ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା…
ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି ଦେଖିବାକୁ…
ନୂଆ ବର୍ଷ ଆରମ୍ଭ ହେବାକୁ ଆଉ ମାତ୍ର ଅଳ୍ପ ଦିନ ବାକି ରହିଛି ଏନେଇ ବିଭିନ୍ନ ଜ୍ୟୋତିଷ ବିସାରଦ ବିଭିନ୍ନ ଗ୍ରହ ନକ୍ଷତ୍ରର ଚାଲିକୁ ଦେଖି ନୂଆ ବର୍ଷର ଭବିଷ୍ୟବାଣୀ କରିବା ଜାରି ରଖିଛନ୍ତି ଏହାରି ମଧ୍ୟରେ ଶନିଙ୍କ ଚାଲି ଯୋଗୁଁ ନୂଆ ବର୍ଷରେ ଉପୁଜିବାକୁ ଥିବା ବିପଦ ପ୍ରାୟ ସମସ୍ତ ରାଶିର ବ୍ୟକ୍ତି ବିସେଷଙ୍କ ଧ୍ୟାନ ଆକର୍ଷଣ କରିଛି । ଜ୍ୟୋତିଷ ଗଣନା ଅନୁସାରେ ୨୦୨୬ ମସିହାରେ ଶନିଙ୍କର କୈଣସି ଗୋଚର ଚାଲି ନାହିଁ । ଏଣୁ ୨୦୨୫ ଭଳି ୨୦୨୬ରେ ମଧ୍ୟ ମେଷ, କୁମ୍ଭ ଓ ମୀନ ରାଶିରେ ଶନିଙ୍କ ସାଢେ ସାତ ଚାଲି ଜାରି ରହିବ । ଏହି ସାଢେ ସାତ ଚାଲିର ପ୍ରଥମ ସୋପାନ ମେଷ ରାଶିରେ, ତୃତୀୟ ସୋପାନ କୁମ୍ଭ ରାଶିରେ ଓ ଦ୍ୱିତୀୟ ସୋପାନ ମୀନ ରାଶିରେ ସଂଗଠିତ ହେବାକୁ ଯାଉଛି । ମୀନ ରାଶିରେ ଶନିଦେବଙ୍କ ସାଢେ ସାତ ଚାଲିର ଦ୍ୱିତୀୟ ସୋପାନ ରହୁଥିବାରୁ ଏହି ରାଶିତ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରେ ଚାକିରି, ବ୍ୟବସାୟ ଓ କ୍ୟାରିୟର କ୍ଷେତ୍ରରେ ବଡ ବାଧା ଉପୁଜିବ । ବାରମ୍ୱାର ଅସପଳତା ଯୋଗୁଁ ମନ ସର୍ବଦା ନିରାଶ ରହିବ । ଏହାଛଡା ଆପଣ ମାନସିକ ଚାପ ଅନୁଭବ କରିପାରନ୍ତି । ସଫଳତା ପାଇଁ ଅପଣଙ୍କୁ ଅବଶ୍ୟକତାଠୁ ଢେର ଅଧିକ ପରିଶ୍ରମ କରିବାକୁ ପଡିବ । ଆର୍ଥିକ ମାମଲାରେ ଆପଣଙ୍କୁ ଅଧିକ କ୍ଷତି ସହିବାକୁ ପଡିବ । ଆପମଙ୍କ ଲାଭ ତଥା ଆୟ ତଲମୁହାଁ ହେବ । ଆପମଙ୍କର ଖର୍ଚ୍ଚ ବଢିବା ସହ ସଞ୍ଚୟର ପରିମାଣ କମିକମି ଯିବ । ଏହାଛଡା ଆପଣ ବିଭିନ୍ନ ସ୍ଥାନରେ କରିଥିବା ନିବେଶ ବୁଡିଯିବାର ଆଶଙ୍କା ମଧ୍ୟ ରହିଛି ।
ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା ଅଡ଼ୁଆରେ…
ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ କାର୍ଯ୍ୟରତ…
ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର ଓଏସ୍ଡି…
ପ୍ରତିବର୍ଷ ଡିସେମ୍ବର ୧୧ରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ପର୍ବତ ଦିବସ’। ପର୍ବତର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି, ପର୍ବତ ବିକାଶରେ ସୁଯୋଗ ଓ ପ୍ରତିବନ୍ଧକକୁ ଉଜାଗର କରିବା…
ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍ ଏୟାରଲାଇନ୍ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ ବିବାଦ…
ନୂଆଦିଲ୍ଲୀ, ୧୧ା୧୨: ୟୁନେସ୍କୋର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି ସ୍ଥାନ ପାଇଛି। ୟୁନେସ୍କୋ ରିପ୍ରେଜେଣ୍ଟିଭ ଲିଷ୍ଟ୍ ଅଫ୍ ଦ ଇନ୍ଟାଞ୍ଜିବଲ କଲ୍ଚ୍ୟୁରାଲ ହେରିଟେଜ୍ ଅଫ୍ ହ୍ୟୁମାନିଟିରେ…