ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ ଘର…

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ ଅଧିକାରୀ…

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି ହୋଇଥିବା…

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର ଏହାକୁ…

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା ସଦର…

ଓଡ଼ିଶା: ଆଜିର ଫଟୋ ( ୧୩ ଡିସେମ୍ବର, ୨୦୨୫ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଶ୍ୱେତପଦ୍ମ ପକ୍ଷରୁ ନାଟକ 'ନାଗ ବଂଶମ' ପରିବେଷଣ       ଓଡ଼ିଶା ହାଇକୋର୍ଟରେ ଅନୁଷ୍ଠିତ ୪ର୍ଥ ଜାତୀୟ ଲୋକ ଅଦାଲତ

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ ୪…

ମେସିଙ୍କ ୭୦ଫୁଟ୍‌ର ପ୍ରତିମୂର୍ତ୍ତି ଉନ୍ମୋଚିତ

କୋଲକାତା, ୧୩ା୧୨: ଶନିବାର କୋଲକାତାର ଲେକ୍‌ ସହର ଅନ୍ତର୍ଗତ ଶ୍ରୀଭୂମି ସ୍ପୋର୍ଟିଂ କ୍ଲବ ପରିସରରେ ଷ୍ଟାର ଫୁଟ୍‌ବଲର ଲାୟୋନେଲ ମେସି ତାଙ୍କର ଏକ ୭୦ଫୁଟ୍‌ ଉଚ୍ଚତା ବିଶିଷ୍ଟ…

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ପରେ…

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା ଗାଁରେ।…