ତପ୍ତପାଣି ଘାଟିରେ ଓଲଟିଲା ପେପର ବୋଝେଇ ଟ୍ରକ୍‌

ପାଟପୁର,୨୯।୯(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ନିକଟ ପାଳୁଖୋଳା ଘାଟିରେ ମଙ୍ଗଳବାର ଭୋରୁ ଏକ ପେପର ବୋଝେଇ ଟ୍ରକ୍‌ (ଓଡି୧୮ଏ୭୨୯୨) ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇନାହାନ୍ତି…

କେତେ ଦିନ ଅଟକ ରହିବେ ମେହବୁବା: ସପ୍ତାହେ ମଧ୍ୟରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୯।୯: ପିଡ଼ିପି ସଦସ୍ୟା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମନ୍ତ୍ରୀ ମେହବୁବା ମୁଫ୍‌ତିଙ୍କୁ ଆଉ କେତେ ଦିନ ଅଟକ ରଖାଯିବ। ଏନେଇ ମଙ୍ଗଳବାର ସୁପ୍ରିମ୍‌କୋର୍ଟ(ଏସ୍‌ସି)ଙ୍କ ପକ୍ଷରୁ ପ୍ରଶ୍ନ…

ଶତକ ହାସଲରୁ ବଞ୍ଚିତ ହେଲେ ଏହି କ୍ରିକେଟର୍‌, ଗର୍ଲଫ୍ରେଣ୍ଡ୍‌ କହିଲେ ଏମିତି

ରୟାଲ ଚ୍ୟାଲେଞ୍ଜର୍ସ ବିପକ୍ଷ ମ୍ୟାଚ ଯଦିଓ ମୁମ୍ବାଇ ଇଣ୍ଡିଆନ୍ସ ହାରିଯାଇଛି, କିନ୍ତୁ ଦଳର ଯୁବ ବ୍ୟାଟ୍ସମ୍ୟାନ ଇଶାନ କିଶନ ତାଙ୍କ ଚମତ୍କାର ଇନିଂସରେ ସମସ୍ତଙ୍କ ହୃଦୟ ଜିତିଥିଲେ।…

ବ୍ଲୁ ଆମୋନିଆ: ପ୍ରଥମଥର ସୌଦି ଆରବରୁ ଯାଉଛି ଜାପାନ

ଟୋକିଓ,୨୯ ।୯: ପ୍ରଥମଥର ଲାଗି ବ୍ଲୁ ଆମୋନିଆ ଅନ୍ତର୍ଜାତୀୟ ସ୍ତରରେ ବ୍ୟବହାର ହେବାକୁ ଯାଉଛି । ଏହା ଏବେ ସøଦି ଆରବରୁ ଜାପାନ ପଠାଯାଉଛି । ଏହା…

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ମନେ ପକାଇଲା ଡୁଡ୍‌ଲ

ଗୁଗଲ ମଙ୍ଗଳବାର ଦିନ ପ୍ରସିଦ୍ଧ ଭାରତୀୟ ଅଭିନେତ୍ରୀ ଜୋହରା ସେହଗାଲଙ୍କୁ ସ୍ମରଣ କରି ଏକ ଡୁଡ୍‌ଲ କରିଛି। ସେହଗାଲ ଦେଶର ପ୍ରଥମ କଳାକାରମାନଙ୍କ ମଧ୍ୟରୁ ଜଣେ ଯିଏକି…

ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଷୋଡ଼ଶ ବିଧାନସଭା ମୌସୁମୀ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଯାଇଛି। କରୋନା କଟକଣା ମଧ୍ୟରେ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସ ଯୋଗେ…

ନମାମି ଗଙ୍ଗେ ପ୍ରକଳ୍ପ: ପ୍ରତିଦିନ ୧୫୧ ନିୟୁତ ଲିଟରରୁ ଅଧିକ ଜଳ ହେବ ଶୋଧନ, ଟଙ୍କାଏରେ ପାଣି ସଂଯୋଗ ସୁବିଧା

ହରିଦ୍ୱାର, ୨୯।୯: ନମାମି ଗଙ୍ଗେ ମିଶନ ପ୍ରକଳ୍ପ ଅର୍ନ୍ତଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତରଖଣ୍ଡରେ ୬ ମେଗା ପରିଯୋଜନାର ଲୋକାର୍ପଣ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କରିଛନ୍ତି।…

କରୋନା ନେଲାଣି ୧୦ ଲକ୍ଷ ଜୀବନ

ୱାଶିଂଟନ,୨୯ ।୯: ସାରା ବିଶ୍ୱରେ କରୋନା ଭାଇରସ ତା’ର କାୟା ବିସ୍ତାର କରି ଚାଲିଛି । ଏବେସୁଦ୍ଧା ବିଶ୍ୱରେ କରୋନା ସଂକ୍ରମଣରେ ୧୦ ଲକ୍ଷ ଲୋକଙ୍କ ଜୀବନ…

୨୧ ବର୍ଷ ପରେ ଦୋଷମୁକ୍ତ ହେଲେ ଏହି ବ୍ୟକ୍ତି, କୋର୍ଟ କହିଲେ ବଳାତ୍କାର ନୁହେଁ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା

ନୂଆଦିଲ୍ଲୀ,୨୯।୯: ଦୀର୍ଘ ୨୧ ବର୍ଷ ପରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଛନ୍ତି ମାନ୍ୟବର ସୁପ୍ରିମ କୋର୍ଟ। ଜଣେ ମହିଳାଙ୍କ ଦ୍ୱାରା ବଳାତ୍କାର ଅଭିଯୋଗ ଉପରେ ସୁପ୍ରିମକୋର୍ଟ…

ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୮ ରେ ପହଞ୍ଚିଥିବା ରାଜ୍ୟ…