ଆଲୋଚନା ବିଫଳ ହେଲେ ସେନା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ, ୨୫ା୮: ଭାରତ-ଚାଇନା ସୀମା ବିବାଦର ସମାଧାନ ଲାଗି କୂଟନୈତିକ ଓ ସାମରିକ ସ୍ତରରେ ଆଲୋଚନା ଜାରି ରହିଛି। ଲଦାଖରେ ଚାଇନା ଅନୁପ୍ରବେଶ କରି ଟେଣ୍ଟ କରିବା…

ରାହୁଲଙ୍କ ଫୋନ୍‌ ପରେ ଟୁଇଟ୍‌ ଡିଲିଟ୍‌ କଲେ ସିବଲ

ନୂଆଦିଲ୍ଲୀ,୨୫ା୮: ସିଡବ୍ଲ୍ୟୁସି ବୈଠକରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବର୍ଷିବା ପରେ ବରିଷ୍ଠ ନେତା କପିଲ ସିବଲ ତାଙ୍କୁ ଟାର୍ଗେଟ କରି ଏକ ଟୁଇଟ୍‌ କରିଥିଲେ।…

କୋମାରେ କିମ୍‌

ପ୍ୟୋଙ୍ଗ୍‌ୟାଙ୍ଗ୍‌, ୨୫ା୮: ଉତ୍ତର କୋରିଆର ନେତା କିମ୍‌ ଜଙ୍ଗ୍‌ ଉନ୍‌ କୋମାରେ ଥିବା ଜଣାପଡ଼ିଛି। ତାଙ୍କ ଭଉଣୀ କିମ୍‌ ୟୋ ଜଙ୍ଗ୍‌ ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ…

ନେହେରୁ-ଗାନ୍ଧୀ ପରିବାରରୁ ୫, ବାହାରୁ ୧୩

ନୂଆଦିଲ୍ଲୀ, ୨୫ା୮: ସମ୍ପ୍ରତି କଂଗ୍ରେସରେ ନେତୃତ୍ୱ ପ୍ରସଙ୍ଗକୁ ନେଇ ସମସ୍ୟା ମୁଣ୍ଡ ଟେକିଛି। ଏହି ପୁରୁଣା ରାଜନୈତିକ ଦଳ ସମ୍ପର୍କରେ ବିଶେଷଜ୍ଞମାନେ କହିଛନ୍ତି ଯେ, ନେହେରୁ ଗାନ୍ଧୀ…

କ୍ଷମା ମାଗିଲେ ବିବେକ ଅବମାନନା

ନୂଆଦିଲ୍ଲୀ,୨୫ା୮: ଆଇନଜୀବୀ ପ୍ରଶାନ୍ତ ଭୂଷଣ ତାଙ୍କର ଦୁଇଟି ବିବାଦୀୟ ଟୁଇଟ୍‌କୁ ନେଇ କ୍ଷମା ମାଗିବେ ନାହିଁ ବୋଲି ସୋମବାର ସୁପ୍ରିମକୋର୍ଟରେ ସ୍ପଷ୍ଟ କରିଛନ୍ତି। ସର୍ବୋଚ୍ଚ ଅଦାଲତରେ ଦାଖଲ…

ଅର୍ଥ ଅଛି, ଅନୁମତି ନାହିଁ

ବଇଣ୍ଡା, ୨୫ା୮(ଡି.ଏନ୍‌.ଏ.)ବହୁ ଆପତ୍ତି ଅଭିଯୋଗ ପରେ ୨ ବ୍ଲକକୁ ଯୋଡ଼ୁଥିବା ୯.୪ କିଲୋମିଟର ସଡ଼କକୁ ପକ୍କା କରିବା ପାଇଁ ସରକାର ଅର୍ଥ ଯୋଗାଇ ଦେଇଛନ୍ତି। ପୂର୍ତ୍ତ ବିଭାଗ…

ବାଇଚୁଙ୍ଗ ଭୂତିଆ ଷ୍ଟାଡିୟମ ଉଦ୍‌ଘାଟନରେ ବିଳମ୍ବ

ନୂଆଦିଲ୍ଲୀ, ୨୫ା୮ (ପି.ଟି.)-କୋଭିଡ୍‌-୧୯ ମହାମାରୀର ପ୍ରଭାବ ହ୍ରାସ ପାଇଲେ ଭାରତର ଅନ୍ୟତମ ମହାନ ଫୁଟ୍‌ବଲ ଖେଳାଳି ବାଇଚୁଙ୍ଗ ଭୂତିଆଙ୍କ ନାମରେ ତିଆରି କରାଯାଇଥିବା ଷ୍ଟାଡିୟମର ଉଦ୍‌ଘାଟନ ହେବ।…

ଟେନିସ୍‌କୁ ଗ୍ରିଗୋରଙ୍କ ସଫଳ ପ୍ରତ୍ୟାବର୍ତ୍ତନ

ନ୍ୟୁୟର୍କ, ୨୫ା୮ (ପି.ଟି.)-ବୁଲଗେରିଆର ଗ୍ରିଗୋର ଦିମିତ୍ରୋଭ୍‌ ଟେନିସ୍‌କୁ ସଫଳ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଓ୍ବେଷ୍ଟର୍ନ ଆଣ୍ଡ୍‌ ସଦର୍ନ ଓପନ ଟେନିସ ପ୍ରତିଯୋଗିତାରେ ସେ ଫ୍ରାନ୍ସର ଉଗୋ ହମବର୍ଟଙ୍କୁ ୬-୩,…

ବୋପାନ୍ନା ଓ ଶାପୋଭାଲୋଭ୍‌ ପରାସ୍ତ

ସିନସିନାଟି, ୨୫ା୮(ପି.ଟି.)-ପାଞ୍ଚ ମାସ ପରେ ଆକ୍ସନକୁ ଫେରିଥିବା ରୋହନ ବୋପାନ୍ନା ଓ ତାଙ୍କ କାନାଡିଆନ ପାର୍ଟନର ଡେନିସ ଶାପୋଭାଲୋଭ୍‌ ଓ୍ବେଷ୍ଟର୍ନ ଆଣ୍ଡ୍‌ ସଦର୍ନ ଓପନ୍‌ ପୁରୁଷ ଡବଲ୍ସ…

ଆଇପିଏଲ୍‌: ଫାଙ୍କା ଷ୍ଟାଡିୟମରେ କ୍ରିକେଟର କ୍ୱାଲିଟି ପ୍ରଭାବିତ ହେବନି: ଲକ୍ଷ୍ମଣ

ଦୁବାଇ,୨୫।୮(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ହେବାକୁ ଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଫାଙ୍କା ଷ୍ଟାଡିୟମରେ ଆୟୋଜନ…