କୋଏମ୍ୟାନ ବାର୍ସିଲୋନାର ନୂଆ କୋଚ୍‌

ବାର୍ସିଲୋନା, ୨୦।୮(ଏପି)- ନେଦରଲାଣ୍ଡ୍ସର ରୋନାଲ୍ଡ କୋଏମ୍ୟାନ ବାର୍ସିଲୋନାର ନୂଆ କୋଚ୍‌ ନିଯୁକ୍ତ ହୋଇଛନ୍ତି। ବୁଧବାର ଏହା କ୍ଲବ ପକ୍ଷରୁ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ଚାମ୍ପିୟନ୍ସ ଲିଗ୍‌ର କ୍ୱାର୍ଟର…

ପିପିପିରେ ଚାଲିବ ଆଉ ୩ ବିମାନ ବନ୍ଦର

ନୂଆଦିଲ୍ଲୀ,୨୦।୮: ଦେଶର ଆଉ ୩ ବିମାନ ବନ୍ଦର ପବ୍ଲିକ ପ୍ରାଇଭେଟ୍‌ ପାର୍ଟନରଶିପ(ପିପିପି) ବା ସରକାରୀ ଘରୋଇ ସହଭାଗିତାରେ ପରିଚାଳିତ ହେବ। ଏହି ବିମାନ ବନ୍ଦରଗୁଡିକ ମଧ୍ୟରେ ଗୁଆହାଟୀ,…

୬ ସ୍ଥାୟୀ ମନ୍ଦିରରେ ପୂଜା ପାଇବେ ଗଜାନନ: ବୁଢ଼ା, ଟୋକା, ପିଲା, କାଞ୍ଚନ, ଛୁଆ ବେଶରେ ଦର୍ଶନ ଦେବେ

ଭଦ୍ରକ ଅଫିସ,୨୦ା୮- ଆସନ୍ତା ଶନିବାର ଗଣେଶ ପୂଜା। ଜିଲାରେ ମାତ୍ର ୬ଟି ସ୍ଥାୟୀ ମନ୍ଦିରରେ ପୂଜା ପାଇବେ ଗଜାନନ। କୋଭିଡ୍‌ କଟକଣା ମଧ୍ୟରେ ଏହି ପୂଜା ଆୟୋଜନ…

୨୦୨୩ ବିଶ୍ୱକପ ପର୍ଯ୍ୟନ୍ତ ଖେଳିବାକୁ ଚାହାନ୍ତି ଏହି ଅଷ୍ଟ୍ରେଲୀୟ ଖେଳାଳି

ମେଲବୋର୍ନ, ୧୯।୮(ପି.ଟି.)- କୋରୋନ ଭାଇରସ ସଂକ୍ରମଣ ଜନିତ ବ୍ରେକ୍‌ ଯୋଗୁ ଅଷ୍ଟ୍ରେଲିଆର ସୀମିତ ଓଭର କ୍ରିକେଟ ଅଧିନାୟକ ଆରୋନ ଫିଞ୍ଚ୍‌ ୨୦୨୩ ଆଇସିସି ବିଶ୍ୱକପ ପର୍ଯ୍ୟନ୍ତ ଖେଳିବାକୁ…

ବିବାହିତ ପ୍ରେମିକାକୁ ଭେଟିବାକୁ ଯାଇଥିବା ପ୍ରେମିକକୁ ହତ୍ୟା

ଫତେହପୁର, ୧୯।୮: ଅଧରାତିରେ ବିବାହିତ ପ୍ରେମିକାକୁ ଭେଟିବାକୁ ଯାଇଥିବା ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଏହାପରେ ଯୁବକଙ୍କ ମା’ଙ୍କ ଅଭିଯୋଗକ୍ରମେ ପୋଲିସ ପ୍ରେମିକା, ତାଙ୍କ ଶ୍ୱଶୁର ଓ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ରାଜ୍ୟରେ ବୁଧବାର ପୁଣି ୧୬୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୩୨୪ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୬୫, ଗଜପତିରୁ ୧୨୭, କଟକରୁ…

୨୫ ହଜାର ଟଙ୍କା ସହ ସୁନା ଗହଣା ନେଇଗଲେ ମାଙ୍କଡ଼ ପଲ

ଚେନ୍ନାଇ, ୧୯।୮: ତାମିଲନାଡ଼ୁରୁ ଏକ ନିଆରା ମାମଲା ସାମ୍ନାକୁ ଆସିଛି। ଯେଉଁଠାରେ ଏକ ମାଙ୍କଡ଼ ପଲ ଜଣେ ୭୦ ବର୍ଷୀୟା ବୃଦ୍ଧାଙ୍କ ଘରେ ପଶି ନଗଦ ୭୦…

କାର୍‌ରେ ପ୍ରେସ୍‌ ଲେଖି କରୁଥିଲେ ଗଞ୍ଜେଇ ଚାଲାଣ: ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଫୁଲବାଣୀ ଅଫିସ, ୧୯ା୮- କନ୍ଧମାଳ ଜିଲାରେ ଚୋରା ବ୍ୟବସାୟୀମାନେ ବିଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ କରୁଛନ୍ତି। ସେପଟେ ଜିଲା ଚାରିପଟେ କରୋନା ପାଇଁ ଚେକିଂ କଡାକଡି କରାଯାଉଛି।…

ସ୍ବଦେଶ ଫେରିିଲା ପଣ୍ଡିତ ଯଶରାଜଙ୍କ ପାର୍ଥିବ ଶରୀର

ମୁମ୍ବାଇ,୧୯।୮: ଶାସ୍ତ୍ରୀୟ ସଙ୍ଗୀତର ପ୍ରସିଦ୍ଧ ଗାୟକ ପଣ୍ଡିତ ଯଶରାଜଙ୍କ ଅଗଷ୍ଟ ୧୭ରେ ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା। ଆମେରିକାର ନ୍ୟୁ…