ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୯୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୬୫୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୬୩, ଗଞ୍ଜାମରୁ ୨୧୨, ମୟୂରଭଞ୍ଜରୁ…

ଗଞ୍ଜାମ ଜିଲା: ୧୦୦ ତଳକୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ଛତ୍ରପୁର,୪ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ସ୍ଥିତିରେ ସୁଧାର ଆସିବାରେ ଲାଗିଛି । ଦୀର୍ଘ ୨ ମାସ ପରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ: ୩ ଗିରଫ, ନାବାଳକଙ୍କ ସମ୍ପୃକ୍ତି

ଆସିକା,୪ା୯(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମରେ ଗୁରୁବାର ରାତିରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ନାଗା…

ଗିରଫ ପରେ ବାରିପଦା ବିଧାୟକଙ୍କୁ ଜାମିନ

ବାରିପଦା ଅଫିସ,୪ା୯-ମୟୂରଭଞ୍ଜ ଜିଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ର ସହକାରୀ ନିର୍ବାହୀଯନ୍ତ୍ରୀ ଗଣପତି ଜେନାଙ୍କୁ ମାଡ଼ ମାରିବା ଅଭିଯୋଗରେ ବାରିପଦା ବିଧାୟକ ପ୍ରକାଶ ସୋରେନଙ୍କୁ ଶୁକ୍ରବାର ଟାଉନ…

ପୁଣିଥରେ ଚର୍ଚ୍ଚାରେ କଙ୍ଗନା

ମୁମ୍ବାଇ: ବଲିଉଡ୍‌ କୁଇନ୍‌ କଙ୍ଗନା ରାନାଓ୍ବତ ଏବେ ପୁଣି ଆସିଛନ୍ତି ଚର୍ଚ୍ଚାକୁ। ଏଥର ସେ ଶିବସେନା ନେତା ସଞ୍ଜୟ ରାଉତଙ୍କ ସହ ଶିଳତ ଯୁଦ୍ଧରେ ମାତିଛନ୍ତି ବୋଲି…

ଆସନ୍ତା ୯ରେ ମୁମ୍ବାଇ ଯାଉଛି, କାହା ବାପାର ସାହାସ ଅଛି ମୋତେ ଅଟକାଇବ: କଙ୍ଗନା

ମୁମ୍ବାଇ,୪।୯-ବଲିଉଡ ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ୍‌ ଅନେକ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏହି ହାଇପ୍ରୋଫାଇଲ ମୃତ୍ୟୁ ମାମଲାରେ ଦିନକୁ ଦିନ…

ଆସନ୍ତା ବର୍ଷ ମଧ୍ୟଭାଗ ସୁଦ୍ଧା ଆସିବନି କରୋନା ଟିକା: ଡବ୍ଲୁଏଚ୍‌ଓ

ଜେନେଭା,୪।୯: କରୋନା ଟିକାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ଏକ ନୂଆ ବୟାନ ଜାରି କରିଛି। ଡବ୍ଲୁଏଚ୍‌ଓ କହିଛି ଆସନ୍ତା ବର୍ଷ ମଧ୍ୟଭାଗ ସୁଦ୍ଧା କରୋନା ଟିକା ପ୍ରସ୍ତୁତ…

ତାମିଲନାଡୁ ବାଣ କାରଖାନାରେ ବିସ୍ଫୋରଣ: ୯ ମୃତ

କୁଡ୍ଡାଲୋରେ,୪।୯: ତାମିଲନାଡୁ କୁଡ୍ଡାଲୋରେ ଜିଲାର କଟ୍ଟୁମାନାରକୋଲିଠାରେ ଥିବା ଏକ ବାଣ ତିଆରି କାରଖାନାରେ ଶୁକ୍ରବାର ସକାଳେ ଏକ ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ମହିଳାଙ୍କ ମୃତ୍ୟୁ…

ବିଧାୟକ ପ୍ରଶାନ୍ତ ମୁଦୁଲି କରୋନା ସଂକ୍ରମିତ

ଭୁବନେଶ୍ୱର,୪।୯(ବ୍ୟୁରୋ)-ବିଜେଡିର ଆଉ ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଜଗତସିଂହପୁର ବିଧାୟକ ତଥା ବିଜେଡି ବରିଷ୍ଠ ନେତା ପ୍ରଶାନ୍ତ କୁମାର ମୁଦୁଲି ଶୁକ୍ରବାର କରୋନା ପଜିଟିଭ ଚିହ୍ନଟ…

ପବ୍‌ଜୀ ପରେ ଏବେ ଆସିବ ଫଉଜୀ: ଅକ୍ଷୟ

ମୁମ୍ବାଇ,୪।୯: ଭାରତ ସରକାର ଚାଇନିଜ୍‌ ଆପ୍‌ ବ୍ୟାନ କରି ପଡୋଶୀ ଦେଶ ଉପରେ ଡିଜିଟାଲ ଷ୍ଟ୍ରାଇକ୍‌ କରିଛନ୍ତି ବୋଲି କହୁଛନ୍ତି। ଭାରତ ସରକାର ୧୧୮ ଚାଇନିଜ ଆପ୍‌…