ଗାଡ଼ିରେ ବାନ୍ତି ହେଉଥିଲେ…

ବାଇକ୍‌ ଭଳି ଖୋଲା ଗାଡ଼ିକୁ ବାଦ୍‌ ଦେଲେ କାର୍‌, ବସ୍‌ ଆଦିି ଗାଡ଼ିରେ ଯାତ୍ରା କରିବା ସମୟରେ ଅନେକଙ୍କ ଠାରେ ହଠାତ୍‌ ଦେହ ଖରାପ ଲାଗିବା, ମୁଣ୍ଡ…

ଫ୍ୟୁଜନ୍‌ ଫ୍ୟାଶନ

ବିଭିନ୍ନ ଓ୍ବେଷ୍ଟର୍ନ ସହିତ ଇଣ୍ଡିଆନ୍‌ ପୋଷାକର ଫ୍ୟୁଜନ୍‌ ବର୍ତ୍ତମାନ ପାଲଟିଛି ଲାଟେଷ୍ଟ ଟ୍ରେଣ୍ଡ। ଆଉ ଏହି ଫ୍ୟାଶନକୁ ନେଇ ଏକ୍ସପେରିମେଣ୍ଟ କରିବାରେ ସବୁଠୁ ଆଗରେ ଅଛନ୍ତି  ଯୁବପିଢ଼ି...…

୩ ଘଣ୍ଟା ବର୍ଷାରେ ଜଳାର୍ଣ୍ଣବ ଭୁବନେଶ୍ୱର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ହେଲେ ଶନିବାର ରାଜଧାନୀ ଭୁବନେଶ୍ୱରରେ ଅପରାହ୍ନ ୧ଟାଠାରୁ ୪ଟା ପର୍ଯ୍ୟନ୍ତ ଘଡ଼ଘଡି…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ପୁରୀ ସ୍ବର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ରୁଦ୍ର ମହାରଥୀ ମୁଖାଗ୍ନି ଦେଇଥିଲେ। ସ୍ବର୍ଗଦ୍ୱାରରେ…

‘ଘରୋଇ ଶିକ୍ଷାନୁଷ୍ଠାନ ସରକାରଙ୍କୁ ମାନୁନାହାନ୍ତି’

ଭୁବନେଶ୍ୱର, ୪।୧୦(ବ୍ୟୁରୋ): ଘରୋଇ ସ୍କୁଲ ଏବଂ କଲେଜଗୁଡ଼ିକ ରାଜ୍ୟ ସରକାରଙ୍କୁ ଭ୍ରୂକ୍ଷେପ କରୁନାହାନ୍ତି। କରୋନା ପରିସ୍ଥିତିରେ ଯେତେବେଳେ ଲୋକେ ରୋଜଗାର ହରାଇଛନ୍ତି ଏବଂ ବଞ୍ଚିବାକୁ ସଂଗ୍ରାମ କରୁଛନ୍ତି…

ଜୟଦେବ ଯେନାଙ୍କୁ କରୋନା

ଭୁବନେଶ୍ୱର,୪।୧୦(ବ୍ୟୁରୋ): ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଜୟଦେବ ଯେନା କରୋନାରେ ସଂକ୍ରମିତ ହୋଇଛନ୍ତି। କୋଭିଡ-୧୯ ପରୀକ୍ଷାରେ ତାଙ୍କର ପଜିଟିଭ୍‌ ଆସିଛି। ଏନେଇ ଦଳୀୟ କାର୍ଯ୍ୟାଳୟ ତରଫରୁ…

କୋଟିଏ ଟଙ୍କାର ଡ୍ରଗ୍ସ ଜବତ

ଭୁବନେଶ୍ୱର, ୪।୧୦ (ବ୍ୟୁରୋ)/ ବାଲିଅନ୍ତା (ଡି.ଏନ୍‌.ଏ.): ଓଡ଼ିଶା ଏବେ ଡ୍ରଗ୍ସ କାରବାରର ହବ୍‌ ପାଲଟିଛି। କେତେବେଳେ ରାଜ୍ୟରୁ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି ତ ପୁଣି…

ମାଓବାଦୀ ଦମନ ପାଇଁ ନୂଆ ରଣନୀତି

ଭୁବନେଶ୍ୱର,୪।୧୦ (ବ୍ୟୁରୋ): ମାଓବାଦୀଙ୍କୁ ନିପାତ କରିବା ପାଇଁ ପ୍ରସ୍ତୁତ ହେଉଛି ନୂଆ ରଣନୀତି। ଏଥିପାଇଁ ଆବଶ୍ୟକ ସମସ୍ତ ସହଯୋଗ କେନ୍ଦ୍ର ସରକାର ଯୋଗାଇ ଦେବେ। ଶନିବାର ଭୁବନେଶ୍ୱରଠାରେ…

ଏମ୍‌ଏସ୍‌ପି ବନ୍ଦ ପ୍ରଶ୍ନ ଉଠୁନି: ଧର୍ମେନ୍ଦ୍ର

ଭୁବନେଶ୍ୱର,୪।୧୦(ବ୍ୟୁରୋ): କେନ୍ଦ୍ରରେ ଏନ୍‌ଡିଏ ସରକାର ଥିବା ପର୍ଯ୍ୟନ୍ତ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବନ୍ଦ ହେବା ପ୍ରଶ୍ନ ଉଠୁନାହିଁ। ଏନେଇ ଅପପ୍ରଚାର ହେଉଛି, ଏହା ସମ୍ପୂର୍ଣ୍ଣ ମିଥ୍ୟା। ଓଡ଼ିଶା…

ପରଲୋକରେ ପିପିଲି ବିଧାୟକ ପ୍ରଦୀପ ମହାରଥୀ

ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଛି। ଅସୁସ୍ଥତା ଯୋଗୁଁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବରିଷ୍ଠ ବିଜେଡ଼ି ନେତା…