ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ଜଣେ ଆତଙ୍କବାଦୀ

ଶ୍ରୀନଗର,୨୭।୧୦: ଜମ୍ମୁକଶ୍ମୀରର ପୁଲୱାମା ଜିଲାର ଅଓ୍ବନ୍ତିପୋରାଠାରେ ସୁରକ୍ଷା ବାହିନୀର ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମୁହାଁମୁହିଁବେଳେ ଏଭଳି ଘଟଣା ଘଟିଛି।…

ରାଜ୍ୟରେ ଆଉ ୧୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ମଙ୍ଗଳବାର ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨ରେ ପହଞ୍ଚିଛି। ଏ…

CORONAVIRUS UPDATE: ପୁଣି ୧୨୪୭ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୨୪୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି। ଏ…

ରାଜସ୍ଥାନରେ ମାସ୍କ ପିନ୍ଧିବା ହେବ ବାଧ୍ୟତାମୂଳକ

ଜୟପୁର,୨୭ ।୧୦: କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜସ୍ଥାନରେ ଏବେ ମାସ୍କ ପିନ୍ଧିବା ବାଧ୍ୟତା ମୂଳକ କରିବାକୁ ସରକାର ଚିନ୍ତା କରୁଛନ୍ତି । ଏଥିପାଇଁ ଏକ ନୂଆ…

କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୩୬ ହଜାରରୁ ଅଧିକ ଚିହ୍ନଟ, ୪୮୮ ମୃତ୍ୟୁ

ନୂଆଦିଲ୍ଲୀ,୨୭।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ କମିବାରେ ଲାଗିଛି। ମଙ୍ଗଳବାର ଦେଶରେ ସଂକ୍ରମଣ ମାମଲା ପ୍ରାୟ ୩୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ…

କରୋନାରେ ଆଖିବୁଜିଲେ ଏହି ସୁପରଷ୍ଟାର

ଗୁଜୁରାଟୀ ଫିଲ୍ମର ସୁପରଷ୍ଟାର ନରେଶ କାନୋଡିୟାଙ୍କର ୭୭ ବର୍ଷ ବୟସରେ ପରଲୋକ ଘଟିଛି। କରୋନାରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କରୋନାରେ ଆକ୍ରାନ୍ତ ହେବା…

ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ବିହାରବାସୀଙ୍କ ଉଦ୍ଦେଶ୍ୟରେ ସୋନିଆଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୨୭ ।୧୦: ଏବେ ବିହାର ବିଧାନସଭା ନିର୍ବାଚନ ଉପରେ ସାରା ଦେଶର ନଜର । ଗୋଟିଏ ଦିନ ପରେ ଅର୍ଥାତ୍ ୨୮ ଅକ୍ଟୋବରରେ ଏଠାରେ ଅନୁଷ୍ଠିତ ହେବାକୁ…

ନୀତିଶଙ୍କ ଅପବ୍ୟବହାର ମୋ ପାଇଁ ଆଶୀର୍ବାଦ ଭଳି: ତେଜସ୍ବୀ

ପାଟନା,୨୭।୧୦: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନର ୨୪ ଘଣ୍ଟା ପୂର୍ବରୁ ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଉପରେ ବର୍ଷିଛନ୍ତି। ତେଜସ୍ବୀ ଯାଦବ କହିଛନ୍ତି…

ନିର୍ବାଚନ ସଭାରେ ଲାଲୁ ଯାଦବଙ୍କ ୯ ସନ୍ତାନ ବିଷୟରେ ଉଠାଇଲେ ମୁଖ୍ୟମନ୍ତ୍ରୀ

ପାଟନା,୨୭।୧୦: ବିହାରର ରାଜନୈତିକ ଯୁଦ୍ଧରେ କିଏ ଜିତିବ ନଭେମ୍ବର ୧୦ରେ ନିଷ୍ପତ୍ତି ନିଆଯିବ। କିନ୍ତୁ ଏହା ପୂର୍ବରୁ ନିର୍ବାଚନ ଯୁଦ୍ଧ ବ୍ୟକ୍ତିଗତ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନୀତୀଶ…

ଭୟଙ୍କର ବୋମା ବିସ୍ଫୋରଣ: ୪ ମୃତ, ୨୬ ଆହତ

ପେଶଓ୍ବାର,୨୭।୧୦: ପାକିସ୍ଥାନର ପେଶୱାରରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ପ୍ରାୟ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୬ ଜଣ ଆହତ ହୋଇଥିବା ସୂଚନା ମିଳିଛି।…