ପ୍ରଥମ ଥର କରଓ୍ବାଚୌଥ ପାଳନ କଲେ ନେହା କକ୍କର

ସାରା ଦେଶରେ କରଓ୍ବାଚୌଥ ପାଳନ କରାଯାଉଛି। କରୋନା କଟକଣା ସତ୍ତ୍ୱେ ଏହି ଉତ୍ସବକୁ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ଦେଖିବାକୁ ମିଳିଛି। ତେବେ ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ…

ସ୍ବାମୀଙ୍କ ସହ ପ୍ରଥମ କର୍‌ଓ୍ବାଚୌଥ୍‌ ପାଳିଲେ ଏହି ଅଭିନେତ୍ରୀ

ମୁମ୍ବାଇ,୪ା୧୧: ଆଜି (ନଭେମ୍ବର ୪) ସାରା ଦେଶରେ ପାଳନ କରାଯାଉଛି କର୍‌ଓ୍ବାଚୌଥ୍‌। କରୋନା ଯୋଗୁ ଏହି ମାହୋଲ ସୋସିଆଲ ମିଡିଆରେ ଅଧିକ ଦେଖିବାକୁ ମିଳୁଛି। କର୍‌ଓ୍ବାଚୌଥ୍‌ ବିଶେଷକରି…

ବୟଲର ଫାଟିବାରୁ କପଡ଼ା ଗୋଦାମରେ ଅଗ୍ନିକାଣ୍ଡ, ୯ମୃତ

ଅହମଦାବାଦ,୪।୧୧: ଗୁଜରାଟ ଅହମଦାବାଦରେ ଏକ କପଡ଼ା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ବୁଧବାର ନାନୁକାକା ଇଷ୍ଟେଟ ସ୍ଥିତ ଏକ କପଡ଼ା ଗୋଦାମରେ ଅଗ୍ନିକାଣ୍ଡ ଘଟିବା ପରେ…

ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଚାଲିଛି ଗଣତି, ଟ୍ରମ୍ପ୍‌-ବାଇଡେନ କଡ଼ା ଟକ୍କର

ଓ୍ବାଶିଂଟନ,୪ା୧୧: ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି କିଏ ହେବ ସେନେଇ ସମଗ୍ର ବିଶ୍ୱବାସୀଙ୍କ ନଜର ରହିଛି। ଆମେରିକାରେ ରାଷ୍ଟ୍ରପତି ହେବା ପାଇଁ ମୋଟ୍‌ ୨୭୦ ଇଲେକ୍ଟୋରାଲ ଭୋଟ୍‌ ଆବଶ୍ୟକ।…

କେବଳ ମାଛର ଲାଞ୍ଜ ରୋକିଦେଲା ଏତେବଡ଼ ଦୁର୍ଘଟଣା, ଜାଣନ୍ତୁ କେମିତି

ନେଦରଲ୍ୟାଣ୍ଡରେ ସ୍ପିଗେନାକିସ ସହରରରେ ଏକ ବଡ଼ ଦୁର୍ଘଟଣା ହେବାରୁ ଅଳ୍ପକେ ବର୍ତ୍ତି ଯାଇଛି। ଏକ ମେଟ୍ରୋ ଟ୍ରେନ ଅନିୟନ୍ତ୍ରିତ ହୋଇ ବାରିୟର ଭାଙ୍ଗି ଷ୍ଟେଶନରୁ ବାହାରି ଯାଇଥିଲା।…

ମହାରାଷ୍ଟ୍ରରେ ଖୋଲିବ ସିନେମା ହଲ୍‌, ମଲ୍ଟିପ୍ଲେକ୍ସ: ସରକାର ଜାରି କଲେ ଗାଇଡ୍‌ଲାଇନ

ମୁମ୍ବାଇ,୪।୧୧: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ପ୍ରକୋପ ଜାରି ରହିଛି। ହେଲେ ସଂକ୍ରମିତଙ୍କ ସୁସ୍ଥ ହାର ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏବେ ଅନ୍‌ଲକ୍‌-୬.୦ ଜାରି…

ଏହି ୪ ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଅଚାନକ ବଦଳିଯାଏ, କେବଳ ମିଳିଥାଏ ଲାଭ ହିଁ ଲାଭ

ସମସ୍ତେ ଚାହିଁଥାନ୍ତି ଜୀବନରେ କେମିତି ଅଧିକରୁ ଅଧିକ ଟଙ୍କା ରୋଜଗାର କରିବେ। ଏଥିପାଇଁ ଲୋକେ ନାନା ଉପାୟ ମଧ୍ୟ ଅବଲମ୍ବନ କରିଥାନ୍ତି। ମାତ୍ର କିଛି ଲୋକ ଅକ୍ଳାନ୍ତ…

କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣକୁ ନେଇ ଜରୁରୀ ବୈଠକ ଡକାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୪।୧୧: ଗତ କିଛି ଦିନରୁ ରାଜଧାନୀ ଦିଲ୍ଲୀରେ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀରେ ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଛି କହିଲେ ଅତ୍ୟୁକ୍ତି ହେବ…

ଉଦ୍ଧାର ପରେ ବ୍ୟକ୍ତିଙ୍କୁ ଚକମା ଦେଇ ଧାଇଁଲା ହରିଣ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା…

ସାବଧାନ! ପାଣି ପିଇଲେ ବି ଚାଲିଯିବ ଜୀବନ, ଜାଣନ୍ତୁ କେମିତି ଆଉ କାହିଁକି

ପାଣି ଅମୃତ ସମାନ। କୁହାଯାଏ, ପାଣି ପିଇଲେ ଅନେକ ରୋଗରୁ ଉପଶମ ମିଳିଥାଏ। ପାଣି ପିଇବାକୁ ଡାକ୍ତରମାନେ ମଧ୍ୟ ପରାମର୍ଶ ଦେଇଥାନ୍ତି। ମାତ୍ର ପାଣି ବି ବେଳେବେଳେ…