ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ସରିଲା

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟରେ ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଶନିବାର ଶେଷ ହୋଇଛି। ପ୍ରଥମ କଟ୍‌ ଅଫ୍‌ ମାର୍କରେ ମନୋନୀତ ହୋଇଥିବା ଛତ୍ରୀଛାତ୍ରମାନେ ନାମ…

CORONAVIRUS UPDATE: ରାଜ୍ୟରେ ୨୦୧୯ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୨୦୧୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬୮୩୬୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ…

ନକଲି ଭିଡିଓ ଭାଇରାଲ ମାମଲା: ଅପମାନିତ କରିଛି ଓଟିଭି

ଭୁବନେଶ୍ୱର/କେନ୍ଦୁଝର,୧୮ା୧୦(ବ୍ୟୁରୋ/ସ୍ବ.ପ୍ର.): ୨୦୧୯ ସାଧାରଣ ନିର୍ବାଚନ ସମୟରେ କେନ୍ଦୁଝର ଲୋକ ସଭା ଆସନପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଚନ୍ଦ୍ରାଣୀ ମୁର୍ମୁଙ୍କ ନକଲି ଭିଡିଓ ଭାଇରାଲ କରାଯାଇଥିଲା। ଉକ୍ତ ଘଟଣାରେ ଓଟିଭି…

୩ ମାସରେ ସରିବ ଜମି ଅଧିଗ୍ରହଣ

ପୁରୀ ଅଫିସ,୧୮ା୧୦: ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଚୟ ପାଇବ ଶ୍ରୀକ୍ଷେତ୍ର। ଏଠାରେ ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା…

ଶିଳାନ୍ୟାସକୁ ୨ବର୍ଷ ବିତିଲା: ଅନିଶ୍ଚିତତାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ

ପୁରୀ ଅଫିସ,୧୮।୧୦: ସତ୍ୟବାଦୀର ବକୁଳବନରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭାଗ୍ୟ ଫିଟୁ ନାହିଁ। ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ପୂରଣ ହୋଇପାରୁ ନାହିଁ।…

ବଲିଆ ଗୁଳିକାଣ୍ଡ: ମୁଖ୍ୟ ଅଭିଯୁକ୍ତ ୩ ଦିନ ପରେ ଗିରଫ

ଲକ୍ଷ୍ନୌ, ୧୮।୧୦: ଉତ୍ତରପ୍ରଦେଶ ବଲିଆରେ ଘଟିଥିବା ଗୁଳିକାଣ୍ଡ ମାମଲାରେ ମୁଖ୍ୟ ଅଭିଯୁକ୍ତ ଧିରେନ୍ଦ୍ର ପ୍ରତାପ ସିଂଙ୍କୁ ୩ ଦିନ ପରେ ଏସ୍‌ଟିଏଫ୍‌ ଟିମ୍‌ ଗିରଫ କରିବାକୁ ସକ୍ଷମ…

ପଲିଥିନ ବ୍ୟବହାର ବଢୁଛି

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ପଲିଥିନ ପରିବେଶ ଉପରେ ଭୟଙ୍କର ପ୍ରତିକୂଳ ପ୍ରଭାବ ପକାଉଛି। ଏହାର ଭୟାବହତା ବେଳକୁ ବେଳ ଗମ୍ଭୀର ସ୍ଥିତି ସୃଷ୍ଟି କରି ଚାଲିଛି। ଗ୍ରାମଠାରୁ ସହର ପର୍ଯ୍ୟନ୍ତ…

ପ୍ରାର୍ଥୀଙ୍କ ବିଶ୍ୱାସ ଗର୍ଭସ୍ଥ ସନ୍ତାନ ଦେବ ବିଜୟ

ପାଟନା,୧୮ ।୧୦: ବିହାର ବିଧାନସଭା ନିର୍ବାଚନ ସମୟ ପାଖେଇ ଆସୁଥିବା ବେଳେ ସବୁ ପ୍ରାର୍ଥୀ ବିଜୟ ଲକ୍ଷ୍ୟ ହାସଲରେ ଲାଗି ପଡିଛନ୍ତି । ଏତିକିବେଳେ ଜେଡିୟୁର ଜଣେ…

ମାସ୍କ୍‌ ନ ପିନ୍ଧିଲେ ଜେଲଦଣ୍ଡ

କଲୋମ୍ବୋ, ୧୮।୧୦: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଶ୍ରୀଲଙ୍କାରେ କଡ଼ା ଆଇନ ଲାଗୁ କରାଯାଇଛି। ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ଯେ, ମାସ୍କ୍‌ ନ…

ସାତ ଶହ କରୋନା ସଂକ୍ରମିତ ପ୍ରସୂତିଙ୍କ ପ୍ରସବ କରାଇ ରେକର୍ଡ କଲା ମୁମ୍ବାଇର ଏକ ହସ୍ପିଟାଲ

ମୁମ୍ବାଇ,୧୮ ।୧୦: କରୋନା ମହାମାରୀ ସମୟରେ ସୁରକ୍ଷିତ ପ୍ରସବ ଉଭୟ ପ୍ରସୂତି ଓ ଡାକ୍ତରଙ୍କ ପାଇଁ ଚ୍ୟାଲେଞ୍ଜ ପାଲଟି ଯାଇଛି । ଏଥିରେ ଉଭୟ ମା’ ଓ…