କୋହଲିଙ୍କ ପାଇଁ ପ୍ରେରଣା ମେରୀକମ୍‌

ନୂଆଦିଲ୍ଲୀ, ୧୬ା୧୦ (ପି.ଟି.)-ପିତୃତ୍ୱ ଲାଭ କଲେ ଏହା ତାଙ୍କ ଖେଳକୁ ପ୍ରଭାବିତ କରିବ ନାହିଁ ତ ଏହି ଦ୍ୱନ୍ଦ୍ୱରେ ଥିଲେ ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି।…

କଟକଣା ଢିଲା ହେଲେ ଜିଲାକୁ ବିପଦ

ଅନୁଗୋଳ ଅଫିସ, ୧୬ା୧୦ ସପ୍ତାହେ ପରେ ଦୁର୍ଗା ପୂଜା। ଏଣେ ଅନୁଗୋଳ ଜିଲାରେ ଦ୍ରୁତଗତିରେ ବଢ଼ିଚାଲିଛି କରୋନା ସଂକ୍ରମଣ। ଦୈନିକ ୨ଶହରୁ ଅଧିକ ପଜିଟିଭ୍‌ ବାହାରୁଛନ୍ତି ଜିଲାରୁ।…

ଜନ୍ମ ହେବାପରେ ଡାକ୍ତରଙ୍କ ମୁହଁରୁ ମାସ୍କ କାଢ଼ିଲା ନବଜାତ

ନୂଆଦିଲ୍ଲୀ, ୧୫।୧୦: କରୋନା ମହାମାରୀ ହେତୁ ସମସ୍ତ ଲୋକଙ୍କୁ ସତର୍କତା ଅବଲମ୍ବନ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ମାସ୍କ ପରିଧାନ କରିବା ସହିତ ସାମାଜିକ ଦୂରତା ବଜାୟ…

ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଯଶୋମତୀଙ୍କୁ ୩ ମାସ ଜେଲ ଦଣ୍ଡ

ମୁମ୍ବାଇ, ୧୫।୧୦: ମହାରାଷ୍ଟ୍ର ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଯଶୋମତୀ ଠାକୁରଙ୍କୁ ଅମରାବତୀ କୋର୍ଟ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ଉପରକୁ…

ଅଜୟଗଡ ଘାଟିରେ ଧସିଲା ପାହାଡ

ପାରଳାଖେମୁଣ୍ଡି,୧୫ା୧୦(ସ୍ବ.ପ୍ର.)- ଗଜପତି ଜିଲା ପାରଳାଖେମୁଣ୍ଡି ଠାରୁ ଅଜୟଗଡ ମୁଖ୍ୟ ରାସ୍ତା ନାମନାଗଡ ନିକଟ ଅଜୟଗଡ ଘାଟିରେ ବୁଧବାର ରାତିରେ ପାହାଡ ଧସିଛି। ଫଳରେ ଗୁମ୍ମା ବ୍ଲକର ୩…

ଘରୁ ଡାକି ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

କବିସୂର୍ଯ୍ୟନଗର,୧୫ା୧୦(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ବାଉଁଶିଆ ପଞ୍ଚାୟତ ସମିତି ସଭ୍ୟାଙ୍କ ସ୍ବାମୀ ନିରଞ୍ଜନ ଗୌଡ଼ଙ୍କୁ ଗତକାଲି ରାତିରେ ୩ଜଣ ଅଜଣା ଯୁବକ ଘରୁ ଡାକି ନେଇ…

ଘର ଭାଙ୍ଗିଲେ, ଫସଲ ନଷ୍ଟ କଲେ ହାତୀପଲ

ଚିତ୍ରଡ଼ା,୧୫ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ବେତନଟୀ ରେଞ୍ଜ ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତରେ ହାତୀ ଉପଦ୍ରବ ଦେଖାଦେଇଛି। ଏହି ପଞ୍ଚାୟତ ଅନ୍ତର୍ଗତ ଭୋଳଘାଟି ଗ୍ରାମର ଲକ୍ଷ୍ମୀଧର ମହାନ୍ତଙ୍କ…

ମଧ୍ୟପ୍ରଦେଶ : ବିଷାକ୍ତ ମଦ ପିଇ ଚାଲିଗଲା ୧୧ ଜଣଙ୍କ ଜୀବନ

ଭୋପାଳ, ୧୫।୧୦-ବିଷାକ୍ତ ମଦ ପିଇ ୧୧ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏପରି ଘଟଣା ମଧ୍ୟପ୍ରଦେଶର ଉଜ୍ଜୟୀନ ସହରରେ ଦେଖିବାକୁ ମିଳିଛି। ବୁଧବାର ରାତିରେ ୭ ଜଣ…

ଓଡ଼ିଶା: ଆଜିର ଫଟୋ (ଅକ୍ଟୋବର ୧୫, ୨୦୨୦)

ଅନୁଗୁଳ ସହରରେ ବର୍ଷା ପାଣି ବୁନ୍ଦା ବୁଢ଼ିଆଣୀ ଜାଲ ଉପରେ ପଡି ଜାଲଟି ହୀରା ପରି ଝଲସି ଉଠୁଛି ଜଣେ ଶିଶୁ ତାଙ୍କର ଦୃଷ୍ଟିହୀନ ପିତାମାତାଙ୍କୁ ଭୁବନେଶ୍ୱରର…