ବାରାକ୍‌ରେ ମଦ ପିଇ ଏସ୍‌ଆଇ ନିଲମ୍ବିତ

ନାଉଗଁା,୨୨।୧୦(ସ୍ବ.ପ୍ର.):ଥାନା ବାରାକରେ ମଦ୍ୟପାନ କରିବା ଜଣେ ପୋଲିସ ଏସ୍‌ଆଇଙ୍କ ପାଇଁ ମହଙ୍ଗା ପଡ଼ିଛି। ସମ୍ପୃକ୍ତ କର୍ମଚାରୀ ମଦ୍ୟପାନ କରୁଥିବାର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାପରେ…

୨୦୨୧ରେ ୧୦୬ ଦିନ ସରକାରୀ ଛୁଟି

ଭୁବନେଶ୍ୱର,୨୨।୧୦(ବ୍ୟୁରୋ):୨୦୨୧ ମସିହା ପାଇଁ ରାଜ୍ୟ ସରକାରଙ୍କ କର୍ମଚାରୀଙ୍କ ନିମନ୍ତେ ଛୁଟି ତାଲିକା ଘୋଷଣା କରିଛି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ। ଏନେଇ ବିଭାଗ ପକ୍ଷରୁ ବୁଧବାର…

ବଢ଼ିଲା ଶ୍ରମିକଙ୍କ ଦୈନିକ ମଜୁରି

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟର ଶ୍ରମିକଗୋଷ୍ଠୀଙ୍କ ଦୈନିକ ମଜୁରି ବୃଦ୍ଧି ପାଇଛି। ରାଜ୍ୟ ସର୍ବନିମ୍ନ ମଜୁରି ଉପଦେଷ୍ଟା ବୋର୍ଡର ୫୨ତମ ବୈଠକରେ କରାଯାଇଥିବା ସୁପାରିସକ୍ରମେ ସରକାର ସମସ୍ତ ୮୯ଟି ସିଡ୍ୟୁଲ୍‌…

ହାଇଦ୍ରାବାଦ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ୫ କୋଟି ସହାୟତା ଘୋଷଣା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ହାଇଦ୍ରାବାଦ ସମେତ ତେଲଙ୍ଗାନାର କିଛି ଅଞ୍ଚଳରେ ବନ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୫ କୋଟି ଟଙ୍କାର ସହାୟତା…

ଶୀତ ବଢ଼ିଲେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମୁଛି। କିନ୍ତୁ ମୃତ୍ୟୁ ସଂଖ୍ୟା କମୁନାହିଁ। ଅନେକ ରୋଗରେ ପୀଡ଼ିତ ଥିବା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଥିବାରୁ ମୃତ୍ୟୁ ସଂଖ୍ୟା ମଧ୍ୟ…

ରାଜଧାନୀରେ ଏନ୍‌ଆଇଏର ଖୋଳତାଡ଼

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):କୌଣସି ଏକ ସୁରକ୍ଷା ପ୍ରସଙ୍ଗକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ବୁଧବାର ଭୁବନେଶ୍ୱରରେ ପହଞ୍ଚତ୍ ଖୋଳତାଡ଼ ଆରମ୍ଭ କରିଛି। ଖଣ୍ଡଗିରି ଥାନାଞ୍ଚଳରେ ରହୁଥିବା ଜଣେ…

ମଧୁରଜଳ ମାଛଚାଷରେ ଓଡ଼ିଶା ପଛୁଆ

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ମାଛ ଉତ୍ପାଦନରେ ସ୍ବାବଲମ୍ବୀ ହେବା ଉଦ୍ଦେଶ୍ୟରେ ଦେଶର ପ୍ରଥମ ରାଜ୍ୟ ଭାବେ ୨୦୧୫ରେ ଓଡ଼ିଶା ମତ୍ସ୍ୟନୀତି ପ୍ରଣୟନ କରିଥିଲା। ମତ୍ସ୍ୟ ଚାଷର ଉନ୍ନତି ଓ ସମ୍ପ୍ରସାରଣ…

ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ୍‌ମାର୍କର ରୂପ ନେଇ ସାରିଛି। ଗୁରୁବାର ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪…

ସୁପର ଫର୍ମର ରହସ୍ୟ ଖୋଲିଲେ ଧାଓ୍ବନ

ଦୁବାଇ,୨୨।୧୦(ପି.ଟି.): ଦିଲ୍ଲୀ କ୍ୟାପିଟାଲ୍ସ ଅଭିଜ୍ଞ ଓପନର ଶିଖର ଧାଓ୍ବନ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଜବରଦସ୍ତ ଫର୍ମରେ ରହିଛନ୍ତି। ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ସେ ଆଇପିଏଲ୍‌ରେ…

କେନ୍ଦ୍ର ଆଣିବ ଆଉ ଏକ ପ୍ୟାକେଜ

ନୂଆଦିଲ୍ଲୀ: କରୋନା ଦ୍ୱାରା ଅର୍ଥ ବ୍ୟବସ୍ଥା ବର୍ତ୍ତମାନ କ୍ଷତିଗ୍ରସ୍ତ ହୋଇ ରହିଛି। ସରକାର ପୂର୍ବରୁ ପ୍ରାୟ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଥିଲେ। ପୁଣି…