କରୋନା ଆକ୍ରାନ୍ତ ହେଲେ ଏହି ଭାରତୀୟ ମହିଳା କ୍ରିକେଟର୍‌

ନୂଆଦିଲ୍ଲୀ, ୧୭।୧୦: ଭାରତୀୟ ମହିଳା କ୍ରିକେଟ୍‌ ଦଳର ଦ୍ରୁତ ବୋଲର ମାନସୀ ଜୋଶୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଆସନ୍ତା ମାସରେ ୟୁଏଇରେ ଖେଳାଯିବାକୁ ଥିବା ମହିଳା…

ଆଜି ଖୋଲିଲା ଅପରାଜିତା ଷଡ଼ଙ୍ଗୀଙ୍କ କାର୍ଯ୍ୟାଳୟ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଆଜି ଭାଜପା ନେତ୍ରୀ ତଥା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ କାର୍ଯ୍ୟାଳୟ ଖୋଲିଛି। ୮ ଦିନ ପରେ ବିଏମ୍‌ସି ଅଧିକାରୀ ଏବଂ ପୋଲିସ ଉପସ୍ଥିତିରେ ଏହି…

ଯୁବରାଜଙ୍କୁ ୬ଥର ଆଉଟ୍‌ କରିଥିବା ବୋଲର କ୍ରିକେଟ୍‌ରୁ ନେଲେ ଅବସର

କରାଚି, ୧୭।୧୦: ପାକିସ୍ତାନର ଜଣାଶୁଣା ଦ୍ରୁତ ବୋଲର ଉମର ଗୁଲ୍‌ କ୍ରିକେଟ୍‌ର ସମସ୍ତ ପ୍ରକାର ଫର୍ମାଟ୍‌ରୁ ଅବସର ନେଇଛନ୍ତି। ଘରୋଇ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ‘ନ୍ୟାଶନାଲ ଟି୨୦…

ଓଡ଼ିଶା: ଆଜିର ଫଟୋ (ଅକ୍ଟୋବର ୧୭, ୨୦୨୦)

ମୁହଁରେ ମାସ୍କ, ହାତରେ ଗୁଡ଼ି ଧରି କଟକ ରିଙ୍ଗବନ୍ଧ ରାସ୍ତାରେ ସାଇକେଲ ଚଳାଇ ଯାଉଛନ୍ତି ବାଳକ  ଭୁବନେଶ୍ୱର ବିଜୁ ପଟ୍ଟନାୟକ ଛକରେ ବିଦ୍ୟୁତ ଖୁଣ୍ଟରେ ଅସୁରକ୍ଷିତ ଭାବେ…

ସ୍ମିଥ୍‌ଙ୍କ ଅର୍ଦ୍ଧଶତକ; କୋହଲିଙ୍କ ସାମ୍ନାରେ ୧୭୮ ରନ ଲକ୍ଷ୍ୟ ରଖିଲା ରାଜସ୍ଥାନ

ଦୁବାଇ, ୧୭।୧୦: ଚଳିତ ଆଇପିଏଲ୍‌ର ୩୩ତମ ତଥା ଶନିବାର ଖେଳାଯାଇଥିବା ପ୍ରଥମ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ଓ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି।…

୭୦ ଚଢ଼େଇ ବଜାଉଛନ୍ତି ଗୀଟାର, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଚଢ଼େଇଙ୍କ କିଚିରିମିଚିରି ଶବ୍ଦ ନିଶ୍ଚିତ ଶୁଣିଥିବେ। ଚଢ଼େଇମାନଙ୍କ ଏହି ଶବ୍ଦ ବେଶ୍‌ ମନମୁଗ୍ଧକର। ମାତ୍ର ଚଢ଼େଇ କେବେ ଗୀଟାର ବଜାଇବା ଶୁଣିଛନ୍ତି କି? ଯଦି ନା ତେବେ…

ପୁରୀରେ ମୁଖ୍ୟମନ୍ତ୍ରୀ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର କଲେ ତଦାରଖ

ପୁରୀ ଅଫିସ,୧୭ା୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତରେ ଆସିଛନ୍ତି। ଶ୍ରୀମନ୍ଦିର ଐତିହ୍ୟ ନିରାପତ୍ତା ବଳୟ ମଧ୍ୟରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଅପରାହ୍ନରେ…

ଗବେଷଣା ସମୟରେ ଏହି ବୈଜ୍ଞାନିକମାନଙ୍କର ଘଟିଥିଲା ମୃତ୍ୟୁ

କୌଣସି ନୂଆ ଜିନିଷ ଉଦ୍ଭାବନ କରିବା ସହଜ କଥା କିମ୍ବା କାମ ନୁହେଁ। କିଛି ନୂଆ ଆବିଷ୍କାର ପାଇଁ ବୈଜ୍ଞାନିକମାନଙ୍କୁ ଶହ ଶହ ବର୍ଷ ମଧ୍ୟ ଲାଗିଥାଏ।…

ନିଜକୁ ଫିଟ୍‌ ରଖିବା ପାଇଁ କଙ୍ଗାରୁ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ…

ଗହଣା ଦୋକାନରୁ କୋଟିଏ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ଅଳଙ୍କାର ଲୁଟ୍‌ ଘଟଣା: ଚାରିଦିନ ପରେ ବି ଲୁଟେରାଙ୍କ ଟେର ପାଉନି ପୋଲିସ

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟସ୍ଥ ପୋଲିସ ଥାନା ଓ ଏସ୍‌ଡିପିଓ ଅଫିସ ପଛପଟ ଚାଙ୍ଗୁଡିଆପଦର ସାହିରେ ଥିବା ଏକ ଦୋକାନରୁ ମଙ୍ଗଳବାର ଲୁଟ୍‌ ହୋଇଥିଲା।…