CORONAVIRUS UPDATE: ରାଜ୍ୟରେ ପୁଣି ୨୧୩୮ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଲା

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): ଶୁକ୍ରବାର ପୁଣି ୨୧୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଛି। ଏେ ନଇ…

୧୫ ସହରରେ ସ୍ବୟଂକ୍ରିୟ ବାୟୁ ପ୍ରଦୂଷଣ ପରିଚାଳନା ଷ୍ଟେଶନ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ରାଜ୍ୟର ୧୫ଟି ବାୟୁ ପ୍ରଦୂଷଣ ସମ୍ବେଦନଶୀଳ ସହରରେ ପ୍ରଦୂଷଣ ମାପିବା ପାଇଁ ସ୍ବୟଂକ୍ରିୟ ବାୟୁ ପ୍ରଦୂଷଣ ପରଚିାଳନା ଷ୍ଟେଶନ ସ୍ଥାପନ ହେବ। କଟକ, ବାଲେଶ୍ୱର, କେନ୍ଦୁଝର,…

ଆଜିଠୁ ଭୁବନେଶ୍ୱରରେ ତୃତୀୟ ସେରୋ ସର୍ଭେ

ଭୁବନେଶ୍ୱର,୧୬।୧୦ (ବ୍ୟୁରୋ): ଭୁବନେଶ୍ୱରରେ ୧୬ ତାରିଖ ଶୁକ୍ରବାରଠାରୁ ସହରରେ ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ ଆରମ୍ଭ ହେବ। ଆର୍‌ଏମ୍‌ଆର୍‌ସି ସହଯୋଗରେ ୩ଦିନ ଧରି ୨୫ ଓ୍ବାର୍ଡରେ ଏହି…

ବିଦ୍ୟୁତ୍‌ ଦର ବୃଦ୍ଧିର ପ୍ରତିବାଦ: ୨୨ ପର୍ଯ୍ୟନ୍ତ ୧୫ମିନିଟ୍‌ ଲାଇନ ବନ୍ଦ ରଖିବାକୁ ନିବେଦନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ବିଦ୍ୟୁତ୍‌ ନିୟାମକ ଆୟୋଗ ହଠାତ୍‌ ୨୦ ପଇସା ବିଦ୍ୟୁତ୍‌ ଦର ବୃଦ୍ଧି କରିଛନ୍ତି। ଏହାକୁ କଂଗ୍ରେସ, ସିପିଆଇ, ସିପିଆଇ(ଏମ୍‌ଏଲ୍‌), ସମାଜବାଦୀ…

ଚିତ୍ର ଏକ, ଲକ୍ଷ୍ୟ ଅନେକ

ଭୁବନେଶ୍ୱର, ୧୬ା୧୦(ବ୍ୟୁରୋ): ଓଡ଼ିଶାର କଳା, ସଂସ୍କୃତି, ପରମ୍ପରା ଓ ବନ୍ୟଜନ୍ତୁଙ୍କୁ ଜାତୀୟସ୍ତରରେ ପହଞ୍ଚାଇବାକୁ ଅଣ୍ଟା ଭିଡ଼ିଛନ୍ତି ଆଉଜଣେ ଓଡ଼ିଆ। ନିଜ ଦକ୍ଷତା ଓ ଅଭିନବ ଚିନ୍ତାଧାରା ମାଧ୍ୟମରେ…

ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗ : ‘ମହାପ୍ରଭୁଙ୍କ ନୀତିକାନ୍ତି ପ୍ରଭାବିତ ସ୍ଥିତି ନ ଉପୁଜୁ’

ପୁରୀ ଅଫିସ,୧୬ା୧୦: କରୋନା ବିପଦ ଟଳିନାହିଁ। ଆଗକୁ ଶୀତଋତୁରେ ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ଥିବାରୁ ଏଥିପ୍ରତି ହେୟଜ୍ଞାନ କଲେ ସ୍ଥିତି ପୁଣି ସଙ୍ଗିନ ହୋଇପାରେ। କାର୍ତ୍ତିକ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଶୁକ୍ରବାର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଅନେକ ପ୍ରଶଂସକ ତାଙ୍କୁ ଶୁଭେଚ୍ଛୀ ଜଣାଇଛନ୍ତି। ପ୍ରଧନମନ୍ତ୍ରୀ…

୭୫ରେ ନବୀନ: ଦୂରଦର୍ଶୀ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ ଓ ଅଦ୍ୱିତୀୟ। ସ୍ବଚ୍ଛ ଭାବମୂର୍ତ୍ତି ତାଙ୍କୁ ଓଡ଼ିଶା ରାଜନୀତିରେ ଜଣେ ଜନପ୍ରିୟ ନେତା ଭାବେ ପରିଚିତ କରାଇଛି। ଦୁଇ ଦଶନ୍ଧି ଧରି…

ସରଳ ସ୍ବଭାବ, ଅସାଧାରଣ ବ୍ୟକ୍ତିତ୍ୱ

ନବୀନ ପଟ୍ଟନାୟକ ୧୯୪୬ ଅକ୍ଟୋବର ୧୬ରେ କଟକରେ ଜନ୍ମଗ୍ରହଣ କରିଥିଲେ। ପିଲାଟି ବେଳୁ ସେ ବାହାରେ ରହି ପଢ଼ିଥିଲେ। ପ୍ରଥମେ ଡେହରାଡୁନର ୱେଲହମ୍‌ ବାଳକ ବିଦ୍ୟାଳୟ ଏବଂ…

ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ବ୍ୟାଟ୍‌ ଚୋରାଇବାକୁ ଚାହୁଁଛନ୍ତି ଏବି ଡି ଭିଲିୟର୍ସ

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଏବଂ ଦକ୍ଷିଣ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଏବି ଡିଭିଲିୟର୍ସ କ୍ରିକେଟ୍‌ ଦୁଇ ବଡ ନାମ। ଆଇପିଏଲ ୨୦୨୦ରେ ଏହି…