ଗାଁରେ ପଶିଲା ନାଳପାଣି: ୨ ଦିନ ହେଲା ଲୋକେ ଜଳବନ୍ଦୀ

ଦିଗପହଣ୍ଡି,୧୪।୧୦(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଜାରିରହିଛି । ବର୍ଷା ପ୍ରଭାବରେ ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗାଁ ବୋଇରାଣୀ ନାଳର ବଢ଼ିପାଣି ନିଷ୍କାସନ…

ବିଶିଷ୍ଟ କୁଚିପୁଡି ନୃତ୍ୟଶିଳ୍ପୀ ଶୋଭା ନାଇଡୁଙ୍କ ପରଲୋକ

ନୂଆଦିଲ୍ଲୀ,୧୪।୧୦-ବିଶିଷ୍ଟ କୁଚିପୁଡି ନୃତ୍ୟଶିଳ୍ପୀ ତଥା ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶୋଭା ନାଇଡୁ(୬୪)ଙ୍କ ବୁଧବାର ପରଲୋକ ହୋଇଯାଇଛି। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ…

ବିନା କାରଣରେ ଷଣ୍ଢକୁ ପିଟିଲେ ବୃଦ୍ଧ, ଷଣ୍ଢ ଦେଲା ପାଲଟା ଜବାବ; ଭିଡିଓ ଦେଖିଲେ ହସିହସି ଗଡ଼ିବେ

ପୂର୍ବରୁ କୁକୁର ଏବଂ ବିଲେଇଙ୍କ ଖୁବ୍‌ ସୁନ୍ଦର ସୁନ୍ଦର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି, ଯାହା ହସର ଖୋରାକ ଯୋଗାଇଛି। ମାତ୍ର ଏବେ ଏକ ରାଗି…

କୋରାପୁଟରୁ ୩୧ ନୂଆ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୬୭୩୧କୁ ବୃଦ୍ଧି

କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରୁ ବୁଧବାର ଆଉ ୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୩୧କୁ ବୃଦ୍ଧି…

ନିଜର ଏହି ଭୁଲ ପାଇଁ କ୍ୟାମେରାକୁ ଦେଖି ଲୁଚିଲେ ଶିଳ୍ପା ଶେଟ୍ଟୀ

କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ଉଠିବା ପରେ ଏବେ ସବୁଆଡେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ କଳାକାରଙ୍କ ପର୍ଯ୍ୟନ୍ତ…

ରାଶିଫଳ: ଗୁରୁବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ କର୍ମଭାବସ୍ଥ ଶନି ହେତୁ ଆପଣ କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିପାରିବେ। ବିବାଦୀୟ ପରିସ୍ଥିତିରେ ଅନ୍ୟ ଲୋକମାନଙ୍କ ଆଗରେ ମୁଣ୍ଡ ନୁଆଁଇ ନ…

ବରଗଡ଼ରୁ ୯୦ ନୂଆ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୭୬୯୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୪।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବୁଧବାର ଜିଲାରେ ପୁଣି ୯୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ…

ବିନା ଡ୍ରାଇଭରରେ ରାସ୍ତାରେ ଦ୍ରୁତ ଗତିରେ ଚାଲୁଛି କାର୍‌, ଦେଖନ୍ତୁ ଏହି ଭିଡିଓ

ଟେସଲା କମ୍ପାନୀ ଅଟୋ ପାଇଲଟ କାର୍‌ ପାଇଁ ବିଶ୍ୱପ୍ରସିଦ୍ଧ। ଏଭଳି ଟେକ୍ନୋଲୋଜି ଥିବା ଏକ କାର୍‌ ଏପର୍ଯ୍ୟନ୍ତ ଭାରତକୁ ଆସିନାହିଁ। ମାତ୍ର ସୋସିଆଲ ମିଡିଆରେ ଆଜିକାଲି ଏହି…

ଅତିଥି ଚରିତ୍ର ପାଇଁ ବଲିଉଡ୍‌ର ସବୁଠାରୁ ଦାମୀ ଅଭିନେତ୍ରୀଙ୍କ ଫିସ୍‌ଠାରୁ ୭ କୋଟି ଅଧିକ ନେଉଛନ୍ତି ଏହି ଅଭିନେତା

ଖିଲାଡି ହିରୋ ଅକ୍ଷୟ କୁମାର ବଲିଉଡ୍‌ର ସବୁଠାରୁ ବ୍ୟସ୍ତ କଳାକାରଙ୍କ ମଧ୍ୟରୁ ଜଣେ। ତାଙ୍କ ହାତରେ ବର୍ତ୍ତମାନ ଅନେକ ପ୍ରଜେକ୍ଟ ରହିଛି। ଏଥିରେ ଆନନ୍ଦ ଏଲ୍‌ଙ୍କ ନିର୍ଦ୍ଦେଶିତ…

ଚିନ୍ମୟାନନ୍ଦଙ୍କୁ ଆଶ୍ୱସ୍ତି: କୋର୍ଟରେ ମନ୍ତବ୍ୟ ବଦଳାଇଲେ ବଳାତ୍କାର ଅଭିଯୋଗ ଆଣିଥିବା ଛାତ୍ରୀ

ଲକ୍ଷ୍ନୌ, ୧୪।୧୦: ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ରୀୟ ମନ୍ତ୍ରୀ ଚିନ୍ମୟାନନ୍ଦ ଓରଫ୍‌ କୃଷ୍ଣପାଳ ସିଂଙ୍କୁ ବଳାତ୍କାର ମାମଲାରେ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ବଳାତ୍କାର ଅଭିଯୋଗ…