ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୫୧, ମୟୂରଭଞ୍ଜରୁ ୨୧୩,…

୧୪ ଟି୨୦ ମ୍ୟାଚ୍‌ରେ ଗୋଟିଏ ଶତକ, ୭ ଅର୍ଦ୍ଧଶତକ; ଜାଣନ୍ତୁ କିଏ ଏହି ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ, ୫।୯: ଭ୍ରମଣକାରୀ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୨ ରନରେ ବିଜୟୀ ହୋଇଛି। ସାଉଥାମ୍ପଟନରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି…

ଭୋଜି ସାରି ଫେରୁଥିବାବେଳେ ପୋଲ ତଳକୁ ଖସି ପଡିଲା ବାଇକ: ୨ ମୃତ

ପରଜଙ୍ଗ,୫ା୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଳୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର ପୋଲ ତଳକୁ ଏକ ବାଇକ୍‌ ଖସି ଶନିବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…

ବିରାଟ କୋହଲିଙ୍କ ରେକର୍ଡ ଭାଙ୍ଗିପାରିଲେନି ଫିଞ୍ଚ୍‌

ସାଉଥାମ୍ପଟନ, ୫।୯: ଅଷ୍ଟ୍ରେଲିଆ ଅଧିନାୟକ ଆରୋନ୍‌ ଫିଞ୍ଚ୍‌ ଘରୋଇ ଇଂଲଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ୩୨ ବଲରୁ ୪୬ ରନର ଉଲ୍ଲେଖନୀୟ ଇନିଂସ ଖେଳିଛନ୍ତି। ଭଲ…

ଭୁବନେଶ୍ୱରରୁ ପୁଣି ବାହାରିଲେ ୪୦୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୨୪୨ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୬୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ସେହିପରି…

ଜନ୍ମଦିନରେ ଆଖି ଦାନ କରିବାକୁ ନିଷ୍ପତ୍ତି ନେଲେ ଏହି ଭାରତୀୟ କ୍ରିକେଟର୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ, ୫।୯: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିଭବାଙ୍କ ଶନିବାର ୩୦ତମ ଜନ୍ମଦିନ ଥିଲା। ଏହି ଅବସରରେ ରିଭାବା ଏକ ବଡ଼…

ଏକ ଘଣ୍ଟା ଦୌଡ଼ରେ ଫରାହଙ୍କ ବିଶ୍ୱ ରେକର୍ଡ

ବ୍ରସେଲ୍ସ, ୫।୯: ଚାରି ଥରର ଅଲିମ୍ପିକ ଚାମ୍ପିୟନ ବ୍ରିଟେନ ଧାବକ ମୋ ଫରାହ୍‌ ଓ ନେଦରଲାଣ୍ଡ୍ସର ଧାବିକା ସିଫାନ ହାସାନ ଏକ ଘଣ୍ଟା ଦୌଡ଼ରେ ନୂତନ ବିଶ୍ୱ…

ଗଞ୍ଜାମରୁ ସୁରତ ଯାଉଥିବା ବସ୍‌ ଦୁର୍ଘଟଣା; ୮ ଶ୍ରମିକ ମୃତ

ରାୟପୁର, ୫।୯: ଛତିଶଗଡ଼ର ରାଜଧାନୀ ରାୟପୁରରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ଗୁଜରାଟର ସୁରତ ଯାଉଥିବା ଏକ ବସ ରାଇପୁରର…

ରାଶିଫଳ: ରବିବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଅଧିକାଂଶ ସମୟ ମନ ଅସ୍ଥିର ରହିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ । ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ । ପରିବାରରେ…

ଗୁରୁ ଦିବସରେ ଥାଳି ବଜାଅ ଅଭିଯାନ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ, ୫।୯: ଗୁରୁ ଦିବସରେ ଚାକିରି ପାଇଁ ପ୍ରବେଶିକା ପରୀକ୍ଷା ଦେଉଥିବା ଆଶାୟୀ ପ୍ରାର୍ଥୀମାନେ ଥାଳି ବଜାଅ ଅଭିଯାନ ପାଇଁ ଆହ୍ବାନ ଦେଇଛନ୍ତି। ଆର୍‌ଆର୍‌ବି ପରୀକ୍ଷା ପାଇଁ…