ଓଏମ୍‌ବିଏଡିସି ଜିଲା ପାଇଁ ୨୫୭ କୋଟି ଅନୁମୋଦନ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଖଣିଜ ସମ୍ପଦ ଅଞ୍ଚଳ ନିଗମ (ଓଏମ୍‌ବିଏଡିସି) ଜିଲାଗୁଡ଼ିକ ପାଇଁ ୮ଟି ପ୍ରକଳ୍ପ ବାବଦରେ ୨୫୭ କୋଟି ଟଙ୍କା ଖର୍ଚ୍ଚ ହେବ। ବୁଧବାର ଲୋକସେବା ଭବନଠାରେ ମୁଖ୍ୟ…

ଦିଗ୍‌ବିଜୟଙ୍କ ଭାଇରାଲ ଅଡିଓକୁ ନେଇ ଉଠିଲା ବିବାଦ

ଭୋପାଳ,୨୯ ।୧୦: ମଧ୍ୟପ୍ରଦେଶରେ ୨୮ ବିଧାନସଭା ଆସନରେ ଉପ ନିର୍ବାଚନ ବାକି ଅଛି । ଇତିମଧ୍ୟରେ କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ବୟାନକୁ ନେଇ ବିବାଦ…

୧୯୯୯ ମହାବାତ୍ୟାକୁ ପୂରିଲା ୨୧ ବର୍ଷ: ୩୧ ପରିଜନଙ୍କୁ ହରାଇଛନ୍ତି ଜୋଛନା

ଏରସମା,୨୯।୧୦(ସ୍ବ.ପ୍ର.): ଦହିବର ଗ୍ରାମର ୫୮୭ ଲୋକଙ୍କ ମୃତ୍ୟୁ ହୋଇଥିଲା ମହାବାତ୍ୟାର କରାଳ ରୂପକୁ ଯିଏ ଅଙ୍ଗେ ନିଭାଇଛି ସେ କାଳରାତ୍ରିର ଅନୁଭୂତିକୁ ଅନୁଭବ କରିଛି। ଏବେ କେବଳ…

୧୯୯୯ ମହାବାତ୍ୟାକୁ ପୂରିଲା ୨୧ ବର୍ଷ: କମିଛି ହେନ୍ତାଳବଣ, ବଢ଼ିଛି ଚିଙ୍ଗୁଡ଼ି ଘେରି

କେନ୍ଦ୍ରାପଡ଼ା ଅଫିସ, ୨୯।୧୦: ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାକୁ ଇତିମଧ୍ୟରେ ୨୧ ବର୍ଷ ବିତିଛି। ଜିଲା ଜରୁରିକାଳୀନ ବିଭାଗ ତଥ୍ୟ ଅନୁଯାୟୀ, ଏଥିରେ କେନ୍ଦ୍ରାପଡ଼ା ଜିଲାରେ ୨,୯୭,୮୧୪ ପରିବାରଙ୍କ…

ମହାପ୍ରଭୁଙ୍କର ହେଲା ବନକଲାଗି

ପୁରୀ ଅଫିସ,୨୯।୧୦: ପ୍ରାୟ ୨ ମାସ ପରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ହୋଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ…

ଏସ୍‌ପି ପତାକା ରଙ୍ଗରେ ରଙ୍ଗେଇଲା ରେଲଓ୍ବେ ହସ୍ପିଟାଲ ଶୌଚାଳୟ: ତେଜିଲା ଅସନ୍ତୋଷ

ଗୋରଖପୁର, ୨୯।୧୦: ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି(ଏସ୍‌ପି)ର ପତାକା ରଙ୍ଗରେ ଗୋରଖପୁର ରେଲଓ୍ବେ ହସ୍ପିଟାଲର ଶୌଚାଳୟକୁ ରଙ୍ଗାଯାଇଛି। ଏହାର ଫଟୋ ଏବଂ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା…

‘କରୋନା ଗଲେ ତିର୍ତ୍ତୋଲ ଯିବି’

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): କରୋନା ଦୂର ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିର୍ତ୍ତୋଲ ଗସ୍ତ କରିବେ। ଲୋକଙ୍କୁ ଭେଟି ବିକାଶ କାମ ବୁଲି ଦେଖିବେ। ବୁଧବାର ଭର୍ଚୁଆଲ…

ଏହି ଅଭିନେତ୍ରୀଙ୍କ କାର୍‌ ଭିତରୁ ଚୋରି ହୋଇଗଲା ହ୍ୟାଣ୍ଡ୍‌ବ୍ୟାଗ୍‌

ଛୋଟ ପରଦାର ଷ୍ଟାଇଲିସ ଏବଂ ଲୋକପ୍ରିୟ ଅଭିନେତ୍ରୀ ନିଆ ଶର୍ମାଙ୍କ ହ୍ୟାଣ୍ଡ୍‌ବ୍ୟାଗ୍‌ ଚୋରି ହୋଇଯାଇଛି। ଏନେଇ ସେ ମୁମ୍ବାଇ ପୋଲିସର ସହାୟତା ଲୋଡିଛନ୍ତି। ମୁମ୍ବାଇର ଲୋୟର ପାରେଲ…

ଏନ୍‌ଟିଏସ୍‌, ଏନ୍‌ଏମ୍‌ଏମ୍‌ଏସ୍‌ ପରୀକ୍ଷା ପାଇଁ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨୯। ୧୦ (ବ୍ୟୁରୋ): ୨୦୨୦-୨୦୨୧ର ନ୍ୟାଶନାଲ ଟ୍ୟାଲେଣ୍ଟ ସର୍ଚ୍ଚ (ଏନ୍‌ଟିଏସ୍‌) ଓ ନ୍ୟାଶନାଲ ମିନ୍ସ କମ୍‌ ମେରିଟ୍‌ ସ୍କଲାରସିପ୍‌ (ଏନ୍‌ଏମ୍‌ଏମ୍‌ଏସ୍‌) ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧି ବୃଦ୍ଧି…

ପୋଲିସଙ୍କୁ ସୁପ୍ରିମ୍‌କୋର୍ଟଙ୍କ ତାଗିଦ୍‌: ସୀମା ଅତିକ୍ରମ ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ, ୨୯।୧୦: ସୋସିଆଲ୍‌ ମିଡ଼ିଆରେ କରାଯାଉଥିବା ପୋଷ୍ଟକୁ ନେଇ ସୁପ୍ରିମ୍‌କୋର୍ଟ ପୋଲିସଙ୍କୁ ତାଗିଦ୍‌ କରିଛନ୍ତି। ଲୋକଙ୍କୁ ଏନେଇ ଅଯଥା ହଇରାଣ ନ କରିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି। ପୋଲିସ…