ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ, ବାଲେଶ୍ୱର ଡିଆର୍‌ଡିଏ ପିଡି ରାମଚନ୍ଦ୍ର ଜେନାଙ୍କୁ ଦେବଗଡ ଡିଆର୍‌ଡିଏ ପିଡି,…

ଡକ୍ୟୁମେଣ୍ଟ ହଟାଇଦେଲେ ତଥ୍ୟ ବଦଳିଯିବ ନାହିଁ: କଂଗ୍ରେସ

ନୂଆଦିଲ୍ଲୀ,୭ା୮: ଲଦାଖରେ ଚାଇନା ସୈନ୍ୟଙ୍କ ପ୍ରବେଶ ରିପୋର୍ଟକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଏହାର ଓ୍ବେବ୍‌ସାଇଟରୁ ହଟାଇଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାର ବିରୋଧୀ ଦଳ…

ପ୍ରତ୍ୟୁଷାଙ୍କୁ ମିସ୍‌ ଭର୍ଚୁଆଲ ଇନ୍‌କ୍ଲ୍ୟୁଶନ ୨୦୨୦ ମୁକୁଟ

ଅନୁଗୋଳ ଅଫିସ୍‌, ୭।୮ - ଅନୁଗୋଳ ଝିଅ ପ୍ରତ୍ୟୁଷା ଅମାନ୍ତ ମିସ୍‌ ଭର୍ଚୁଆଲ ଇନ୍‌କ୍ଲ୍ୟୁଶନ ମଡେଲ-୨୦୨୦ର ମୁକୁଟ ବିଜୟିନୀ ହୋଇଛନ୍ତି। ଅନୁଗୋଳ କଲେଜ ଛକ ସ୍ଥିତ ଅଜିତ…

ଉପଖଣ୍ଡରେ ନାହାନ୍ତି ୨୨ ଡାକ୍ତର

ବଇଣ୍ଡା, ୭ା୮ - ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଖାଲି ପଡ଼ିଛି ୨୨ ଡକ୍ତର ପଦବୀ। ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଶାଇ ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ ଥିବା…

ପ୍ରତିରକ୍ଷା ତଥ୍ୟ ଗାଏବ

ନୂଆଦିଲ୍ଲୀ,୭ା୮:ଚାଇନା ସୈନ୍ୟ ମେ’ ପ୍ରଥମ ଭାଗରେ ପୂର୍ବ ଲଦାଖର ଭାରତୀୟ ଅଞ୍ଚଳ ମଧ୍ୟରେ ଅନୁପ୍ରବେଶ କରିଥିଲେ। ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରଣାଳୟ ଓ୍ବେବ୍‌ସାଇଟର ଖବର ବିଭାଗରେ ଥିବା ଏକ…

ବର୍ଷା ହେଲେ ବଢୁଛି ଦୁଃଖ

ଢେଙ୍କାନାଳ ଅଫିସ, ୭।୮ - ଲଘୁଚାପଜନିତ ଲଗାଣବର୍ଷାରେ ପ୍ରଭାବିତ ହୋଇଛି ଢେଙ୍କାନାଳ ସହରର ଜୀବନଯାତ୍ରା। ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ପୌରାଞ୍ଚଳର ଟାଉନପ୍ଲାନିଂ ଅଞ୍ଚଳ ଏବଂ…

ଭିଡ଼ ବଢ଼ାଇଲା ସଂକ୍ରମଣ ଆଶଙ୍କା

କାମାକ୍ଷାନଗର, ୭।୮(ଡି.ଏନ.ଏ.) - ଶଟ୍‌ଡାଉନ ଉଠିବା ପରେ ଢେଙ୍କାନାଳ ଜିଲା କାମାକ୍ଷାନଗର ସହରରେ ଗୁରୁବାର ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା। ଅମାନିଆଙ୍କ ପ୍ରତି କୋହଳ ମନୋଭାବ ଯୋଗୁ…

ପୁଣି ଆତ୍ମହତ୍ୟା କଲେ ଆଉ ଜଣେ ଲୋକପ୍ରିୟ କଳାକାର, ମୃତ୍ୟୁ ପୂର୍ବରୁ ଫେସ୍‌ବୁକ୍‌ ଲାଇଭ୍‌

ଗତ କିଛି ମାସ ମଧ୍ୟରେ ଅନେକ କଳାକାର ଆତ୍ମହତ୍ୟା କରିଛନ୍ତି। ଏହି କ୍ରମରେ ଭୋଜପୁରୀ ଅଭିନେତ୍ରୀ ଅନୁପମା ପଠକଙ୍କ ଆତ୍ମହତ୍ୟା ସାମ୍ନାକୁ ଆସିଛି। ସେ ନିଜ ମୁମ୍ବାଇର…

ଗିରୀଶ ମୁର୍ମୁ ସିଏଜି ନିଯୁକ୍ତ

ନୂଆଦିଲ୍ଲୀ,୭ା୮:ଜମ୍ମୁ-କଶ୍ମୀର ଉପରାଜ୍ୟପାଳ (ଏଲ୍‌ଜି) ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଭାରତର ନୂଆ ସମୀକ୍ଷକ ଓ ମହାଲେଖା ପରୀକ୍ଷକ (ସିଏଜି) ଭାବେ ନିଯୁକ୍ତ କରାଯାଇଛି। ସେ ବୁଧବାର ରାତିରେ ଉପରାଜ୍ୟପାଳ…

ଓଡ଼ିଶାର ସୁନାମି ପ୍ରସ୍ତୁତିକୁ ୟୁନେସ୍କୋ ସ୍ବୀକୃତି

ଭୁବନେଶ୍ୱର,୭ା୮(ବ୍ୟୁରୋ):ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଅନ୍ତର୍ଜାତୀୟ ସ୍ବୀକୃତି। ୟୁନେସ୍କୋର ଇଣ୍ଟରଗର୍ଭନମେଣ୍ଟାଲ ଓସେନୋଗ୍ରାଫିକ କମିଶନ(ଆଇଓସି) ଓଡ଼ିଶାର ଜଗତ୍‌ସିଂହପୁର ଜିଲା ନୋଳିଆ ସାହି ଏବଂ ଗଞ୍ଜାମ ଜିଲା…