ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ, ୧୦ରୁ ଅଧିକ ଆହତ

ଲକ୍ଷ୍ନୌ,୨।୧୧: ଉତ୍ତରପ୍ରଦେଶର ବହରାଇଚରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୦ରୁ ଅଧିକ ଲୋକ ଆହତ ହୋଇଥିବା ସ୍ଥାନୀୟ ପୋଲିସ…

ଦୁରାରୋଗ୍ୟରେ ସୁକାନ୍ତ: ଅର୍ଥ ଅଭାବରୁ ହୋଇପାରୁନି ଚିକିତ୍ସା

ବରୀ,୨।୧୧(ଡି.ଏନ.ଏ.): ଗରିବ ଲୋକଙ୍କ ପାଇଁ ସରକାର ବିଭିନ୍ନ ଯୋଜନା କରିଛନ୍ତି। ମାତ୍ର ଏସବୁ ଯୋଜନା କେତେକ ସ୍ଥାନରେ ପ୍ରକୃତ ହିତାଧିକାରୀଙ୍କ ନିକଟରେ ପହଞ୍ଚତ୍ ପାରୁନାହିଁ। ଯାହାର ଉଦାହରଣ…

ବାହାର ନେତା, କର୍ମୀଙ୍କ ଲାଗି କଟକଣା

ଜଗତ୍‌ସିଂହପୁର ଅଫିସ,୨।୧୧: ତିର୍ତ୍ତୋଲ ଉପନିର୍ବାଚନ ରବିବାର ସନ୍ଧ୍ୟାରେ ପ୍ରଚାର ସରିବା ପରେ ନିର୍ବାଚନମଣ୍ଡଳୀ ବାହାରୁ ଆସିଥିବା ନେତା,କର୍ମୀଙ୍କ ରହଣି ଉପରେ କଟକଣା ଜାରି କରାଯାଇଛି। ଏନେଇ ଜିଲା…

ଚାଇନାର ଦାଦାଗିରି: ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ନିର୍ମାଣ କରୁଛି ରେଳ ଲାଇନ୍‌

ନୂଆଦିଲ୍ଲୀ,୨।୧୧: ଏଲ୍‌ଏସିରେ ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଥିବା ଚାଇନା ଦାଦାଗିରି ଆରମ୍ଭ କରିଛି। ଭାରତର ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ଚାଇନା ସିଚୁଆନ୍‌-ତିବ୍ବତ ରେଳ ଲାଇନ୍‌ ନିର୍ମାଣ କରିବାକୁ…

ପ୍ରିନ୍ସ ୱିଲିୟମଙ୍କୁ ହୋଇଥିଲା କରୋନା, ୭ ମାସ ପରେ କଲେ ଖୁଲାସା

ଲଣ୍ଡନ,୨।୧୧: ସାରା ବିଶ୍ୱରେ ଅନେକ ସେଲିବ୍ରିଟିମାନେ ମହାମାରୀ କରୋନା ଆକ୍ରାନ୍ତ ହେବା ନଜିର ରହିଛି। ଏହି କ୍ରମରେ ବ୍ରିଟେନର ରାଜ ପରିବାରର ସଦସ୍ୟ ପ୍ରିନ୍ସ ୱିଲିୟମ ଗତ…

ରାଜ୍ୟପାଳଙ୍କୁ କରୋନା

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ରାଜ୍ୟପାଳ ନିଜେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତାଙ୍କ…

ବିହାରକୁୁ ସମ୍ଭାଳିବାରେ ନୀତିଶ ଅକ୍ଷମ: ତେଜସ୍ବୀ

ପାଟନା,୨।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାରରେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ଆର୍‌ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ…

ବୁଥ୍‌ରେ ପହଞ୍ଚିଲେ ପୋଲିଂ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ,୨ା୧୧: ପୋଲିଂ କର୍ମଚାରୀ ବୁଥ୍‌ମୁହାଁ  ହୋଇଛନ୍ତି। କର୍ମଚାରୀମାନେ ସ୍ଥାନୀୟ ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ହୋଇଥିବା ପୋଲିଂ ପାର୍ଟି ପ୍ରେରଣ କେନ୍ଦ୍ରରେ ପହଞ୍ଚିଲା ପରେ ପରେ…

ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ପାଟନା,୨ା୧୧(ଆଇଏଏନ୍‌ଏସ୍‌): ବିହାର ବିଧାନସଭା ଲାଗି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ୩ ତାରିଖରେ ହେବାକୁ ଥିବାବେଳେ ରବିବାର ସନ୍ଧ୍ୟାରେ ସେଠାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ସବୁ…

ଅକ୍ଟୋବରରେ ୩୦% କମିଛି ସଂକ୍ରମଣ

ନୂଆଦିଲ୍ଲୀ,୨ା୧୧(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରବିବାର ସକାଳ ସୁଦ୍ଧା ୮୧.୮୪ ଲକ୍ଷରେ ପହଞ୍ଚତ୍ଛି। ତେବେ ସେପ୍ଟେମ୍ବର ତୁଳନାରେ ଅକ୍ଟୋବରରେ ନୂଆ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ପାଖାପାଖି…