ରାଜସ୍ବ ବିଭାଗ ସ୍ବତନ୍ତ୍ର ସଚିବ ଅଜୟ ଦାସ ଗିରଫ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ବ ବିପର୍ଯ୍ୟୟ ଓ ପରିଚାଳନା ବିଭାଗର ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କୁ ଗୁରୁବାର ଭିଜିଲାନ୍ସ ଗିରଫ କରିଛି।…

ଓୟୁଏଟି ଓ ଆଇଆଇଟି ଦିଲ୍ଲୀ ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): କୃଷି ଓ ଆନୁସଙ୍ଗିକ କ୍ଷେତ୍ରରେ ଶିକ୍ଷା ଓ ଗବେଷଣାକୁ ସୁଦୃଢ଼ କରିବା ନିମନ୍ତେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ଏବଂ ଆଇଆଇଟି ଦିଲ୍ଲୀ ମଧ୍ୟରେ…

ନନ୍ଦିଘୋଷ ରଥ ଖୋଲା ଆରମ୍ଭ

ପୁରୀ ଅଫିସ,୧୪ା୮: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଖୋଲା କାମ ଜାରି ରହିଛି। ବୁଧବାର ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଶେଷ ପରେ ଗୁରୁବାରଠାରୁ ମହାପ୍ରଭୁ…

ଗଞ୍ଜାମରେ ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର ୧୪।୮(ବ୍ୟୁରୋ): ଗଞ୍ଜାମର ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି। ନିକଟରେ ଶେଷ ହୋଇଥିବା ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭିଲାନ୍ସରୁ ଏହା ଜଣାପଡ଼ିଛି। ବ୍ରହ୍ମପୁରରେ…

ପ୍ରବେଶ କର ଅନାଦାୟ ନେଇ ଜନସ୍ବାର୍ଥ ମାମଲା: ଅବହେଳାରୁ ୧୩୯ କୋଟି କ୍ଷତି

କଟକ ଅଫିସ,୧୪।୮: ଅବହେଳା ଯୋଗୁ ୧୩୯ କୋଟି ୧୫ଲକ୍ଷ ୮୦ ହଜାର ୫୦୪ ଟଙ୍କାର ପ୍ରବେଶ କର (ଏଣ୍ଟ୍ରି ଟ୍ୟାକ୍ସ) ଭୂଷଣ ପାୱାର୍‌ ଆଣ୍ଡ୍‌ ଷ୍ଟିଲ୍‌ ଲିମିଟେଡ୍‌…

ଦିନେ ବୁଲି ବୁଲି କଲମ ବିକ୍ରି କରୁଥିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ୍‌ ଅଭିନେତା ଜନି ଲିଭର ଆଜି ୬୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୫୭ ମସିହା ଅଗଷ୍ଟ ୧୪ରେ ଆନ୍ଧ୍ରପ୍ରଦେଶର କାନିଗିରି ଜନ୍ମଗ୍ରହଣ କରିଥିଲେ ସେ। ଜନି ଲିଭରଙ୍କ…

ମାରୁତି ସୁଜୁକି ଅଲ୍‌ଟୋର ବିକ୍ରି ସଫଳତା

ଭୁବନେଶ୍ୱର,୧୪।୮: ମାରୁତି ସୁଜୁକି ଅଲ୍‌ଟୋ ପକ୍ଷରୁ ଏହାର ବିକ୍ରି ସଫଳତା ସମ୍ପର୍କରେ ଘୋଷଣା କରାଯାଇଛି। ଭାରତୀୟ ଗ୍ରାହକଙ୍କ ଲାଗି ଏହା ଏକ ଲୋକପ୍ରିୟ ମଡେଲ ଭାବେ ଉଭା…

୬.୯୩% ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୪।୮: ଖୁଚୁରା ମୁଦ୍ରାସ୍ଫୀତି ଭିତ୍ତିକ ଖାଉଟି ମୂଲ୍ୟସୂଚୀ (ସିପିଆଇ) ଜୁଲାଇ ମାସରେ ୬.୯୩% ସ୍ତରକୁ ବଢ଼ିଛି। ଏହା ଜୁନ୍‌ ମାସରେ ୬.୨୩% ସ୍ତରରେ ରହିଥିଲା। ଖାଦ୍ୟ ସାମଗ୍ରୀ…

ବିଏସ୍‌-୪ ଯାନ ପଞ୍ଜୀକରଣକୁ ଅନୁମତି

ନୂଆଦିଲ୍ଲୀ,୧୪।୮: ମାର୍ଚ୍ଚରେ ବିକ୍ରି ହୋଇଥିବା ବିଏସ୍‌-୪ ଯାନର ପଞ୍ଜୀକରଣ ନେଇ ସୁପ୍ରିମକୋର୍ଟ ଗୁରୁବାର ଅନୁମତି ପ୍ରଦାନ କରିଛନ୍ତି। ମାର୍ଚ୍ଚରେ ବିକ୍ରି ହୋଇଥିବା ବିଏସ୍‌-୪ ଯାନ ଲକ୍‌ଡାଉନ ଲାଗି…