ଧରାପଡ଼ିଲା ଧରମଭାଇ-ଭଉଣୀ ଗ୍ୟାଙ୍ଗ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କମିଶନରେଟ ପୋଲିସକୁ ଚକ୍‌ମା ଦେଖାଇ ରାଜଧାନୀରେ ଉତ୍ପାତ କରୁଥିଲେ ଜଣେ ଲେଡି ଲୁଟେରା। ଗ୍ୟାଙ୍ଗ୍‌ ଗଢ଼ି ସହରରେ ଲୁଟ୍‌ପାଟ କରୁଥିଲେ। ଧରମ ଭାଇ-ଭଉଣୀ ଗ୍ୟାଙ୍ଗ୍‌…

ପ୍ରଣବ ମୁଖାର୍ଜୀ ସଙ୍କଟାପନ୍ନ

ନୂଆଦିଲ୍ଲୀ, ୧୩ା୮ : ପୂର୍ବତନ ରାଷ୍ଟ୍ରପତି ତଥା କଂଗ୍ରେସର ବରିଷ୍ଠ ନେତା ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରେ ଲାଗିଛି। ସେ ଏବେ ବି ସେନା ହସ୍ପିଟାଲରେ…

ନିଜସ୍ବ ଆଇନ ଆଣିବ ଅଗ୍ନିଶମ ବିଭାଗ

କଟକ ଅଫିସ,୧୩।୮: ପୋଲିସ ଓ ଜେଲ୍‌ ମାନୁଆଲ ଭଳି ଅଗ୍ନିଶମ ବିଭାଗ ନିଜସ୍ବ ମାନୁଆଲ ବା ଆଇନ ଲାଗୁ କରିବା ପାଇଁ ଯୋଜନା କରୁଛି। ପୂର୍ବରୁ ପୋଲିସ…

ଚର୍ଚ୍ଚାରେ ପୁଟିନଙ୍କ ଦୁଇ ଝିଅ

ମସ୍କୋ,୧୩ା୮: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଝିଅଙ୍କଠାରେ ‘ସ୍ପୁଟନିକ୍‌ ଭି’ ଭାକ୍ସିନର ପ୍ରୟୋଗ କରାଯାଇଛି। ପୁଟିନ ନିଜେ ଏହା ଦାବି କରିବା ପରେ ତାଙ୍କର କେଉଁ ଝିଅଙ୍କୁ…

ବନ୍ଦୀଶାଳାରେ କୃଷ୍ଣ ଜନ୍ମ ହୋଇଥିଲେ, ତୁମେ ବାହାରିବାକୁ ଚାହୁଁଛ

ନୂଆଦିଲ୍ଲୀ, ୧୩।୮: ସୁପ୍ରିମକୋର୍ଟରେ ମଙ୍ଗଳବାର ଜଣେ ଅଭିଯୁକ୍ତଙ୍କ ଜାମିନ ଆବେଦନର ଶୁଣାଣି ବେଳେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେଙ୍କ ମନ୍ତବ୍ୟ ହାସ୍ୟରୋଳ ସୃଷ୍ଟି କରିଥିଲା।…

ରହିତାଦେଶ ଉଠାଇବାକୁ ସାନି ମାମଲା

କଟକ ଅଫିସ,୧୩।୮: ବାରିପଦା ଅର୍ବାନ୍‌ କୋ-ଅପରେଟିଭ୍‌ ବ୍ୟାଙ୍କ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ବଢ଼ିବାରେ ଲାଗିଛି। ଉଚ୍ଚତମ ନ୍ୟାୟାଳୟରେ ଏହି ମାମଲା ବିଚାରାଧୀନ ଥିବାବେଳେ ମଙ୍ଗଳବାର ପୁଣି…

କରୋନା ଆରୋଗ୍ୟ ହାର ୭୦% ଟପିଲା

ନୂଆଦିଲ୍ଲୀ, ୧୩।୮(ପି.ଟି.): ଭାରତରେ କରୋନା ଆରୋଗ୍ୟ ହାର ୭୦ ପ୍ରତିଶତ ଅତିକ୍ରମ କରିଛି। ବୁଧବାର ସୁଦ୍ଧା ୧୬,୩୯,୫୯୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଲେଣି। ସକ୍ରିୟ ଆକ୍ରାନ୍ତଙ୍କ…

ଡାକ୍ତରୀ ପଢ଼ିବାକୁ ଆମେରିକା ଯାଇଥିଲେ କମଲା ହାରିସ୍‌ଙ୍କ ମା’

ଚେନ୍ନାଇ, ୧୩।୮: ଭାରତୀୟ ବଂଶୋଦ୍ଭବ କମଲା ହାରିସ୍‌ ଆମେରିକାର ଡେମୋକ୍ରାଟ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି। ଏହି ସିନେଟରଙ୍କ ମାତୃଭାଷା କନ୍ନଡ଼। ତାଙ୍କ ମାଆ ଶ୍ୟାମଳା…

ସନ୍ଦେହ ଘେରରେ ସ୍ପୁଟ୍‌ନିକ୍‌ ଭି

ନୂଆଦିଲ୍ଲୀ, ୧୩।୮: କରୋନା ମହାମାରୀର ମୁକାବିଲା ଲାଗି ରୁଷିଆ ପ୍ରଥମ କରୋନା ଟିକାକୁ ମଞ୍ଜୁରୀ ପ୍ରଦାନ କରିଥିବାବେଳେ ଏହାର ନିରାପତ୍ତାକୁ ନେଇ ସାରା ବିଶ୍ୱରୁ ପ୍ରଶ୍ନ ଉଠିବାରେ…

ଜୈବ ସୁରକ୍ଷିତ ପ୍ରୋଟୋକଲ ଭାଙ୍ଗିଲେ ହାଫିଜ୍‌

କରାଚି,୧୩।୮(ପି.ଟି.): ପାକିସ୍ତାନ ପୂର୍ବତନ ଅଧିନାୟକ ମହମ୍ମଦ ହାଫିଜ୍‌ ଇଂଲଣ୍ଡରେ ଜୈବ ସୁରକ୍ଷିତ ପ୍ରୋଟୋକଲ ଉଲ୍ଲଂଘନ କରି ବିବାଦ ସୃଷ୍ଟି କରିଛନ୍ତି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମଧ୍ୟ…