ବିଦ୍ୟୁତ୍‌ ଆଘାତରେ ବଳଦ ମୃତ୍ୟୁ ଘଟଣା: ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ

ଜୁନାଗଡ଼,୨୦।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ ଅଧୀନ ଆଟିଗାଁରେ ବିଦ୍ୟତ୍‌ ଆଘାତରେ ଗୋଟିଏ ବଳଦର ମୃତ୍ୟୁ ଓ ମାଲିକ ଆହତ ଘଟଣାରେ ଜାତୀୟ ମାନବାଧିକାର କମିଶନ ହସ୍ତକ୍ଷେପ…

କଲରାପତରିଆ ବାଘ ଚମଡ଼ା ଜବତ, ୫ ଗିରଫ

ବାରିପଦା ଅଫିସ/ବିଶୋଇ, ୨୦।୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଟାର୍ଗେଟ କରିଛନ୍ତି ବାଘଛାଲ ବେପାରୀ। ଶିମିଳିପାଳ ପାଦଦେଶରେ ମଙ୍ଗଳବାର କଲରାପତରିଆ ବାଘଚମଡା ବିକ୍ରି ନିମନ୍ତେ ଡିଲ୍‌ ଚାଲିଥିବା ବେଳେ…

ରାଜ୍ୟରେ ଅଢ଼େଇ ଲକ୍ଷ ଟପିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର, ୨୦।୧୦: ଓଡ଼ିଶାରେ କରୋନାରୁ ଆରୋଗ୍ୟ ହୋଇଥିବା ଲୋକ ସଂଖ୍ୟା ଅଢ଼େଇ ଲକ୍ଷ ଅତିକ୍ରମ କରିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌…

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଜିପିଏଚ୍‌ ଡିଭିଜନ-୨ ଯନ୍ତ୍ରୀ

ଭୁବନେଶ୍ୱର,୨୦ା୧୦ (ବ୍ୟୁରୋ):ଭିଜିଲାନ୍ସ ଜାଲରେ ଫିସିଛନ୍ତି ଭୁବନେଶ୍ୱର ଜିପିଏଚ୍‌ ଡିଭିଜନ-୨ ଯନ୍ତ୍ରୀ ରବିନ୍ଦ୍ରନାଥ ପ୍ରଧାନ। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ…

ଆଇପିଏଲ୍‌ରେ ପ୍ରଥମ ଖେଳାଳି ଭାବେ ଲଗାତର ୨ ଶତକ ହାସଲ କଲେ ଧାଓ୍ବନ

ଦୁବାଇ, ୨୦।୧୦: ଶିଖର ଧାଓ୍ବନଙ୍କ ଶତକ ବଳରେ ମଙ୍ଗଳବାର ଏଠାରେ ଖେଳାଯାଇଥିବା ଆଇପିଏଲ୍‌ର ୩୮ତମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ୧୬୫ ରନର ଟାର୍ଗେଟ୍‌ କିଙ୍ଗ୍ସ ଇଲେଭେନ ପଞ୍ଜାବ…

ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ରାଶନକାର୍ଡ ମିଳିଲା

ଜୁନାଗଡ,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ୍‌ ଆଟିଗଁାର ଜ୍ୟୋତ୍ସ୍ନା ଦୀପ ନାମ୍ନୀ ଜଣେ ମହିଳାଙ୍କୁ ଜୁନାଗଡ ବିଧାୟକ ତଥା ରାଜ୍ୟ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ରାଶନ…

କୁକୁଡ଼ା ସହ ସମ୍ପର୍କ ରଖିଲେ ଯୁବକ, ସ୍ତ୍ରୀ କଲେ ଭିଡିଓ; ତାପରେ…

କୁକୁଡ଼ା ସହ ସମ୍ପର୍କ ରଖିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇ ଜଣେ ଯୁବକଙ୍କୁ ୩ ବର୍ଷ ଜେଲ ଦଣ୍ଡ ହୋଇଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଯୁବକଜଣଙ୍କ…

କିଏ ହେବ ବାଲେଶ୍ବର ବାଜିଗର ?

ଉପ ନିର୍ବାଚନ ପାଇଁ ପ୍ରଚାର ଜୋରଦାର, ମଇଦାନରେ ମୋଟ ୬ ଜଣ ପ୍ରାର୍ଥୀ। ତେବେ ବିଜେଡି , ବିଜେପି ଓ କଂଗ୍ରେସର ତିନିଜଣ ପ୍ରାର୍ଥୀ ପ୍ରଥମଥର ପାଇଁ…

୩ ଭଉଣୀଙ୍କୁ କାମୁଡ଼ିଲା ସାପ, ରାତି ସାରା ଚାଲିଲା ଝଡ଼ାଫୁଙ୍କା; ଆଉ ସକାଳେ…

ରାଞ୍ଚି, ୨୦।୧୦: ଝାଡ଼ଖଣ୍ଡର ସିମଡେଗାଠାରେ ସାପ କାମୁଡ଼ିବା ପରେ ଅନ୍ଧବିଶ୍ୱାସ ହେତୁ ୩ ଭଉଣୀଙ୍କ ଜୀବନ ଚାଲିଯାଇଛି। ରାତିରେ ଚଟାଣରେ ଶୋଇଥିବାବେଳେ ୩ ଭଉଣୀଙ୍କୁ ସାପ କାମୁଡ଼ିଥିଲା।…

‘ଆମେ ଭୁଲିବା ନାହିଁ ଲକ୍‌ଡାଉନ ଚାଲିଯାଇଛି, କିନ୍ତୁ ଭାଇରସ୍‌ ନୁହେଁ’

ନୂଆଦିଲ୍ଲୀ, ୨୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୁଣିଥରେ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ମୋଦି କହିଥିଲେ, ପାର୍ବଣ ଋତୁରେ ଆମେ ଭୁଲିଯିବା ଉଚିତ୍‌ ନୁହେଁ…