ଜାଲ ଚେକ ଦେଖାଇ ମହିଳାଙ୍କଠାରୁ ନେଇଗଲେ ସୁନାହାର

ଖଲ୍ଲିକୋଟ,୮ା୧୧(ଡି.ଏନ୍‌.ଏ.)-ଖଲ୍ଲିକୋଟ ଥାନା ବିକ୍ରମପୁର ଖମାରସାହିର ଜଣେ ଅସହାୟ ମହିଳାଙ୍କଠାରୁ ଶନିବାର ଅଭିନବ ଉପାୟରେ ସୁନାହାର ଲୁଟ ହୋଇଛି। ସ୍ବାମୀଙ୍କ ମୃତ୍ୟୁକାଳୀନ ସହାୟତା ଦେବା ପାଇଁ ଜାଲ୍‌ ବ୍ୟାଙ୍କ…

ରାଜ୍ୟରେ ସୁସ୍ଥ ହେଲେ ୧୩୧୧ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର, ୮।୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୩୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୯୪, ମୟୂରଭଞ୍ଜରୁ ୮୬,…

୪ ଯବାନ ଶହୀଦ

ଶ୍ରୀନଗର,୮।୧୧:ଉତ୍ତର କାଶ୍ମୀରର କୁପୱାଡା ଜିଲାସ୍ଥିତ କେରନ ସେକ୍ଟରରେ ଆତଙ୍କବାଦୀ ଓ ସୁରକ୍ଷାବଳ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୪ ଜଣ ଯବାନ ଶହୀଦ ହୋଇଥିବାବେଳେ ୩ ଆତଙ୍କବାଦୀ ଟଳିପଡିଥିବା…

୨ ଯୁବକଙ୍କୁ ଗୋଡାଇଲା ହାତୀ: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ବାଇକରେ ଯାଉଥିବା ୨ ଯୁବକ କିପରି ହାତୀ ମୁହଁରୁ ଅଳ୍ପକେ ବର୍ତ୍ତି ଯାଉଛନ୍ତି ସେହି ଭିଡିଓ…

ଥରିଲା ଜମ୍ମୁକଶ୍ମୀର

ଶ୍ରୀନଗର,୮।୧୧: ଜମ୍ମୁକଶ୍ମୀରର ଅନେକ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରବିବାର ସନ୍ଧ୍ୟା ୬.୫୬ରେ ଏଠାରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି (ଏନସିଏସ) ଅନୁଯାୟୀ,…

କମ୍ପ୍ୟୁଟର ବାବାଙ୍କ ଆଶ୍ରମରୁ ମିଳିଲା ବନ୍ଧୁକ, ଖଣ୍ଡା

ଇନ୍ଦୋର,୮।୧୧:ମଧ୍ୟପ୍ରଦେଶର ୨୮ଟି ବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ସମୟରେ ସରକାରଙ୍କ ବିରୋଧରେ ‘ଲୋକତନ୍ତ୍ର ବଚାଓ’ ଯାତ୍ରା ଆରମ୍ଭ କରିଥିବା କମ୍ପ୍ୟୁଟର ବାବା ଓରଫ୍‌ ନାମଦେବ ଦାସ ତ୍ୟାଗୀଙ୍କ…

ଗୋଟିଏ ପରିବାରର ୫ ଲୋକଙ୍କ ମିଳିଲା ମୃତଦେହ

କୋଲକାତା,୮।୧୧: ପଶ୍ଚିମବଙ୍ଗରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ରବିବାର ଦକ୍ଷିଣ ଦିନାଜପୁର ଜିଲା ଅନ୍ତର୍ଗତ ଜମାଲପୁର ଗାଁରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କ…

ନୂଆ ଲୁକ୍‌ରେ ନଜର ଆସିଲେ ଶାହିଦ୍‌ କପୁର

କରୋନା ଲକ୍‌ଡାଉନ ସକାଶେ ବନ୍ଦ ରହିଥିଲା ଶାହିଦ୍‌ କପୁରଙ୍କ ଫିଲ୍ମ ‘ଜର୍ସି’ର ସୁଟିଂ। ବର୍ତ୍ତମାନ ଏହି ଫିଲ୍ମର ସୁଟିଂ ପୁଣି ଆରମ୍ଭ ହୋଇସାରିଛି। ଏ ନେଇ ଶାହିଦ୍‌…

‘କର ବା ମର’ ମ୍ୟାଚ୍‌ରେ ଟସ୍‌ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ

ଆବୁଧାବି,୮।୧୧: ଆଇପିଏଲ ୨୦୨୦ର ଦିତୀୟ କ୍ୱାଲିଫାୟାରରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ସନ୍ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଆବୁଧାବିର ଶେଖ ଜୟେଦ ଷ୍ଟାଡିୟମରେ ଖେଳାଯାଉଛି। ଏହି କର ବା ମର…

ରାଶିଫଳ: ସୋମବାର, ନଭେମ୍ବର ୯ ତାରିଖ – Daily Horoscope

ମେଷ ଆଜିର ଏକାବଳୀ ଯୋଗର ପ୍ରଭାବରୁ ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । କିନ୍ତୁ ନିଜ ବ୍ୟବହାର୍ଯ୍ୟ ଅତ୍ୟାବଶ୍ୟକ ଜିନିଷଟି ଅପରକୁ ଦେଇ ଅପଦସ୍ତ…