ହୃଦୟର ବ୍ୟଥା ବଖାଣିଲେ ପଞ୍ଜାବ ମାଲିକାଣୀ

ଆଇପିଏଲ ୨୦୨୦ର ଲିଗ୍‌ ପର୍ଯ୍ୟାୟ ଶେଷ ହୋଇଛି। ମୁମ୍ବାଇ ଇଣ୍ଡିଆନ୍ସ, ସନରାଇଜର୍ସ ହାଇଦ୍ରାବାଦ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ‌ପ୍ଲେ ଅଫରେ ସ୍ଥାନ ପାଇଛନ୍ତି।…

ବିହାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ନଭେମ୍ବର ୭ରେ ୧୫ ଜିଲାର ୭୮ ବିଧାନସଭା ଆସନରେ ଭୋଟିଂ

ପାଟନା,୪।୧୧: ନଭେମ୍ବର ୭ରେ ବିହାର ବିଧାନସଭା ନିର୍ବାଚନର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ଅନୁଷ୍ଠିତ ହେବ। ୧୫ ଜିଲାର ୭୮ଟି ଆସନରେ ଏଥିପାଇଁ ଭୋଟିଂ କରାଯିବ। ଭୋଟର…

ମହାରାଷ୍ଟ୍ର ପରେ ଏବେ କେରଳ ସରକାର ସିବିଆଇ ଉପରେ ଲଗାଇପାରନ୍ତି ଅଙ୍କୁଶ

ଥିରୁଭାନନ୍ତପୁରମ,୪।୧୧: ମହାରାଷ୍ଟ୍ର ପରେ ଏବେ କେରଳ ସରକାର ମଧ୍ୟ ସିବିଆଇ ଉପରେ ଅଙ୍କୁଶ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏଣିକି କେରଳରେ କୌଣସି ମାମଲାର ଯାଞ୍ଚ ପାଇଁ ସିବିଆଇକୁ…

କର୍କଟରେ ଆକ୍ରାନ୍ତ ଶିଶୁ ଲାଗି ରଙ୍ଗିନ ପୋଷାକ ପିନ୍ଧି ନାଚିଲେ ଡାକ୍ତର: ଭିଡିଓ ଭାଇରାଲ

କର୍କଟ ଏକ ଗମ୍ଭୀର ରୋଗ। ଏହି ରୋଗରେ ଆକ୍ରାନ୍ତଙ୍କ ମନୋବଳ ବଢ଼ାଇବା ସହ ତାଙ୍କୁ ଖୁସି ରଖିବା ନିତାନ୍ତ ଜରୁରୀ। ତେବେ ଏହି କଥାକୁ ବୁଝିଛନ୍ତି, ୟୁକେର…

ବେଆଇନ ବାଣ କାରଖାନାରେ ବିସ୍ଫୋରଣ

କୁଶୀନଗର,୪।୧୧: ଉତ୍ତରପ୍ରଦେଶର କୁଶୀନଗର ଜିଲାରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବୁଧବାର ସକାଳେ ବେଆଇନ କାରଖାନାରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା…

ଏ ମାସରେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ନଭେମ୍ବର ମାସରେ ହିଁ ରାଜ୍ୟରେ ଖୋଲିବ ସ୍କୁଲ। ୫ଟି ବର୍ଗର ଅଂଶୀଦାରଙ୍କ ସହ ଆଲୋଚନା ପରେ ବୁଧବାର ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ…

ନାସାକୁ ସଫଳତା: ୭ ମାସ ଧରି ନିଖୋଜ ଥିବା ୪୩ ବର୍ଷ ପୁରୁଣା ମହାକାଶ ଯାନ ସହିତ ସମ୍ପର୍କ ସ୍ଥାପନ

ଓ୍ବାଶିଂଟନ,୪।୧୧: ନାସାକୁ ବଡ଼ ସଫଳତା ମିଳିଛି। ଗତ ୭ ମାସ ଧରି ନିଖୋଜ ହୋଇ ଯାଇଥିବା ୪୩ ବର୍ଷ ପୁରୁଣା ମହାକାଶ ଯାନ ଭୟୋଗର-୨ ସହିତ ନାସା…

ଟ୍ରାଫିକ୍‌ ସିଗ୍‌ନାଲରେ ଗାଡ଼ିରଖି ନୀତାଙ୍କୁ ପ୍ରପୋଜ୍‌ କରିଥିଲେ ମୁକେଶ ଅମ୍ବାନୀ: ଜାଣନ୍ତୁ ଏହି ରୋଚକ ପ୍ରେମକାହାଣୀ ବିଷୟରେ

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ଚେୟାରମ୍ୟାନ୍‌ ତଥା ପରିଚଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀ ଇତିମଧ୍ୟରେ ୫୭ ବର୍ଷର ହୋଇସାରିଛନ୍ତି। ୧୯୬୪ ମସିହା ନଭେମ୍ବର ୧ରେ…

ଏସବୁ କାର୍ଯ୍ୟ ଦ୍ୱାରା ଜଗତକୁ ନିୟନ୍ତ୍ରଣ କରିପାରିବେ ସାଧାରଣ ବ୍ୟକ୍ତି, ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ଅନେକ ସମସ୍ୟାର ସମାଧାନ କରିବା ସହିତ ଜୀବନ ସହ ଜଡ଼ିତ ମୂଲ୍ୟବୋଧ ବିଷୟରେ ଆଲୋଚନା କରିଛନ୍ତି। ଏଥି ସହିତ ସେ…

ରାଜଧାନୀରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ !

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ବୁଧବାର ସୂଚନା ଦେଇଛନ୍ତି। ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ…