ସୁରକ୍ଷା ପାଇଁ ସାମଗ୍ରୀ ନାହିଁ

ଅନୁଗୋଳ ଅଫିସ, ୧୨।୧୦:  କରୋନା ବିରୋଧୀ ଯୁଦ୍ଧରେ ଆଗ ଧାଡ଼ିରେ ଅଛନ୍ତି ଡାକ୍ତର ଓ ଡାକ୍ତରଖାନା କର୍ମଚାରୀ। ଏମାନଙ୍କ ସୁରକ୍ଷା ପାଇଁ ସରକାର ସମସ୍ତ ବ୍ୟବସ୍ଥା କରିଥିବା…

କାଠ ଉପରେ ଚାଲିବେ ସଂକ୍ରିଡ଼ାବାସୀ

ବନ୍ତଳା, ୧୨ା୧୦ (ଡି.ଏନ୍‌.ଏ.):  ଶିଳ୍ପାୟନରେ ଆଗୁଆ ଅନୁଗୋଳ। ରାଜ୍ୟର ସର୍ବାଧିକ ରାଜସ୍ବ ମଧ୍ୟ ଆଦାୟ ହେଉଛି ଏହି ଜିଲାରୁ। ହେଲେ ଜିଲାରେ ଏମିତି ବି ଗଁା ଅଛି…

ନୂଆ ଆପ୍‌ ଜାରି କଲା ବିଡିଏ: ଜବରଦଖଲ ଥିଲେ ରିପୋର୍ଟ କରିବେ ଜନତା

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଖୋର୍ଦ୍ଧା ଜିଲା ଓ ଭୁବନେଶ୍ୱରର କୌଣସି ସରକାରୀକୁ ଜମିକୁ କେହି ଜବରଦଖଲ କରି ବେଆଇନ ନିର୍ମାଣ କରୁଥିଲେ ଲୋକେ ସିଧାସଳଖ ଉଚ୍ଛେଦ ଅଧିକାରୀଙ୍କୁ ଜଣାଇପାରିବେ। ଏଥିପାଇଁ…

୧୦ବର୍ଷ ହେଲା ଶଯ୍ୟାଶାୟୀ ତରୁଣ

ପିପିଲି,୧୨।୧୦(ସ୍ବ.ପ୍ର.): ଗଛରୁ ପଡ଼ି ମେରୁଦଣ୍ଡ ଆଘାତ ଲାଗିଥିବାରୁ ୧୦ବର୍ଷ ହେଲା ଶଯ୍ୟାଶାୟୀ ହୋଇଛନ୍ତି ୩୦ ବର୍ଷୀୟ ତରୁଣ ଡଗର। ନିଜେ ଉଠିବସି ପାରୁନାହାନ୍ତି କି ନିତ୍ୟକାର୍ଯ୍ୟ କରିପାରୁନାହାନ୍ତି।…

ଅସୁରକ୍ଷିତ ଶାରୀଶୂଆ ଜଳପ୍ରପାତ: କଟକଣା ନାହିଁ, ବଳି ପଡୁଛି ଜୀବନ

ଖଇରା, ୧୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡରେ ଥିବା ଜଳପ୍ରପାତ ଏବେ ଅସୁରକ୍ଷିତ ଅବସ୍ଥାରେ ଅଛି। ଦୈନିକ ଆସୁଥିବା ଶହ ଶହ ସଂଖ୍ୟାର ଯୁବଗୋଷ୍ଠୀଙ୍କ…

ନାରିନ୍‌ଙ୍କ ବୋଲିଂ ଆକ୍ସନକୁ ନେଇ ସନ୍ଦେହ

ଆବୁଧାବି, ୧୨ା୧୦ (ପି.ଟି.)- କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)ର ଓ୍ବେଷ୍ଟଇଣ୍ଡିଆନ ସ୍ପିନର ସୁନୀଲ ନାରିନ୍‌ଙ୍କ ବୋଲିଂ ଆକ୍ସନକୁ ନେଇ ସନ୍ଦେହ କରାଯାଇଛି। ଏଠାରେ କିଙ୍ଗ୍ସ ଇଲେଭେନ ପଞ୍ଜାବ…

କୋଭିଡ୍‌ ଦ୍ୱାରା ଫ୍ରେଞ୍ଚ୍‌ ଓପନ୍‌ ରାଜସ୍ବ ହାନି

ପ୍ୟାରିସ୍‌,୧୨।୧୦(ଏପି): କୋଭିଡ୍‌-୧୯ ମହାମାରୀ ଦ୍ୱାରା ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ କ୍ଷତିଗ୍ରସ୍ତ ହୋଇଛି। ଟୁର୍ନାମେଣ୍ଟର ରାଜସ୍ବରେ ଯଥେଷ୍ଟ ହ୍ରାସ ହୋଇଛି ଓ ଏଥର ଆଦୌ ଲାଭ ହୋଇନାହିଁ…

କାର୍ଯ୍ୟକ୍ଷମ ହେଉନି ପାନୀୟ ଜଳ ପ୍ରକଳ୍ପ

ନରାଜ,୧୨।୧୦(ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ବ୍ଲକ ବେଲଗଛିଆ ପଞ୍ଚାୟତ ଅନ୍ତର୍ଗତ ଜୟପୁର ଗ୍ରାମରେ ବହୁ ବର୍ଷ ଧରି ଏକ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁ ନାହିଁ।…

ସ୍କୁଲର ଅବହେଳା: ୪୦ ହଜାର ବୃତ୍ତି ଟଙ୍କା କଟିଗଲା

ଜୁନାଗଡ,୧୨।୧୦(ଡି.ଏନ୍‌.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ୍‌ ମଥୁରା ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଉମାକାନ୍ତ ନିଆଲ ନାମକ ଜଣେ ଛାତ୍ର ବୃତ୍ତି ବାବଦକୁ ୪୦…

ନାଡାଲଙ୍କୁ ୧୩ତମ ଫ୍ରେଞ୍ଚ୍‌ ଓପନ୍‌ ଟାଇଟଲ: ୨୦ଟି ଗ୍ରାଣ୍ଡସ୍ଲାମ ସହ ଫେଡରରଙ୍କ ସମକକ୍ଷ

ପ୍ୟାରିସ୍‌,୧୨।୧୦(ଏପି): କ୍ଲେ କୋର୍ଟର ରାଜା ବିବେଚିତ ହେଉଥିବା ସ୍ପେନ୍‌ ଅଭିଜ୍ଞ ଟେନିସ ତାରକା ରାଫାଲ ନାଡାଲ ଏଥର ମଧ୍ୟ ଫ୍ରେଞ୍ଚ୍‌ ଓପନ୍‌ ଟାଇଟଲ ହାସଲ କରିଛନ୍ତି। ରବିବାର…