ସୋମବାର ମୌସୁମୀ ଅଧିବେଶନ: କରୋନା ପାଇଁ ସର୍ବଦଳୀୟ ବୈଠକ ମନା

ନୂଆଦିଲ୍ଲୀ, ୧୩।୯: ସୋମବାର ଲୋକ ସଭା ଏବଂ ରାଜ୍ୟ ସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ପ୍ରତି ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକର ଆୟୋଜନ କରାଯାଇଥାଏ।…

ଦିଲ୍ଲୀ ଦଙ୍ଗା: ଚାର୍ଜଶିଟ୍‌ରେ ୟେଚୁରୀ-ଯୋଗେନ୍ଦ୍ର-ଜୟତୀଙ୍କ ନାମ

ନୂଆଦିଲ୍ଲୀ, ୧୩।୯: ଫେବୃୟାରୀ ୨୩ରୁ ୨୬ ମଧ୍ୟରେ ଉତ୍ତରପୂର୍ବ ଦିଲ୍ଲୀରେ ଘଟିଥିବା ସାମ୍ପ୍ରଦାୟିକ ଦଙ୍ଗାର ଚାର୍ଜଶିଟ୍‌ରେ ସିପିଏମ୍‌ ମହାସଚିବ ସୀତାରାମ ୟେଚୁରୀ, ସ୍ବରାଜ ଅଭିଯାନ ନେତା ଯୋଗେନ୍ଦ୍ର…

‘ବାକ୍‌ ସ୍ବାଧୀନତା ସମ୍ପୂର୍ଣ୍ଣ ଅଧିକାର ନୁହେଁ’

ବମ୍ବେ,୧୩।୯(ପି.ଟି.): ଭାରତୀୟ ସମ୍ବିଧାନର ଧାରା-୧୯ରେ ଉଲ୍ଲେଖ ଥିବା ବାକ୍‌ ସ୍ବାଧୀନତା(ଫ୍ରିଡମ୍‌ ଅଫ୍‌ ସ୍ପିଚ୍‌ ଆଣ୍ଡ୍‌ ଏକ୍ସେପ୍ରେଶନ) ସମ୍ପୂର୍ଣ୍ଣ ଅଧିକାର ନୁହେଁ ବୋଲି ଶୁକ୍ରବାର ବମ୍ବେ ହାଇକୋର୍ଟ ଏକ…

୮୫ ଟଙ୍କା ଛୁଇଁଲା ଟମାଟୋ

ନୂଆଦିଲ୍ଲୀ, ୧୩।୯ : ଦିଲ୍ଲୀରେ ଟମାଟୋ ଦର ଆକାଶ ଛୁଆଁ ହୋଇଛି। ଏଠାରେ ଟମାଟୋର ଖୁଚୁରା ଦର ୮୦ରୁ ୮୫ ଟଙ୍କା ଛୁଇଁଥିବା ଜଣାପଡିଛି। ଜୁନ ମାସ…

ଜଳଭଣ୍ଡାରରେ ଲୀନ ହେବ ଅଷ୍ଟାଦଶ ଶତାବ୍ଦୀର ମନ୍ଦିର

କେନ୍ଦୁଝର, ୧୩ା୯ (ସ୍ବ.ପ୍ର.)-କୁହାଯାଉଛି ଏହା ଅଷ୍ଟାଦଶ ଶତାବ୍ଦୀର ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ମନ୍ଦିର। ବିଚ୍ଛନ୍ନାଞ୍ଚଳ ଷଢେଇକଳା ଗଡଜାତ ଅଞ୍ଚଳର ସୁରମ୍ୟ ବଣପାହାଡ ପରିବେଷ୍ଟିତ ଅଞ୍ଚଳରେ ନିର୍ମିତ ହୋଇଛି…

ୟୁଏସ୍‌ ଓପନ୍‌ ଟେନିସ୍‌: ଥିମ୍‌-ଜେଭେରେଭ ଫାଇନାଲ ଫାଇଟ୍‌

ନ୍ୟୁୟର୍କ, ୧୩।୯(ଏପି): ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ ୟୁଏସ୍‌ ଓପନ୍‌ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ମହିଳା ସିଙ୍ଗଲ୍ସ ପରେ ଏବେ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟର…

ପିଏମ୍‌ ସ୍ବନିଧିରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଯୋଗଦାନ ଉନ୍ନତ

ନୂଆଦିଲ୍ଲୀ,୧୩।୯:ପ୍ରଧାନମନ୍ତ୍ରୀ ସ୍ବନିଧି ଯୋଜନାରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ ରହିଛି। ଏହି ବ୍ୟାଙ୍କଗୁଡିକ ବର୍ତ୍ତମାନ ସୁଦ୍ଧା ଉକ୍ତ ବର୍ଗରେ ପ୍ରାୟ ୯୦%ରୁ ଊର୍ଦ୍ଧ୍ୱ ଋଣ ମଞ୍ଜୁର କରିଥିବା…

କ୍ଷତିପୂରଣ ନ ମିଳିଲେ ଖର୍ଚ୍ଚ କମାଇବେ ରାଜ୍ୟ

ନୂଆଦିଲ୍ଲୀ,୧୩।୯:ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କ୍ଷତିପୂରଣକୁ ନେଇ କେନ୍ଦ୍ର ରାଜ୍ୟ ମଧ୍ୟରେ ସହମତି ହୋଇପାରିନାହିଁ। ଏ ସଂକ୍ରାନ୍ତ କ୍ଷତିପୂରଣ ଯଦି ନ ମିଳେ ତେବେ ରାଜ୍ୟଗୁଡିକ ବାଧ୍ୟହୋଇ…

ଆଇପିଏଲ୍‌ରେ ପ୍ରଥମ ଆମେରିକୀୟ ଅଲି ଖାନ୍‌

ଆବୁଧାବି, ୧୩ା୯ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ପ୍ରଥମ ଥର ଜଣେ ଆମେରିକୀୟ ଖେଳାଳିଙ୍କୁ ଦେଖିବାକୁ ମିଳିବ। ସେ ହେଉଛନ୍ତି ଫାଷ୍ଟ ବୋଲର ଅଲି ଖାନ୍‌। ସେ…

ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର

ରାଇସୁଆଁ, ୧୩।୯(ଡି.ଏନ.ଏ.)-କେନ୍ଦୁଝର ଜିଲାରୁ ସରକାର କୋଟି କୋଟି ଟଙ୍କା ରାଜସ୍ବ ପାଉଥିଲେ ମଧ୍ୟ ଅନେକ ଗଁା ଅଛି ଯେଉଁଠି ଗମନାଗମନ ସୁବିଧା ନାହିଁ। ଫଳରେ ଲୋକେ ବର୍ଷାଦିନେ…