କଟକଣା ମାନିଲେ, ଅରୁଣ ସ୍ତମ୍ଭ ପାଖକୁ ଗଲେନି

ପୁରୀ ଅଫିସ୍‌,୧୮ା୧୦: କରୋନା କଟକଣା ପାଇଁ ମାର୍ଚ୍ଚ ୨୦ରୁ ଶ୍ରୀମନ୍ଦିରକୁ ଭକ୍ତଙ୍କୁ ଛଡ଼ାଯାଉ ନାହିଁ। କିନ୍ତୁ ଅନେକ ସମୟରେ ବିଭିନ୍ନ ଦଳର ନେତା, ମନ୍ତ୍ରୀ ମହାପ୍ରଭୁଙ୍କ ଆଶିଷ…

ମିଳିତ ସୈନ୍ୟ ବାହିନୀ-ତାଲିବାନ ବିଦ୍ରୋହୀ ମୁହାଁମୁହିଁ

କାବୁଲ, ୧୮।୧୦: ଆଫଗାନିସ୍ତାନରେ ମିଳିତ ସୈନ୍ୟ ବାହିନୀ ଏବଂ ତାଲିବାନ ବିଦ୍ରୋହୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୭ ସୈନ୍ୟ ନିହତ ହୋଇଥିବାବେଳେ ୫ ତାଲିବାନ ବିଦ୍ରୋହୀଙ୍କ ମୃତ୍ୟୁ…

କରୋନା ଆକ୍ରାନ୍ତଙ୍କ ପତ୍ତା ମିଳୁନି

କଟକ ଅଫିସ,୧୮ା୧୦: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ବାରଦା ଗ୍ରାମର ଜଣେ ୭୨ ବର୍ଷୀୟ ବ୍ୟକ୍ତି ଜିଲା ମୁଖ୍ୟ ଚିକିତ୍ସାଳୟରେ ଗତ ୨୯ ତାରିଖରେ କରୋନା…

୨୦୦ ହେଲାନି, ଏବେ ୨୦୦୦ ଉପରେ ଆଖି: ପୂର୍ବପରି ଖତ ଖାଇଯିବା ନେଇ ଆଶଙ୍କା

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜଧାନୀରେ ରାହାଗିରି କାର୍ଯ୍ୟକ୍ରମ ଚାଲିଥିବା ସମୟରେ ୨୦୧୬ରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)କୁ ୨ଟି ସଂସ୍ଥା ସିଏସ୍‌ଆର୍‌ ଫଣ୍ଡ୍‌ରୁ ୨୦୦ ସାଇକେଲ ପ୍ରଦାନ କରିଥିଲେ। ଏବେ…

ବେଳାଭୂମିରେ କରୋନା ବିଜୟୀଙ୍କ ଯୋଗ

ପୁରୀ ଅଫିସ,୧୮ା୧୦: ପୁରୀ ବେଳାଭୂମିରେ ଜିଲା ପ୍ରଶାସନ ପକ୍ଷରୁ ଏକ ନିଆରା କାର୍ଯ୍ୟକ୍ରମ ମୋ ବିଚ୍‌ ଯୋଗ ଅନୁଷ୍ଠିତ ହୋଇଛି। ତାହା ପୁଣି କରୋନା ବିଜୟୀଙ୍କୁ ନେଇ…

ଅନ୍‌ଲାଇନରେ ପାଠ ପଢି ପାରୁ ନ ଥିବା ପିଲାଙ୍କୁ ଶିକ୍ଷାଦାନ କରୁଛନ୍ତି କନଷ୍ଟେବଳ

ନୂଆଦିଲ୍ଲୀ,୧୮ ।୧୦: କରୋନା ମହାମାରୀ ପରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଏବେ ପିଲାମାନଙ୍କୁ ଅନ୍‌ଲାଇନରେ ପାଠପଢାଯାଉଛି । ଏତିକି ବେଳେ ଅନ୍ୟମାନଙ୍କ ପାଇଁ ଉଦାହରଣ…

ହସ୍ପିଟାଲରେ ଥର୍ମାଲ ସ୍କ୍ରିନିଂ ଓ ସାନିଟାଇଜ୍‌ ହେଉନାହିଁ

ପୁରୁଣା ଭୁବନେଶ୍ୱର,୧୮ା୧୦(ଡି.ଏନ୍‌.ଏ.): କୋଭିଡ୍‌-୧୯ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେଜଣ ଅଧିକାରୀ ଓ କର୍ମଚାରୀଙ୍କ ଖାମଖିଆଲି ଯୋଗୁ ହସ୍ପିଟାଲରେ ଅନେକ ସମୟରେ…

ଏସ୍‌ସିବି ଆଇସୋଲେଶନ ୱାର୍ଡ: କରୋନା ରୋଗୀଙ୍କୁ ମିଳୁନି ଉନ୍ନତମାନର ଖାଦ୍ୟ

କଟକ ଅଫିସ,୧୮ା୧୦: ଏସ୍‌ସିବି ମେଡିକାଲରେ କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା ପାଇଁ ଗତ ମାର୍ଚ୍ଚରେ ଆଇସୋଲେଶନ ୱାର୍ଡ ଖୋଲାଯାଇଥିଲା। ପ୍ରଥମ ୨ ମାସ ଏଠାରେ ରୋଗୀ ସଂଖ୍ୟା କମ୍‌…

ମା’ ବିରଜାଙ୍କ ରଥଯାତ୍ରା ଆରମ୍ଭ

ଯାଜପୁର ଟାଉନ,୧୮।୧୦(ଡି.ଏନ.ଏ.): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ରଥଯାତ୍ରା ଶନିବାର ସନ୍ଧ୍ୟାରେ ଆରମ୍ଭ ହୋଇଛି। ଚଳିତ ବର୍ଷ ଏହି ରଥଯାତ୍ରା ୯ଦିନ ପରିବର୍ତ୍ତେ ୮ଦିନ ହେବ। ଅକ୍ଟୋବର…

ଚାଇନାକୁ ଘାରିଛି ତାଇଓ୍ବାନ ଆକ୍ରମଣ ଭୟ: ଉପକୂଳ ଅଞ୍ଚଳରେ ମୁତୟନ କଲା କ୍ଷେପଣାସ୍ତ୍ର

ବେଜିଂ, ୧୮।୧୦: ଚାଇନାକୁ ଏବେ ତାଇଓ୍ବାନ ଆକ୍ରମଣ ଭୟ ଘାରିଛି। ସୁରକ୍ଷା ଦୃଷ୍ଟିରୁ ଚାଇନା ଦକ୍ଷିଣ ପୂର୍ବ ଉପକୂଳବର୍ତ୍ତୀ ଅଞ୍ଚଳରେ କ୍ଷେପଣାସ୍ତ୍ର ମୁତୟନ କରିଛି। ତାଇଓ୍ବାନ ଏବଂ…