ବ୍ରିଟେନରେ ହେବ ଜଗନ୍ନାଥ ମନ୍ଦିର

ପୁରୀ ଅଫିସ,୧୯ା୧୦: ମହାପ୍ରଭୁ ହେଉଛନ୍ତି ଜଗତର ଠାକୁର। ତାଙ୍କ ମାୟାରେ ବନ୍ଧା ସମଗ୍ର ବିଶ୍ୱ। ମହାପ୍ରଭୁଙ୍କ ପ୍ରତି ଗଭୀର ଆସ୍ଥା ଓ ବିଶ୍ୱାସ ରଖିଥିବା ବହୁ ଜଗନ୍ନାଥପ୍ରେମୀ…

ପାକିସ୍ତାନରେ ବିଗୁଡିଛି ରାଜନୈତିକ ସ୍ଥିତି: ମରିୟମଙ୍କ ସ୍ୱାମୀ ଗିରଫ

ଇସ୍‌ଲାମାବାଦ,୧୯ ।୧୦: ପାକିସ୍ତାନରେ ବିଗିଡି ଚାଲିଛି ରାଜନୈତିକ ସ୍ଥିତି । ରବିବାର ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ବିରୋଧରେ ବିରୋଧି ଏକ ବଡ ରାଲି ବାହାର କରିଥିବା ବେଳେ…

ତିର୍ତ୍ତୋଲ ଉପନିର୍ବାଚନ: ୩ ଦଳ ଆଶାବାଦୀ, ଅସନ୍ତୁଷ୍ଟ ହେବେ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର ଅଫିସ, ୧୯।୧୦: ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୩ ତାରିଖରେ ହେବ ଉପନିର୍ବାଚନ। ଗତ ଶୁକ୍ରବାର ପ୍ରାର୍ଥତ୍ପତ୍ର ଦାଖଲ ସରିଛି। ପୂର୍ବତନ ବିଧାୟକ ବିଷ୍ଣୁ…

ବିରାଟ-ଅନୁଷ୍କାଙ୍କ ରୋମାଣ୍ଟିକ୍‌ ଫଟୋ ଉଠାଇଲେ ଏହି ପ୍ରସିଦ୍ଧ କ୍ରିକେଟର୍‌, ଦେଖିଲେ କହିବେ ସାବାସ୍‌

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଗର୍ଭବତୀ ଅଛନ୍ତି। ସେ ଏହି ସମୟକୁ ବେଶ୍‌ ଉପଭୋଗ କରୁଛନ୍ତି। ଗର୍ଭାବସ୍ଥାର ଅନୁଭବକୁ ନିଜ ପ୍ରଶଂସକଙ୍କ ସହ ବେଳେବେଳେ ଶେୟାର…

ବଜ୍ରକାପ୍ତା ର଼୍ୟାକେଟ ଧରାପଡ଼ିଲା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ)/: ସୋନପୁର (ନି.ପ୍ର)ରାଜ୍ୟରେ ଏବେ ବନ୍ୟଜନ୍ତୁ ଶିକାର ଅବାଧରେ ଚାଲିଛି। କରୋନା ମହାମାରୀଠାରୁ ଶିକାରି ଓ ଚାଲାଣକାରୀ ବେଶ୍‌ ସକ୍ରିୟ ହୋଇପଡିଛନ୍ତି। ବନ ବିଭାଗ ଓ ପୋଲିସର…

ପ୍ରଥମ ଦିନରେ ଶାନ୍ତିସ୍ତୂପ ବୁଲିଲେ ୧୫୦୦ପର୍ଯ୍ୟଟକ

ପୁରୁଣା ଭୁବନେଶ୍ୱର,୧୮ା୧୦: (ଡି.ଏନ୍‌.ଏ.)କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୭ମାସ ହେଲା ବନ୍ଦ ଥିବା ଶାନ୍ତିସ୍ତୂପ ଧଉଳି ଶୁକ୍ରବାରଠାରୁ ଖୋଲାଯାଇଛି। ପ୍ରଥମ ଦିନରେ ପ୍ରାୟ ୩୦୦ ପର୍ଯ୍ୟଟକ ଧଉଳି…

ପୂଜାରେ ଭାଙ୍ଗିବ ପରମ୍ପରା

ଭୁବନ, ୧୯।୧୦ (ବିପିନ ବିହାରୀ ସେଠୀ) : ସ୍ଥିତି ସ୍ବାଭାବିକ ଥିଲେ ଏତେବେଳକୁ ଆରମ୍ଭ ହୋଇସାରନ୍ତାଣି ଗହଳଚହଳ। ମେଢ଼, ମୂର୍ତ୍ତି, ସାଜସଜ୍ଜା ପାଇଁ ଚାଲିଥାନ୍ତା ପ୍ରତିଯୋଗିତା। ବଳଦଙ୍କୁ ନେଇ…

କଟକଣା ଭିତରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲୁ: ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଜୟନ୍ତ

ପୁରୀ ଅଫିସ,୧୯ା୧୦: କରୋନା କଟକଣାକୁ ପାଳନ କରି ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବାକୁ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ମତ ରଖିଛନ୍ତି। ଏ ନେଇ ସେ ରବିବାର…

ପୁଣି ବୁଡ଼ାଇବ: ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ବର୍ଷାଦିନ ଚାଲିଯିବା ପରେ ଗୋଟିଏ ପରେ ଗୋଟିଏ ଲଘୁଚାପ ରାଜ୍ୟକୁ ଭିଜେଇ ଚାଲିଛି। ସୋମବାର ସନ୍ଧ୍ୟା ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ…

ମୋହନବାଗାନକୁ ୭ ମାସ ପରେ ଆଇ-ଲିଗ୍‌ ଟ୍ରଫି

କୋଲକାତା, ୧୯ା୧୦ (ପି.ଟି.): ଆଇ-ଲିଗ୍‌ ଚାମ୍ପିୟନ ହେବାର ୭ ମାସ ପରେ ମୋହନବାଗାନକୁ ଶେଷରେ ଟ୍ରଫି ମିଳିଛି। ରବିବାର ଏଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ଦଳକୁ ଏହା…