍କବାଦ, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ଦରଦାମ ବୃଦ୍ଧି ଆଦି ଖବର ଭାରତୀୟ ଗଣମାଧ୍ୟମରେ…

କମ୍‌ ଦିନରେ ପାଚିଲା ଧାନ, ଚିନ୍ତାରେ ଚାଷୀ

ଜଗତ୍‌ସିଂହପୁର ଅଫିସ,୧୬।୧୧: ଜଗତ୍‌ସିଂହପୁର ଜିଲାର ବହୁ ଚାଷୀ ଏବେ ଅସ୍ବାଭାବିକ ପରିସ୍ଥିତିର ସାମ୍ନା କରି ଚିନ୍ତାରେ ପଡ଼ିଛନ୍ତି। ସେମାନଙ୍କ ବିଲରେ ଆଣ୍ଠୁଏ ଲେଖାଏ ପାଣି ରହିଥିବାବେଳେ ଧାର୍ଯ୍ୟ…

ଦେଢ଼କୋଟିରୁ କୋଭିଡ୍‌ ଯୋଦ୍ଧା ଖାଇଲେ ୯୮.୫ ଲକ୍ଷ

କେନ୍ଦ୍ରାପଡ଼ା ଅଫିସ,୧୬।୧୧: କୋଭିଡ୍‌-୧୯ ପରିଚାଳନା ପାଇଁ କେନ୍ଦ୍ରାପଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟରୁ ଏପ୍ରିଲ ୯ରୁ ଅକ୍ଟୋବର ୨୨ ପର୍ଯ୍ୟନ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ନିକଟକୁ ୧,୫୦,୬୪,୧୧୧ଟଙ୍କା ପଠାଯାଇଛି। ଏଥିରୁ…

ମନ୍ଦିର ଖୋଲିବା ଦାବିରେ ଶଙ୍କରାଚାର୍ଯ୍ୟଙ୍କୁ ଗୁହାରି

ପୁରୀ ଅଫିସ,୧୬।୧୧: ମହାମାରୀ କରୋନା ପାଇଁ ଦୀର୍ଘ ୮ମାସ ହେବ ରାଜ୍ୟର ବିଭିନ୍ନ ମନ୍ଦିରକୁ ଭକ୍ତଙ୍କୁ ଛଡ଼ାଯାଉ ନାହିଁ। ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଥିବାରୁ ସେବାୟତ…

କୋହଲିଙ୍କୁ ଅଧିକ ଗୁରୁତ୍ୱ ନ ଦେବାକୁ ଅଷ୍ଟ୍ରେଲୀୟ ପ୍ରଶଂସକ ଚାହାନ୍ତି: ପେନ୍‌

ସିଡ୍‌ନୀ,୧୬।୧୧(ପି.ଟି.): ଆଗାମୀ ସିରିଜରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଅଧିକ ଗୁରୁତ୍ୱ ଦେବାକୁ ଅଷ୍ଟ୍ରେଲିଆ ପ୍ରଶଂସକ ଚାହାନ୍ତି ନାହିଁ। ଏକଥା କହିଛନ୍ତି ଅଷ୍ଟ୍ରେଲିଆ ଅଧିନାୟକ ଟିମ୍‌ ପେନ୍‌।…

ଦୁଇ କଲେଜରେ ଅଧ୍ୟାପନା ମହଙ୍ଗା ପଡ଼ିଲା: ଦରମା ପ୍ରତ୍ୟାହାର ନିର୍ଦ୍ଦେଶ ଦେଲେ ଆର୍‌ଡିଇ

ଯାଜପୁର ଅଫିସ,୧୬।୧୧: ଯାଜପୁର ଜିଲାରେ ଜଣେ ଅଧ୍ୟାପକ ଦୁଇଟି କଲେଜରେ ଚଞ୍ଚକତାପୂର୍ଣ୍ଣ ନିଯୁକ୍ତି ଅଭିଯୋଗ ହେବା ପରେ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ(ଆରଡିଇ) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଉତ୍ସବ ଋତୁ ଉତ୍ସାହ ହୀନ

ଅନୁଗୋଳ ଅଫିସ, ୧୬ା୧୧: ପୂଜା ଆସିଲେ ନବବଧୂଟିଏ ପରି ସଜେଇ ହୋଇଉଠେ ଅନୁଗୋଳ। ରଙ୍ଗବେରଙ୍ଗର ଆଲୋକମାଳାରୁ ବାରି ହୋଇପଡ଼େ ଗଁା ଓ ସହରର ଉତ୍ସାହ ଉଦ୍ଦୀପନା। ମଣ୍ଡପଗୁଡ଼ିକରୁ ଭାସି…