ଥକି ପଡିଲେଣି ନୀତୀଶ: ତେଜସ୍ୱୀ ଯାଦବ

ପାଟନା,୧୬ ।୧୦: ବିହାର ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ଆଉ ଅଳ୍ପ ଦିନ ବାକି ରହିଛି । ଆଉ ଏହାରି ମଧ୍ୟରେ ସବୁ…

ପିତା ହେବା ପୂର୍ବରୁ ଏହି ଖେଳାଳିଙ୍କଠାରୁ ଶିକ୍ଷା ନେବାକୁ ଚାହୁଁଛନ୍ତି କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆସନ୍ତା ବର୍ଷ ଜାନୁଆରୀରେ ପିତା ହେବାକୁ ଯାଉଛନ୍ତି। ଏହାପୂର୍ବରୁ ଖେଳ ଏବଂ ପିତା ହେବା ଦାୟିତ୍ୱକୁ ଭଲ ଭାବେ…

ସରପଞ୍ଚଙ୍କୁ ହାଣିଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୧୬ା୧୦(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରପଞ୍ଚ ହରିହର ନନ୍ଦଙ୍କୁ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ଅତର୍କିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ସରପଞ୍ଚଙ୍କ ଡାହାଣ ହାତ…

ମାଟି ବେଉସାରେ ଜୀବନ

ଖଣ୍ଡପଡ଼ା,୧୬ା୧୦(ସ୍ବ.ପ୍ର.): କରୋନାଜନିତ ଲକ୍‌ଡାଉନ ଓ ଶଟ୍‌ଡାଉନ ଯୋଗୁ ଗତ ୭ମାସ ହେଲା ଅଧିକାଂଶ ଲୋକ କାମଧନ୍ଦା ହରାଇଛନ୍ତି। ଏପରି ସମୟରେ ପେଟ ପୋଷିବା ପାଇଁ ଖଣ୍ଡପଡ଼ା ବ୍ଲକ…

ମା’ବାପାଙ୍କୁ ଧମକ ଦେଇଥିଲେ କରୀନା: ଜାଣନ୍ତୁ କ’ଣ ପାଇଁ….

ବଲିଉଡ୍‌ର ସବୁଠାରୁ ଲୋକପ୍ରିୟ ଯୋଡିଙ୍କ ମଧ୍ୟରୁ ଅନ୍ୟତମ କରୀନା କପୁର, ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ଯୋଡି। ଆଜି ଅର୍ଥାତ୍‌ ଅକ୍ଟୋବର ୧୬ ହେଉଛି ଏହି ଯୋଡିଙ୍କର ୮ତମ…

ଦେଶରେ ଅଛନ୍ତି ମାତ୍ର ୨ ରାଜ୍ୟପାଳ: ସଞ୍ଜୟ

ମୁମ୍ବାଇ,୧୬ ।୧୦: ଶିବସେନା ଏମ୍‌ପି ସଞ୍ଜୟ ରାଉତ ପୁଣିଥରେ ମହାରାଷ୍ଟ୍ର ରାଜ୍ୟପାଳଙ୍କୁ ଟାର୍ଗେଟ କରିଛନ୍ତି । ମହାରାଷ୍ଟ୍ରରେ ମନ୍ଦିର ଖୋଲିବାକୁ ନେଇ ରାଜ୍ୟପାଳ ଭଗତ ସିଂ କୋଶୟାରି…

ପାକିସ୍ତାନୀ ସେନା ଅଧିକାରୀଙ୍କ କବରକୁ ସାଇତି ରଖିଛି ଭାରତୀୟ ସେନା

ଶ୍ରୀନଗର,୧୬।୧୦:ଭାରତୀୟ ସେନା ପୁଣି ଏକ ମହାନତାର ପରିଚୟ ଦେଇଛି। ଜମ୍ମୁ-କଶ୍ମୀରର ନୌଗାମ ସେକ୍ଟରରେ ଥିବା ଜଣେ ପାକିସ୍ତାନ ଅଧିକାରୀଙ୍କ କବରର ମରାମତି କାର୍ଯ୍ୟ କରିଛି ଭାରତୀୟ ସେନା।…

ଫ୍ୟାଶନ ଡିଜାଇନ ଛାତ୍ର ପ୍ରସ୍ତୁତ କଲେ ଭିନ୍ନ ପିପିଇ କିଟ୍‌: ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ଗାନ୍ଧୀନଗର,୧୬ା୧୦: ନବରାତ୍ରି ଗର୍‌ବା ବା ଦାଣ୍ଡିଆ ବିନା ଯେପରି ଅଧୁରା ରହିଥାଏ। ବିଶେଷକରି ଗୁଜରାଟରେ ନବରାତ୍ରି ୯ ଦିନ ପର୍ଯ୍ୟନ୍ତ ଗର୍‌ବା ଉତ୍ସବ ପାଳନ କରାଯାଇଥାଏ। ଚଳିତବର୍ଷ…

ତପ୍ତପାଣି ଘାଟିରେ ଓଲଟିଲା କଲେଜ ବସ୍‌: ଓଜେଇଇ ପରୀକ୍ଷାର୍ଥୀ ଗୁରୁତର

ଦିଗପହଣ୍ଡି,୧୬।୧୦(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ୩୨୬ନଂ ଜାତୀୟ ରାଜପଥ ତପ୍ତପାଣି ଘାଟିରେ ଘଟିଛି ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୨୫ରୁ ଊର୍ଦ୍ଧ୍ବ ଓଜେଇଇ ପରୀକ୍ଷାର୍ଥୀ ଆହାତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ…

ସରକାରୀ ଅଧିକାରୀଙ୍କ ଆଗରେ ଜଣେ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା

ଲକ୍ଷ୍ନୌ,୧୬।୧୦: ପୂର୍ବ ଉତ୍ତର ପ୍ରଦେଶର ବଲିଆରେ ଏକ ଗୁଳିକାଣ୍ଡ ଘଟିଛି। ସରକାରୀ ଅଧିକାରୀଙ୍କ ଆଗରେ ଜଣେ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ…