ଇଣ୍ଡିଆନ ସୁପର ଲିଗ୍‌ ଖେଳିବ ଇଷ୍ଟବେଙ୍ଗଲ

ମୁମ୍ବାଇ, ୨୮ା୯ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ପ୍ରବେଶ କରିଛି ଦେଶର ଅନ୍ୟତମ ପୁରାତନ ଫୁଟ୍‌ବଲ କ୍ଲବ ଇଷ୍ଟବେଙ୍ଗଲ। ୨୦୨୦ ସିଜନରୁ ଦଳ ଏହି ବ୍ୟୟବହୁଳ…

ରେଲଓ୍ବେ ପକ୍ଷରୁ ୧୦ ଲକ୍ଷ କାର୍ଯ୍ୟଦିବସ ସୃଷ୍ଟି

ନୂଆଦିଲ୍ଲୀ,୨୮।୯: କରୋନା ମହାମାରୀ ଯୋଗୁ ବିଭିନ୍ନ ସଂସ୍ଥାରେ କାର୍ଯ୍ୟ ବନ୍ଦ କାରଣରୁ ଶ୍ରମିକମାନେ ଘରେ ହାତ ବାନ୍ଧିି ବସିଛନ୍ତି। ଏହି ମହାମାରୀ ସମୟରେ ଭାରତୀୟ ରେଳ ପକ୍ଷରୁ…

ବଦଳୁନି ଶହୀଦ ପୀଠ ଭାଗ୍ୟ

ବାସୁଦେବପୁର,୨୮ା୯(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁରର ଇରମ ସ୍ଥିତ ଐତିହାସିକ ମେଳଣ ପଡ଼ିଆରେ ୧୯୪୨ ସେପ୍ଟେମ୍ବର ୨୮ରେ ଲୋମହର୍ଷଣକାରୀ ଗୁଳିକାଣ୍ଡ ଘଟିଥିଲା। ଭାରତଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିବା ସଂଗ୍ରାମୀମାନେ…

ଫେରିଯିବ ମୌସୁମୀ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର ଉତ୍ତର ଭାରତର ରାଜସ୍ଥାନଠାରୁ ଅପସାରଣ ଆରମ୍ଭ କରିବ। ଅକ୍ଟୋବର ପ୍ରଥମ ସପ୍ତାହର ଶେଷ ଭାଗରେ ମୌସୁମୀ ଓଡ଼ିଶାରୁ ବିଦାୟ ନେବ। ରାଜ୍ୟରେ…

ବ୍ୟାଙ୍କ ପାଇବେ ୨୦ ହଜାର କୋଟିର ପୁଞ୍ଜି

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ବ୍ୟାଙ୍କଗୁଡିକ ବର୍ତ୍ତମାନ ବିଭିନ୍ନ ଚ୍ୟାଲେଞ୍ଜ ସ୍ଥିତି ଦେଇ ଗତି କରୁଛନ୍ତି। ଏହି ସମସ୍ୟାକୁ ଧ୍ୟାନରେ ରଖି ସରକାର ବ୍ୟାଙ୍କଗୁଡିକରେ ପୁଞ୍ଜି ପ୍ରଦାନ କରିବାକୁ…

ବୋଟାସ୍‌ ଜିତିଲେ ରୁଷିଆନ୍‌ ଗ୍ରାଁ ପ୍ରି

ସୋଚି, ୨୮ା୯ : ରବିବାର ଅନୁଷ୍ଠିତ ରୁଷିଆନ ଫର୍ମୁଲା ଓ୍ବାନ୍‌ ମୋଟର ରେସିଂରେ ମର୍ସିଡିଜ୍‌ ଡ୍ରାଇଭର ଭାଲଟେରି ବୋଟାସ ଟାଇଟଲ ବିଜୟୀ ହୋଇଛନ୍ତି। ସିଜନ ୨୦୨୦ରେ ଏହା…

ରୁଟ୍‌ ଦେଖିବା ପାଇଁ ଡ୍ରାଇଭିଂ ବେଳେ ବ୍ୟବହାର ହୋଇପାରିବ ଫୋନ

ନୂଆଦିଲ୍ଲୀ: ଡ୍ରାଇଭିଂ ବେଳେ ମୋବାଇଲ କିମ୍ବା ଅନ୍ୟ ହ୍ୟାଣ୍ଡ ହୋଲ୍ଡ ଡିଭାଇସର ବ୍ୟବହାର କରାଯାଇ ପାରିବ। ଏହା କେବଳ ରୁଟ୍‌ ଦେଖବା ପାଇଁ ବ୍ୟବହାର କରାଯାଇ ପାରିବ…

ମହାମାରୀ ଚାପରେ ଷ୍ଟିଲ୍‌ ସେକ୍ଟର;ଅଶୋଧିତ ଇସ୍ପାତ ଉତ୍ପାଦନ ୪% କମିଲା

ମୁମ୍ବାଇ: କରୋନା ମହାମାରୀ ଚାପରୁ ଦେଶର ଇସ୍ପାତ ଉତ୍ପାଦନ କ୍ଷେତ୍ର ବର୍ତ୍ତମାନ ପର୍ଯ୍ୟନ୍ତ ମକୁଳି ପାରିନାହିଁ। ଏହାର ପ୍ରଭାବ ଘରୋଇ ବଜାରରେ ଲାଗି ରହିଛି। ଅଗଷ୍ଟ ମାସରେ…

ଜୋର୍‌ଧରିଲା ଚଢ଼ାଉ, ଜରିମାନା

ଅନୁଗୋଳ ଅଫିସ, ୨୮।୯:  ଅନୁଗୋଳ ଜିଲାରେ କରୋନା ସଂକ୍ରମଣ ଏବେ ଉପରମୁହଁା ରହିଛି। ବିଶେଷକରି ଅନୁଗୋଳ ସହରରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ…

ପର୍ଯ୍ୟଟକ ଅପେକ୍ଷାରେ ପ୍ରକୃତିପଥ

ଢେଙ୍କାନାଳ ଅଫିସ, ୨୮।୯:  ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ରହିଛି ପର୍ଯ୍ୟଟନର ଅନନ୍ୟ ସମ୍ଭାବନା। ଅଭୟାରଣ୍ୟ, ଜଳଭଣ୍ଡାର, ହସ୍ତଶିଳ୍ପ ପାଇଁ ପ୍ରସିଦ୍ଧ ଗ୍ରାମଗୁଡ଼ିକର ବିକାଶ କରାଗଲେ ବିପୁଳ ରାଜସ୍ବ…