ଯୁକ୍ତିଯୁକ୍ତ ଉପସଂହାର: ଜଷ୍ଟିସ ଯାଦବ

ନୂଆଦିଲ୍ଲୀ, ୧।୧୦:ବାବ୍ରି ମସ୍‌ଜିଦ୍‌ ଭଙ୍ଗ ମାମଲାର ରାୟ ପ୍ରକାଶ ପାଇବା ପରେ ଚର୍ଚ୍ଚାର ପରିଧିକୁ ଆସିଛନ୍ତି ସ୍ବତନ୍ତ୍ର ସିବିଆଇ ଜଜ୍‌ ସୁରେନ୍ଦ୍ର କୁମାର ଯାଦବ। ଜଷ୍ଟିସ୍‌ ଯାଦବ…

ଓଡ଼ିଶାରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ମହାମାରୀ ପରିଚାଳନାରେ ରାଜ୍ୟ ସରକାର ଉତ୍କୃଷ୍ଟ ପଦକ୍ଷେପ ନେଇଥିବାରୁ ଅନ୍ୟରାଜ୍ୟ ତୁଳନାରେ ଓଡ଼ିଶାରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ରହିଛି। ବୁଧବାର ବିଧାନସଭାରେ ବିରୋଧୀଙ୍କ କୋଭିଡ୍‌…

ଅକ୍ଟୋବର ୧୫ରୁ ଖୋଲିବ ସିନେମା ହଲ୍‌

ନୂଆଦିଲ୍ଲୀ,୧।୧୦: ଅନ୍‌ଲକ୍‌ ୫.୦ ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଅକ୍ଟୋବର ୧୫ରୁ ସର୍ତ୍ତମୂଳକ ଭାବେ ସିନେମା ହଲ୍‌ ଓ ଥିଏଟର ଖୋଲିବା…

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ

କଟକ ଅଫିସ, ୧ା୧୦:ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ୩ ନାମଲେଖାର ପ୍ରଥମ ପର୍ଯ୍ୟାୟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ…

‘ମସ୍‌ଜିଦ୍‌ ଭଙ୍ଗା ମ୍ୟାଜିକ୍‌ ଥିଲା କି’

ହାଇଦ୍ରାବାଦ,୧ା୧୦: ବାବ୍ରି ମସ୍‌ଜିଦ ଧ୍ୱଂସ ମାମଲାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ମସ୍‌ଜିଦ ଭଙ୍ଗା ଘଟଣା ଯୋଜନାବଦ୍ଧ ନ ଥିଲା, ଆକସ୍ମିକ…

ଏସ୍‌ସିବି ଆଇସୋଲେଶନ ଓ୍ବାର୍ଡ ପାଇଁ ଏସ୍‌ଓପି

କଟକ ଅଫିସ, ୧ା୧୦: ଏସ୍‌ସିବିର କୋଭିଡ ଆଇସୋଲେଶନ ୱାର୍ଡ ଓ ପ୍ରସ୍ତାବିତ କୋଭିଡ ହସ୍ପିଟାଲ ପାଇଁ ନୂଆ ଏସ୍‌ଓପି ଜାରି କରାଯାଇଛି। ତ୍ରୁଟି ବିହୀନ ସେବା ଯୋଗାଇବା…

ନାରୀ ନିର୍ଯାତନାରେ ଓଡ଼ିଶା ଦେଶରେ ପ୍ରଥମ

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ରାଜ୍ୟ ସରକାର ମହିଳାଙ୍କୁ ସମ୍ମାନ ଦେବା ସହ  ସେମାନଙ୍କ ସୁରକ୍ଷା ଉପରେ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ସତ୍ତ୍ୱେ ମହିଳାଙ୍କ ଉପରେ ନିର୍ଯାତନା ବଢ଼ିବାରେ…

ଗବେଷଣା କ୍ଷେତ୍ରରେ ଉତ୍ସାହ ସୃଷ୍ଟି କରିବ ନୂଆ ଶିକ୍ଷାନୀତି : ଧର୍ମେନ୍ଦ୍ର

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ନୂଆ ଶିକ୍ଷାନୀତି ଦେଶରେ ବିଶ୍ୱସ୍ତରୀୟ ଶିକ୍ଷା ତିଆରି କରିବ। ସମସ୍ତଙ୍କୁ ଗୁଣାତ୍ମକ ଶିକ୍ଷା ମିଳିବା ସହ ଶିକ୍ଷାର ସ୍ବାଧୀନତା ଓ ସ୍ବାୟତ୍ତତା ବଢ଼ିବ। ଏହା…

ଇଞ୍ଜୁରି: ଫ୍ରେଞ୍ଚ୍‌ ଓପନ୍‌ରୁ ଓହରିଲେ ସେରେନା

ପ୍ୟାରିସ୍‌,୧।୧୦(ଏପି): ଇଞ୍ଜୁରି ଆମେରିକୀୟ ଅଭିଜ୍ଞ ମହିଳା ଟେନିସ୍‌ ତାରକା ସେରେନା ଓ୍ବିଲିୟମ୍ସଙ୍କ ପିଛା ଛାଡୁନାହିଁ। ୨୪ଟି ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିବା ସେରେନା ଇଞ୍ଜୁରି କାରଣରୁ ଚଳିତ ଫ୍ରେଞ୍ଚ୍‌…

କୋଭିଡ୍‌ ପରିଚାଳନା:ଓଡ଼ିଶାକୁ ଡବ୍ଲ୍ୟୁଏଚ୍‌ଓର ପ୍ରଶଂସା

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):କୋଭିଡ୍‌ ପରିଚାଳନାରେ ଭଲ ପ୍ରଦର୍ଶନ ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ଓଡ଼ିଶାକୁ ପ୍ରଶଂସା କରିଛି। ଡବ୍ଲ୍ୟୁଏଚ୍‌ଓ କହିଛି, ଓଡ଼ିଶା ଠିକ୍‌ ଭାବେ କୋଭିଡ୍‌…