ଛୁରି ଭୁସି ହତ୍ୟା ଘଟଣା: ଜେଲ ଗଲେ ୨ ଭାଇ

ଦିଗପହଣ୍ଡି,୨୬ା୧୦(ଡି.ଏନ୍‌.ଏ.)- ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶନିବାର ବଚ୍ଚନ ସ୍ବାଇଁଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିଲା। ବଚ୍ଚନଙ୍କ ଭଉଣୀ ଲକ୍ଷ୍ମୀଙ୍କ ଏତଲାକୁ…

୩ ଜୁଆ ଆଡ୍ଡାରେ ଚଢ଼ାଉ, ୨୭ ଗିରଫ

ବୁଗୁଡ଼ା, ୨୬ା୧୦(ଡି.ଏନ୍‌.ଏ.)- ବୁଗୁଡ଼ା ପୋଲିସ ରବିବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୨୭ ଜଣ ଜୁଆଡିଙ୍କୁ ଗିରଫ କରିଛି। ସୋମବାର ସମସ୍ତ ଅଭିଯୁକ୍ତଙ୍କୁ ଜାମିନରେ ଛଡ଼ାଯାଇଥିବା…

ଦାଦାବଟି ମାଗି ୫ ସାମ୍ବାଦିକ ଗିରଫ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ଦାଦାବଟି ମାଗିବା ଅଭିଯୋଗରେ କମିଶନରେଟ ପୋଲିସ ପାଞ୍ଚ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ସମୁଦାୟ ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ନଗଦ ଟଙ୍କା, ବାଇକ,…

ରେଳ ଧାରଣାରୁ ମିଳିଲା ପରିବାରର ୩ ଜଣଙ୍କ ମୃତଦେହ

ଟିକିରି/ଦଶମନ୍ତପୁର,୨୬ା୧୦(ଡି.ଏନ୍‌.ଏ.)-କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେଶନ ନିକଟରୁ ସୋମବାର ଗୋଟିଏ ପରିବାରର ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ କୋରାପୁଟ ଜିଲା…

ହିମାଚଳ ପ୍ରଦେଶରେ ଭୂମିକମ୍ପ

ହିମାଚଳ ପ୍ରଦେଶ,୨୬।୧୦-ହିମାଚଳ ପ୍ରଦେଶର ଶିମଲା ଜିଲାରେ ସୋମବାର ଭୂ-କମ୍ପର ଝଟକା ଅନୁଭୂତ ହୋଇଛି। ଅପରାହ୍ନ ୧ଟା ୨୦ ମିନିଟରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା। ରିଚ୍ଟର ସ୍କେଲରେ…

ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ

ଡେରାବିଶ,୨୬ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କୃଷ୍ଣନଗର ପିଞ୍ଛାପାଟିଆ ଗାଁରେ ସୋମବାର ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଛନ୍ତି। ଏମାନଙ୍କୁ ଡାଙ୍ଗମାଳ ସ୍ବାସ୍ଥ୍ୟକେନ୍ଦ୍ର…

୪ଟି ପର୍ଯ୍ୟାୟରେ ହେବ କଟକ ଦୁର୍ଗାପୂଜା ଭସାଣ

କଟକ ଅଫିସ,୨୬।୧୦-କରୋନା କଟକଣା ଭିତରେ ସାରା ରାଜ୍ୟରେ ପାଳିତ ହୋଇଛି ଦଶହରା। ଆସନ୍ତାକାଲି ଅନୁଷ୍ଠିତ ହେବ ଭସାଣ ଉତ୍ସବ। ଏଥିପାଇଁ କଟକରେ କମିଶନରେଟ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ…

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ ଆଜିର ଗୁରୁତ୍ୱପୂର୍ଣ୍ଣ ଆଲୋଚନା କ୍ଷେତ୍ରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି । ଅବଶ୍ୟ ବହୁପୂର୍ବରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଅର୍ଥଶ୍ରାଦ୍ଧ…

ଦୁର୍ଘଟଣାରେ ଶିଶୁ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ବାଲିଗୁଡା,୨୬ା୧୦(ଡି.ଏନ.ଏ.): ବାଲିଗୁଡ଼ା ଉପଖଣ୍ଡ ସାରଙ୍ଗଡ଼ ଥାନା ଗୁଞ୍ଜିବାଡ଼ି ଗ୍ରାମ ପଞ୍ଚାୟତର ଜିଡୁବାଡ଼ି ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ବୋଲେରୋ ଧକ୍କାରେ ଜଣେ ୫ ବର୍ଷର ଶିଶୁର…

କୋମ୍ବିଂବେଳେ ବିପୁଳ ପରିମାଣର ବିସ୍ଫୋରକ, ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୨୬ା୧୦(ସ୍ବ.ପ୍ର.): ମାଲକାନଗିରି ଜିଲା ବିଚ୍ଛିନ୍ନାଞ୍ଚଳରୁ ସୋମବାର ସୁରକ୍ଷା କର୍ମୀଙ୍କ ଦ୍ୱାରା ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଏବଂ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ମାଓବାଦୀଙ୍କ ଚଳପ୍ରଚଳ ନେଇ ଗୋଇନ୍ଦା…