ଆଉ ଜଣେ ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୮।୯(ବ୍ୟୁରୋ):  ବହୁ କୋଟି ଟଙ୍କାର କ୍ୟୁ ନେଟ୍‌ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଅନ୍ୟତମ ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ପଟିଆ ମାରୁତି…

୧୨ ପଇସା କମିଲା ଡିଜେଲ

ଭୁବନେଶ୍ୱର,୮।୯:  ସୋମବାର ଭୁବନେଶ୍ୱରରେ ଡିଜେଲ ଦର ୧୨ ପଇସା କମିଛି। ଏଠାରେ ଡିଜେଲ ଦର ଲିଟର ପିଛା ୧୨ ପଇସା ହ୍ରାସ ପାଇ ୭୯.୬୦ ଟଙ୍କା ସ୍ତରରେ…

ପ୍ରେମ ବିବାହ କରିବାରୁ ମିଳିଲା ଏମିତି ଦଣ୍ଡ

ଡେରାଡୁନ୍‌,୮।୯: ଉତ୍ତରାଖଣ୍ଡର ଉଧମ ସିଂ ନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ନବ ବିବାହିତ ଦମ୍ପତିଙ୍କୁ ଗୁଳି କରି ହତ୍ୟା କରାଯାଇଛି। କିଛି ଦିନ…

ବିସ୍ମିତ, ବିଦ୍ୟାଶ୍ରୀଙ୍କ ନାମରେ ମାମଲା

ଖଇରା, ୮।୯(ଡି.ଏନ.ଏ.) : ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣା ଦିନକୁ ଦିନକୁ ଦିନ ନୂଆମୋଡ ନେବାରେ ଲାଗିଛି। ଆଦିତ୍ୟଙ୍କ ସହ ସମ୍ପର୍କ ଥିବା ଖଇରା ଅଞ୍ଚଳର…

ରେଲଓ୍ବେ ସଫ୍ଟୱେର ହାଇଜାକ କରିଥିବା ଯୁବକ ଗିରଫ

ପାରାଦୀପ,୮।୯(ସ୍ବ.ପ୍ର.): ସାରାଦେଶରେ ରେଲଓ୍ବେ ସଫ୍ଟୱେର ହାଇଜାକ କରିଥିବା ଜଣେ ଯୁବକଙ୍କୁ ସୋମବାର ଆରପିଏଫ ଗିରଫ କରିଛି। ସମ୍ପୃକ୍ତ ଯୁବକ ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ରାଜକୁମାର…

ବିସ୍ମୟ ବାଳକ ଆୟୁଷ

ଆୟୁଷ ରଞ୍ଜନ ରାଉତ। ବୟସ ୧୪। ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ଏହି ଛାତ୍ର ଜଣକ ଏବେ ବିସ୍ମୟ ବାଳକ ଭାବେ ବେଶ୍‌ ଚର୍ଚ୍ଚା ସାଉଣ୍ଟିଛନ୍ତି। ସମ୍ବଲପୁର…

୬୪ ଓଇଏସଙ୍କ ପଦୋନ୍ନତି

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟର ୬୪ଜଣ ଓଇଏସ ଅଧିକାରୀଙ୍କୁ ସୋମବାର ରାଜ୍ୟ ସରକାର ପଦୋନ୍ନତି ଦେଇଛନ୍ତି। ସରକାର ପଦୋନ୍ନତି ଦେଇଥିବା ଗ୍ରୁପ-ବି ଓଇଏସ ଅଧିକାରୀଙ୍କୁ ଗ୍ରୁପ-ଏକୁ ପଦୋନ୍ନତି କରିଛନ୍ତି। ଏହି…

ତିକ୍ତତାର ଅଠା ଖିଅରେ ବର୍ଷା-ଅନୁଭବ

ଉତ୍ତମ-ଅପରାଜିତା, ବିଜୟ-ତନ୍ଦ୍ରା, ଶ୍ରୀରାମ-ତ୍ରିପୁରା, ସିଦ୍ଧାନ୍ତ-ମାମା, ଦୁଷ୍ମନ୍ତ-କାଜଲ, ବବି-କୋଏଲଙ୍କ ପରେ ଅନୁଭବ-ବର୍ଷା। ରିଲ୍‌ ଲାଇଫ୍‌ରୁ ରିଏଲ ଲାଇଫ୍‌ର ଯାତ୍ରାକୁ ନେଇ ଏହି ଯୋଡ଼ିଙ୍କ ନଁା ଚର୍ଚ୍ଚାରେ। ହେଲେ ଏବେ…

୯ ବର୍ଷରେ ଗଲାଣି ୩୩୧୫ ଜୀବନ

ଭୁବନେଶ୍ୱର, ୮।୯(ବ୍ୟୁରୋ): ବନ୍ୟା, ବାତ୍ୟା ଭଳି ବଜ୍ରପାତ ମଧ୍ୟ ରାଜ୍ୟରେ ଅନ୍ୟ ଏକ ଭୟଙ୍କର ବିପତ୍ତି ଭାବେ ଦେଖାଦେଇଛି। ପ୍ରତ୍ୟେକ ବର୍ଷ ବଜ୍ରପାତରେ ୩୦୦ରୁ ୪୦୦ ଲୋକଙ୍କର…

ଭୋଡା-ଆଇଡିଆର ନୂଆ ବ୍ରାଣ୍ଡ୍‌ ଭିଆଇ

ନୂଆଦିଲ୍ଲୀ,୮।୯ : ଭୋଡାଫୋନ୍‌-ଆଇଡିଆ କମ୍ପାନୀର ମିଶ୍ରଣ ପ୍ରକ୍ରିୟା ସମ୍ପାଦିତ ହୋଇଛି। ଏହି ଦୁଇ କମ୍ପାନୀ ନୂଆ ବ୍ରାଣ୍ଡ ପରିଚୟ ଲାଭ କରିଛନ୍ତି। କମ୍ପାନୀର ନୂଆ ବ୍ରାଣ୍ଡ ପରିଚୟ…